• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡିରୁ ରାୟଗଡ଼ କୁ ୭ଲକ୍ଷ ଟଙ୍କାର ବିଦେଶୀ ମଦ ଚୋରାଚାଲାଣ ବେଳେ ଅବକାରୀ ବିଭାଗ ଦ୍ବାରା ଜବତ

Proprietor Abhimanyu Maharana by Proprietor Abhimanyu Maharana
July 20, 2021
in ଅପରାଧ, ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡିରୁ ରାୟଗଡ଼ କୁ ୭ଲକ୍ଷ ଟଙ୍କାର ବିଦେଶୀ ମଦ ଚୋରାଚାଲାଣ ବେଳେ ଅବକାରୀ ବିଭାଗ ଦ୍ବାରା ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ (୨୦ ଜୁଲାଇ ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡିରୁ ରାୟଗଡ଼ ବିଦେଶୀ ମଦ ଚୋରାରେ ଚାଲାଣ ବେଳେ ଗଜପତି ଜିଲ୍ଲା ଅବକାରୀ ବିଭାଗ ଦ୍ଵାରା ଜବତ ଜଣେ ଅଟକ ଘଟଣାରୁ ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତ୍ର୧୨ଘଣ୍ଟା ସମୟରେ ପାରଳାଖେମୁଣ୍ଡି ର ନୁଆଁବସଷ୍ଟାଣ୍ଡ ଓ ଜଙ୍ଗମ ସାହି ଛକରେ ଥିବା ଦୁଇଟି ବିଦେଶୀ ମଦ ଦୋକାନ ରୁ ୭ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ବିଦେଶୀ ମଦ ଧରି ଏକ ବୋଲେରୋ କାମ୍ପେର ଭ୍ୟାନ ନଂ OR09L6723ରେ ଧରି ଗଜପତି ଜିଲ୍ଳାର ରାୟଗଡ଼ ବ୍ଲକର ସଦର ମହକୁମା ରାୟଗଡ଼କୁ ଚୋରାରେ ଚାଲାଣ ହେଉଥିବା ବେଳେ ଜିଲ୍ଲା ଅବକାରୀ ବିଭାଗ କୌଣସି ସୁତ୍ରରୁ ଖବର ପାଇ ଏହି ବିଦେଶୀ ମଦ ଧରି ଯାଉଥିବା ଗାଡ଼ିଟିକୁ ରାୟଗଡ଼ ବ୍ଲକ ର ଅଡାସିଂ ଛକରେ ଅଟକାଇ ଯାଞ୍ଚ କରିବାରୁ ସେହି ଗାଡ଼ି ମଧ୍ୟରେ ବିପୁଳ ପରିମାଣର ବିଦେଶୀ ମଦ ଥିବା ଦେଖିବାକୁ ପାଇଥିଲେ l

ସେହି ଗାଡ଼ି ଭିତରୁ ୱିସ୍କି ୨୦ଗୋଟି ପେଟି ଓ ୩୦ଗୋଟି ବିୟର ଓଗାଡ଼ିକୁ ଜବତ କରିବା ସହ ଗାଡ଼ି ଡ଼୍ରାଇଭରକୁ ମଧ୍ଯ ଅଟକ ରଖିଛନ୍ତି l ଚୋରାରେ ବିଦେଶୀ ମଦ ନେଉଥିବା ଗାଡିର ଡ୍ରାଇଭର ଅବକାରୀ ବିଭାଗକୁ ଦେଇଥିବା ବୟାନ ରୁ ଜଣା ପଡ଼ିଛି ଯେ, ଏହି ବିଦେଶୀ ମଦ ଧରି ସେ ରାୟଗଡ଼ର ମଦ ବେପାରୀ ବାପୁନି ପାଣିଗ୍ରାହୀ ନେଉଥିବା କହିଥିବା ବେଳେତେବେ ଜବତ ବିଦେଶୀ ମଦ ଅସଲି ନା ନକଲି ତାହା ବି ତଦନ୍ତ ସାପେକ୍ଷ l ତେବେ ଏତେ ପରିମାଣର ଜବତ ବିଦେଶୀ ମଦ କାହାପାଖକୁ ଯାଉଥିଲା  ରାୟଗଡ଼ ଠାରେ ସରକାରଙ୍କ ଲାଇସେନ୍ସ ପ୍ରାପ୍ତ ଏକ ବିଦେଶୀ ମଦ ଦୋକାନ ଥିଲା ବେଳେ କିଭଳି ଜଣେ ଚୋରା ମଦ ବେପାରୀ ପାରଳାଖେମୁଣ୍ଡି ରୁ ବିଦେଶୀ ମଦ ଚୋରାରେ ନେଇ ସେହି ଅଞ୍ଚଳରେ ବିକ୍ରିକରିବାକୁ ନେଉଥିଲେ ଏବଂ ଏହା ରାୟଗଡ଼ ପୋଲିସ ଓ ଅବକାରୀ ବିଭାଗର କିଛି ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ଜାଣତରେ ଏହି ଚୋରା ମଦ କାରବାର ଚାଲିଥିଲା ବୋଲି ଅଭିଯୋଗ ହେଉଛି l

ଏହି ଚୋରା ବିଦେଶୀ ମଦ ଚୋରା କାରବାରରେ ଏ ଅଞ୍ଚଳରେ ପୁର୍ବରୁ ମଦ ବ୍ୟବସାୟ କରୁଥିବା ଏବଂ ଚଳିତ ଥର ତାଙ୍କୁ ଲୋଟରିରେ ଦୋକାନ ଉଠି ନଥିବା ବ୍ୟବସାୟୀ ଜଣଙ୍କ ହାତ ଥିବା ମଧ୍ଯ ଅଭିଯୋଗ ହେଉଛି ଏଣୁ ଅବକାରୀ ବିଭାଗର ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ଆରକ୍ଷୀ ଅଧିକ୍ଷକ ତୁରନ୍ତ ଏଥି ପ୍ରତି ଦୃଷ୍ଟି ଦେଇ ଏହାର ଅବଶକୀୟ ତଦନ୍ତ କରି ଏହି ଚୋରା ବିଦେଶୀ ମଦ ବେପାରୀ ମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଏ ଅଞ୍ଚଳର ସର୍ବ ସାଧାରଣରେ ଦାବି ହେଉଛି l ଅବକାରୀ ବିଭାଗ ଦ୍ଵାରା ଜବତ ହୋଇଥିବା ଗାଡ଼ି ବୋଲେର କାମ୍ପେର OR09L6723ର ଏହାର ଫିଟନେସ ୧୯ ଅଗଷ୍ଟ ୨୦୧୬ ପଯ୍ୟନ୍ତ ରହିଥିବା ବେଳେ ଇନ୍ସରାନ୍ସ ୧୦ଡିସେମ୍ବର ୨୦୧୫ପର୍ଯ୍ୟନ୍ତ ଅଛି l ୪ବର୍ଷ ରୁ ଉର୍ଦ୍ଧ ହେଲା ଗାଡିର ଫିଟନେସ ନଥିବା ବେଳେ ୫ବର୍ଷରୁ ଉର୍ଦ୍ଧ ହେଲା ଗାଡିର ଇନସୁରାନ୍ସ ନାହିଁ ଜିନ୍ତୁ ଏହି ଗାଡିରେ ଚୋରା ବିଦେଶୀ ମଦ କାରବାର ଚାଲିଛି l( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version