ଓଡ଼ିଶା ତାଜାନ୍ୟୁଜ (୨୧ ଜୁଲାଇ,ବୁଧବାର ) ବରଗଡ :- ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ପରିସରରେ ମିଶନ ଶକ୍ତି ର ନୂତନ ଅଫିସ ଗୃହ ଗ୍ରାମ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି । ସମାଜ ଗଠନ ରେ ନାରୀ ମାନଙ୍କ ଭୂମିକା ଆଗରେ ।

ଏଥିପାଇଁ ରାଜ୍ୟ ସରକାର ଙ୍କ ଦ୍ଵାରା ମହିଳା ମାନଙ୍କ ଉନ୍ନତି ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି । ମିଶନ ଶକ୍ତି ଏହାର ଏକ ଅଂଶ ବିଶେଷ ଅଟେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଜୀବର୍ଦ୍ଧନ ବରିହା, ବ୍ଲକ ଉନ୍ନୟନ ଅଧିକାରୀ ବିଶ୍ବ ରଞ୍ଜନ କର ଓ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।