• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବଜାରରେ ସାନିଟାଇଜର ର ଆକାଶ ଛୁଆଁ ଦର, ୧00 ମିଲି କୁ 199 ଟଙ୍କା ରୁ ଉର୍ଦ୍ଧ, ଗରିବଙ୍କୁ ଭଗବାନ ସାହା ।

Proprietor Abhimanyu Maharana by Proprietor Abhimanyu Maharana
April 8, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ବଜାରରେ ସାନିଟାଇଜର ର ଆକାଶ ଛୁଆଁ ଦର,  ୧00 ମିଲି କୁ 199 ଟଙ୍କା ରୁ ଉର୍ଦ୍ଧ,  ଗରିବଙ୍କୁ ଭଗବାନ ସାହା ।
Share on FacebookShare on TwitterWhatsapp

1 – ଆବଶ୍ୟକତା ଦୃଷ୍ଟିରୁ କେନ୍ଦ୍ରସରକାର 200ମିଲି ସାନିଟାଇଜର 100ଟଙ୍କାରୁ ଅଧିକା ଦାମରେ ବିକ୍ରି କରାଯାଇପାରିବନାଇଁ ବୋଲି ଟିଭି ଓ ପେପର ମାଧ୍ୟମରେ ନିର୍ଦେଶ ଦେଇଥିବା ବେଳେ ଏହାର ବ୍ୟତିକ୍ରମ ଦେଖାଦେଇଛି ।

2 – ଏବେ ବଜାର ରେ ବିଭିନ୍ନ କମ୍ପାନୀ ର ସାନିଟାଇଜର 100ମିଲି କୁ 199 ଟଙ୍କା ରୁ ଉର୍ଦ୍ଧ ଦାମରେ ବିକ୍ରିକରାଯାଉଛି,

3 – ସାଧାରଣ ମାସ୍କ ବି ଚଢା ଦର ରେ ବିକରି ହେଉଛି 20 ଟଙ୍କା ମାକ୍ସକୁ 100 ଟଙ୍କାରେ କିଣିବାକୁ ଲୋକେ ବାଧ୍ୟ ହେଉଛନ୍ତି,

କଟକ ଜିଲ୍ଲା ମାହାଙ୍ଗା , ରିପୋର୍ଟ (ଓଡଶା ତାଜା ନ୍ୟୁଜ୍‌) ମାହାଙ୍ଗା 8.4.2020 ମାହାଙ୍ଗା ରୁ ଲଷ୍ମୀଧର ଖୁଣ୍ଟିଆ :- ସାରା ଦେଶ କରୋନା ଭୁତାଣୁ ସଂକ୍ରମଣ ମହାମାରୀ ରୂପ ନେଇଥିବାବେଳେ ଏହା ପାଇଁ କୌଣସି ଔଷଧ ଉଦ୍ଭାବନ ହୋଇନି, କେବଳ ସ୍ଵଚ୍ଚ ରହି ଏହି ଭୁତାଣୁକୁ ଦୂରେଇଦିଆ ଯାଇ ପରିବ ବୋଲି ସରକାର ବିଭିନ୍ନ ସଚେତନ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ଅବଗତ କରାଇଛନ୍ତି, ବାରମ୍ବାର ହାତ ମୁହଁ ଆଖି ନାକ ସ୍ୱଚ୍ଛ ରଖିବାପାଇଁ ପରାମର୍ଶ ଦିଆଯାଇଛି, କୌଣସି ପଦାର୍ଥକୁ ଛୁଇଁବା ଓ ପରେ ହାତ ଧୋଇବାକୁ କୁହାଯାଇଛି, ସ୍ଵଛ ରହିବା ପାଇଁ ସାନିଟାଇଜର ଏବେ ସମସ୍ତଙ୍କର ଆବଶ୍ୟକତା ରହିଥିବାବେଳେ ଏହା ବଜାରରେ ଉପଲବ୍ଧ ହେଇପାରୁନାଇଁ, କାଁ ଭାଁ ଔଷଧ ଦୋକାନ ରେ ମିଳୁଥିବାବେଳେ ଗରିବ ମାନଙ୍କ ପାଇଁ ଏହା ସ୍ବପ୍ନ ହୋଇଯାଇଛି,

ଏହାର ଆବଶ୍ୟକତା ଦୃଷ୍ଟିରୁ କେନ୍ଦ୍ରସରକାର 200ମିଲି ସାନିଟାଇଜର 100ଟଙ୍କାରୁ ଅଧିକା ଦାମରେ ବିକ୍ରି କରାଯାଇପାରିବନାଇଁ ବୋଲି ଟିଭି ଓ ପେପର ମାଧ୍ୟମରେ ନିର୍ଦେଶ ଦେଇଥିବା ବେଳେ ଏହାର ବ୍ୟତିକ୍ରମ ଦେଖାଦେଇଛି, ଏବେ ବଜାର ରେ ବିଭିନ୍ନ କମ୍ପାନୀ ର ସାନିଟାଇଜର 100ମିଲି କୁ 199 ଟଙ୍କା ରୁ ଉର୍ଦ୍ଧ ଦାମରେ ବିକ୍ରିକରାଯାଉଛି, ସାନିଟାଇଜର ରା ଆକାଶ ଛୁଆଁ ଦର ଏବେ ସାଧାରଣ ଗରିବ ଲୋକଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି, ସାଧାରଣ ମାସ୍କ ବି ଚଢା ଦର ରେ ବିକରି ହେଉଛି 20 ଟଙ୍କା ମାକ୍ସକୁ 100 ଟଙ୍କାରେ କିଣିବାକୁ ଲୋକେ ବାଧ୍ୟ ହେଉଛନ୍ତି, ଆସନ୍ତା 9 ତାରିଖରୁ ମାସ୍କ ପିନ୍ଧିବା ବାଧ୍ୟତ୍ୱମୂଳକ କରାଯାଇଥିବା ବେଳେ ଏହା ବଜାରରେ ବହୁଳ ଉପଲବ୍ଧ ହେଇପାରୁନାଇଁ, ଯାହାକୁ ନେଇ ଲୋକ ମାନେ ଆଶଙ୍କାରେ ପଡିଛନ୍ତି, ଏହି ଲକ ଡାଉନ ସମୟରେ ଔଷଧ ଦୋକାନୀ ମାନେ ମାସ୍କ ଓ ସାନିଟାଇଜର ବ୍ୟାପକ କଳାବଜାରୀ କରୁଥିଲେ ମଧ୍ୟ ଜିଲ୍ଲା ଡ୍ରଗ ନିରୀକ୍ଷକ ନିଘୋଡ଼ ନିଦରେ ଚେଇଁ ସୋଇଥିବା ଅଭିଯୋଗ ହେଇଚି, କଣ ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉନାଇଁ ତାହା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି, ତୁରନ୍ତ ଡ୍ରଗ ନିରୀକ୍ଷକ ଓ ଜିଲ୍ଲାପାଳ ସ୍ଵତନ୍ତ୍ର ଦୃଷ୍ଟି ଦେବାକୁ ଦାବିହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version