• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଭିଡ୍‌-୧୯ ବିରୋଧ ଲଢ଼େଇ ପାଇଁ ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍ ଗ୍ରୁପ୍ ପକ୍ଷରୁ ସହାୟତା

Proprietor Abhimanyu Maharana by Proprietor Abhimanyu Maharana
April 8, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କୋଭିଡ୍‌-୧୯ ବିରୋଧ ଲଢ଼େଇ ପାଇଁ ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍ ଗ୍ରୁପ୍ ପକ୍ଷରୁ ସହାୟତା
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ (ଓଡଶା ତାଜା ନ୍ୟୁଜ୍‌) କୋଲକାତା 8.4.2020 :- କୋଲକାତାର ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍‌ ତରଫରୁ କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ସରକାରଙ୍କୁ ସହଯୋଗ ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସ୍ଥାପନ କରାଯାଇଥିବା ପିଏମ୍ କେୟାରସ୍ ଫଣ୍ଡ ଓ ପଶ୍ଚିମ ବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ଥାପନ କରିଥିବା ପଶ୍ଚିମବଙ୍ଗ ରାଜ୍ୟ ଜରୁରୀକାଳୀନ ରିଲିଫ୍ ପାଣ୍ଠିକୁ ୧.୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଏହି ସହାୟତା ରାଶିରେ ଗ୍ରୁପ୍‌ର ୨୫୦୦ରୁ ଅଧିକ କର୍ମଚାରୀଙ୍କ ଗୋଟିଏ ଦିନର ବେତନ ରାଶିକୁ ମଧ୍ୟ ଯୋଗ କରାଯାଇଛି । ଦେଶ ଏବେ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଛି ଓ ଏହା ସଂସ୍ଥାଗୁଡ଼ିକର ସେବା ଏବଂ ସମ୍ବଳ ଆଶା କରୁଛି । ଏଭଳି ସଙ୍କଟ ପୂର୍ବରୁ କେବେ ଦେଖାଯାଇନଥିଲା । ଏଭଳି ଏକ ସମୟରେ ସେନକୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍ ଗ୍ରୁପ୍‌ସ୍ ଆଗେଇ ଆସିଛି ଓ କରୋନା ବିଶ୍ୱ ମହାମାରୀ ବିରୋଧୀ ଲଢ଼େଇରେ ସରକାର ଗ୍ରହଣ କରିଥିବା ଅଭିଯାନକୁ ସହାୟତା ପ୍ରଦାନ କରିଛି । ଏ ସଂକ୍ରାନ୍ତରେ ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍‌ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଶଙ୍କର ସେନ୍ କହିଛନ୍ତି ଯେ, “ସାରା ବିଶ୍ୱ ଏବେ କୋଭିଡ୍‌-୧୯ ବିରୋଧରେ ଜୋରଦାର ଲଢ଼େଇ କରୁଛି । ଏହି ଭୂତାଣୁର ସଂକ୍ରମଣକୁ ରୋକିବା ଲାଗି ଭାରତ ସରକାର ଏବଂ ପଶ୍ଚିମବଙ୍ଗ ସରକାର ଉଦାହରଣ ସୃଷ୍ଟିକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି । କରୋନା ବିଶ୍ୱ ମହାମାରୀ ଯୋଗୁ ସୃଷ୍ଟି ହୋଇଥିବା ସ୍ଥିତି ଦ୍ୱାରା ସାରା ଦୁନିଆର ବିଭିନ୍ନ ଦେଶର ନିୟୁତାଧିକ ଲୋକ ପ୍ରଭାବିତ ହୋଇଥିବା ବେଳେ ଏହି ଭୁତାଣୁର ମୁକାବିଲା ଲାଗି ସରକାର କରୁ୍‌ଥିବା ଉଦ୍ୟମ ଏବଂ ସରକାରଙ୍କ ସହିତ ସେନ୍‌କୋ ଗୋଲ୍‌ଡ ଆଣ୍ଡ୍ ଡାଇମଣ୍ଡ୍‌ସ ଗ୍ରୁପ୍‌ ଠିଆ ହୋଇଛି । ଦେଶ, ସମାଜ, କର୍ମଚାରୀ ଏବଂ ଆମର ଗ୍ରାହକଙ୍କୁ ସେବା ପ୍ରଦାନ କରିବା ଲାଗି ଆମେ ଶ୍ରେଷ୍ଠ ଚେଷ୍ଟା କରୁଛୁ । ଏହି ଭୂତାଣୁକୁ ଦୂର କରିବା ଏବଂ ଲୋକମାନଙ୍କ ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ଯାହା କରିବା ଦରକାର ଆମେ ସେହି ପଦକ୍ଷେପ ଗ୍ରହଣ କରିବୁ ।’’ ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍ ପକ୍ଷରୁ ଘୋଷଣା କରଯାଇଛି ଯେ କୌଣସି ବେତନ କାଟ ହେବ ନାହିଁ ଏବଂ କଂପାନି କାରବାର ଉପରେ ଯାହା ବି ପ୍ରଭାବ ପଡ଼ୁନା କାହିଁକି ଏହା ନିଜର ୧୦୦ରୁ ଅଧିକ ସୋ’ରୁମ୍‌ର କର୍ମଚାରୀଙ୍କୁ ପୂର୍ଣ୍ଣ ବେତନ ପ୍ରଦାନ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version