• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ବାରବାଟି ଦୁର୍ଗକୁ ନବୀକରଣ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ – ସାଂସଦ ସସ୍ମିତ ପାତ୍ର ଓ ସୁବାସ ସିଂହ

Proprietor Abhimanyu Maharana by Proprietor Abhimanyu Maharana
July 24, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଯାଜପୁର, ହୋମ୍
0
କଟକ ବାରବାଟି ଦୁର୍ଗକୁ ନବୀକରଣ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ – ସାଂସଦ ସସ୍ମିତ ପାତ୍ର ଓ ସୁବାସ ସିଂହ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଜୁଲାଇ ଶନିବାର) ଭୁବନେଶ୍ୱର :- ଗତ ଶୁକ୍ରବାର ଦିଲ୍ଲୀଠାରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜି. କିଷାନ ରେଡ୍ଡି ଙ୍କୁ ରାଜ୍ୟସଭା ର ଡେପୁଟି ଲିଡର ସାଂସଦ ଡଃ.ସସ୍ମିତ ପାତ୍ର ଓ ସାଂସଦ ସୁବାସ ସିଂହ ସାକ୍ଷାତ୍ କରି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । କଟକର ହଜାର ବର୍ଷର ଗର୍ବ ଓ ଗୈରବର ଐତିହକୁ ବହନକରି ବାରବାଟି ଦୁର୍ଗ-ଗଡଖାଇ ଏକ ଐତିହାସିକ ସ୍ମାରକି ହୋଇ ରହିଆସିଛି । ଏକାଦଶ ଶତାବ୍ଦିରେ କଟକର ମହାନଦୀ – କାଠଯୋଡି ସଙ୍ଗମ ସ୍ଥଳରେ ଚାରିପାଖରେ ହ୍ରଦଥାଇ ଏକ ଦୁର୍ଗ ଭାବରେ ୯ମହଲା ରାଜଧାନୀ ଭାବରେ କାର୍ଯ୍ୟକରି ଆସୁଥିଲା ।

କଟକ ବାରବାଟି ଦୁର୍ଗର ନବୀକରଣ ଓ ଉନ୍ନତି କରଣପାଇଁ ୨୦୦୮ ଓ ୨୦୦୯ ମସିହାରେ କେନ୍ଦ୍ରସରକାର ଙ୍କ Urban Infrastructure Devlopment
Scheme for Small and Middium town programme ଯୋଜନା ମାଧ୍ୟମରେ କେନ୍ଦ୍ର ସରକାର ଏହି ଯୋଜନା ରେ ୧୭କୋଟି ୨୫ଲକ୍ଷ ଟଙ୍କା ବ୍ୟୟବରାଦ କରି ବାରବାଟି ଦୁର୍ଗ ର ଚାରି ପଟ ହ୍ରଦ କୁ ଖନନ କରି ଏହାର ପୁନଃନିର୍ମାଣ ତଥା ସୈନ୍ଧର୍ଯ୍ୟକରଣ କରିବା ଓ ଏହାର ଭିତିଭୂମିର ଉନ୍ନତିକରଣ କରାଯାଇ ଏହାକୁ ଏକ ସ୍ମାରକୀ ଭାବରେ ସମଗ୍ର ଦେଶବାସୀଙ୍କୁ ଆକର୍ଶିତ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ୱ ବିଭାଗ ଜରିଆରେ ପୂର୍ଣ୍ଣାଙ୍ଗ କରିବା ପାଇଁ ନିଷ୍ପତି ନେଇଥିଲେ ।

୨୦୦୭-୦୯ ମସିହା ରେ କେନ୍ଦ୍ର ସରକାର ଏହି ଯୋଜନା ରେ ୧୭କୋଟି ୨୫ଲକ୍ଷ ଟଙ୍କା ବ୍ୟୟବରାଦ କରି ବାରବାଟି ଦୁର୍ଗ ର ଚାରି ପଟ ହ୍ରଦ କୁ ଖନନ କରି ଏହାର ପୁନଃନିର୍ମାଣ ତଥା ସୈନ୍ଧର୍ଯ୍ୟକରଣ କରିବା ଓ ଏହାର ଭିତିଭୂମିର ଉନ୍ନତିକରଣ କରାଯାଇ ଏହାକୁ ଏକ ସ୍ମାରକୀ ଭାବରେ ସମଗ୍ର ଦେଶବାସୀଙ୍କୁ ଆକର୍ଶିତ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ୱ ବିଭାଗ ଜରିଆରେ ପୂର୍ଣ୍ଣାଙ୍ଗ କରିବା ପାଇଁ ନିଷ୍ପତି ନେଇଥିଲେ । କଟକ ମୁନିସପାଲ୍ କର୍ପୋରେସନ୍ କୁ କିଛି କାର୍ଯ୍ୟ ସମ୍ପାଦନ କରିବା ପାଇଁ ଦାୟୀତ୍ୱ ଦିଆଯାଇଥିଲା । କଟକ ମୁନିସପାଲ୍ କର୍ପୋରେସନ୍ ଏହାକୁ ପୁର୍ଣ୍ଣାଙ୍ଗ କରିବାପରେ ଏହାର ଅନ୍ୟକାର୍ଯ୍ୟ ଗୁଡିକୁ ଅଗ୍ରଗତି ପାଇଁ ନିବେଦନ କରି ଚିଠି ଲେଖିଲେ ମଧ୍ୟ ଏହାର ଅଗ୍ରଗତି ହୋଇପାରୁ ନାହିଁ ।

ଏହାର ଭିତିଭୂମି ଉନ୍ନତିକରଣ ଓ ସୈନ୍ଧର୍ଯ୍ୟକରଣ କାର୍ଯ୍ୟ କୁ ଭାରତୀୟ ପ୍ରତ୍ନତତ୍ୱ ବିଭାଗ ଅବହେଳା କରି ଚାଲିଛି । ପ୍ରତ୍ନତତ୍ୱ ବିଭାଗ ପାଖରେ ୧୪ କୋଟି ରୁ ଉଦ୍ଧ୍ୱ ଟଙ୍କା ଥିଲେ ମଧ୍ୟ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଉ ନାହିଁ କି ଏହାକୁ ପୁର୍ଣ୍ଣାଙ୍ଗ କରାଯାଉ ନାହିଁ । ଏହା ଏକ ଐତିହ ପ୍ରୋଜେକ୍ଟ ହୋଇଥିବା ରୁ ଏବଂ ଏହା ପ୍ରତ୍ନତତ୍ୱ ବିଭାଗ ଦ୍ୱାରା ନିଶିଦ୍ଧାଚଂଳ ହୋଇଥିବାରୁ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାର ଏହାର ଉନ୍ନତିକରଣ ପାଇଁ କୈଣସି ପଦକ୍ଷେପ ନେଇପାରୁ ନାହିଁ । ବାରବାଟି ଦୁର୍ଗ ଭିତରେ ଓଡିଶା ର ଏକମାତ୍ର ଇନ୍‌ଡୋର ଷ୍ଟାଡିୟମ୍ , ସ୍ପୋର୍ଟସ୍ ହଷ୍ଟେଲ ଓ ସତ୍ୟବ୍ରତ ଷ୍ଟାଡିୟମ୍ ରହିଛି ଯାହାଫଳରେ କଟକ ଓଡିଶା ର ସ୍ପୋର୍ଟସ୍ କ୍ୟାପିଟାଲ ଭାବରେ ପରିଚିତ ।

ଏହି କାର୍ଯ୍ୟର ବିଳମ୍ବତାକୁ ଦୁର କରିବା ପାଇଁ ରାଜ୍ୟ ସରକାର ଓ କଟକ ମୁନିସପାଲ କର୍ପୋରେସନ୍ ବାରମ୍ବାର ଅନୁରୋଧ କରିଆସୁଛି । ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସାଂସଦ ସୁବାସ ସିଂହ ଗତ ମାର୍ଚମାସ ସଂସଦ ଅଧିବେଶନରେ ଉପସ୍ଥାପନା କରି ୩ମାସ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଏହି କାର୍ଯ୍ୟ ଅଗ୍ରଗତି ହୋଇପାରିନାହିଁ । ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ରେଡ୍ଡି ଅଗ୍ରାଧିକାର ଭିତିରେ ଏହି କାର୍ଯ୍ୟସମ୍ପାଦନ କରିବାକୁ ପ୍ରତିଶୃତି ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version