• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିଲାଛୁଆ ନହେବାର କରୁଣ ପରିଣତି , ରଶି ଲଗାଇ ଆତ୍ମହତ୍ୟା କଲେ ସ୍ୱାମୀ-ସ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 25, 2021
in ଓଡ଼ିଶା, ଯାଜପୁର, ହୋମ୍
0
ପିଲାଛୁଆ ନହେବାର କରୁଣ ପରିଣତି , ରଶି ଲଗାଇ ଆତ୍ମହତ୍ୟା କଲେ ସ୍ୱାମୀ-ସ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଜୁଲାଇ ଶନିବାର ) କୋରାଇ :- ପିଲାଛୁଆ ନହେବାର କରୁଣ ପରିଣତି । ରଶି ଲାଗାଇ ଆତ୍ମ ହତ୍ୟା କଲେ ସ୍ୱାମୀ-ସ୍ତ୍ରୀ । ଏଭଳି ଅଭାବନୀୟ ଘଟଣା ଆଜି ଦେଖିବାକୁ ମିଳିଛି କୋରାଇ ଥାନା ଅନ୍ତର୍ଗତ ଗୌରପୁର ପଂଚାୟତ ଯୁଗଳ ଗ୍ରାମରେ । ଏହାକୁ ପରିବାରିକ କଳହ କୁହାଯାଇଥିଲା ବେଳେ ପାଖ ପଡୋଶୀ ପିଲାଛୁଆ ନହେବା କାରଣ ଜନିତ ବୋଲି କହୁଛନ୍ତି । ହେଲେ ପ୍ରକୃତ କାରଣ ଅସ୍ପଷ୍ଟ ରହିଥିଲା ବେଳେ ଦମ୍ପତିଙ୍କ ଆତ୍ମ ହତ୍ୟା ଏବେ ସ୍ଥାନୀୟ ଅଂଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲୋଟିଛି । ଆତ୍ମହତ୍ୟା କରିଥିବା ଦମ୍ପତି ଯୁଗଳ ଗାଁର ବ୍ରଜକିଶୋର ଯେନାଙ୍କ ପୁଅ ଶାନ୍ତନୁ (୩୯) ଓ ବୋହୁ ସବିତା ଯେନା ବୋଲି ଜଣାପଡିଛି । ଖବର ପାଇ କୋରାଇ ପୁଲିସ ଘଟଣା ସ୍ଥଳେ ପହଂଚି ତଦନ୍ତ ଜାରି ରଖିଛନ୍ତି । ପୁଲିସ ସୂତ୍ରରୁ ପ୍ରକାଶଯେ, ବ୍ରଜିକୋଣରଙ୍କ ଦୁଇ ପୁଅ ଶାନ୍ତନୁ ଓ ସନ୍ତୋଷ ।

ଦୁଇ ପୁଅ ଅଲଗା ହୋଇ ରହୁଥିଲା ବେଳ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତଥିବା ବାପା ବ୍ରଜକିଶୋର ସାନପୁଅ ପାଖରେ ରହୁଥିଲେ । ବଡ ପୁଅ ଶାନ୍ତନୁ ୫ବର୍ଷ ପୂର୍ବେ ଏହି ଥାନା ଅନ୍ତର୍ଗତ ପଛିକୋଟ ପଂଚାୟତ ପତରକଣା ଗ୍ରାମରେ ସବିତାଙ୍କୁ ବିବାହ କରିଥିଲେ । ଉଭୟ ସ୍ୱମୀ-ସ୍ତ୍ରୀଙ୍କ ସଂପର୍କ ଭଲ ରହିଥିଲେହେଁ ବିବାହର ୫ବର୍ଷ ବିତିଯିବା ପରେ ପିଲାପିଲି ହେଉ ନଥିବାରୁ ଲୋକଙ୍କ ଟାହି ଟାପରା ମଧ୍ୟ ଶୁଣିବାକୁ ମିଳୁଥିଲା । ଏନେଇ ସ୍ୱାମୀ-ସ୍ତ୍ରୀ ଉଭୟଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା । ଗତକାଲି ରାତିରେ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଅଯୋଥା ଝଗଡା ହୋଇଥିଲା । ହେଲେ ପରେ ସ୍ୱାମୀ-ସ୍ତ୍ରୀ ଦୁହେଁ ଖାଇପିଇ ଶୋଇଥିଲେ । କିନ୍ତୁ ପରିବାର ଲୋକେ ସକାଳୁ ଦେଖିଲା ବେଳକୁ ଶାନ୍ତନୁ ବେକରେ ଲୁଙ୍ଗି ବାନ୍ଧି ବାରିର ଏକ ଗଛରେ ଆତ୍ମ ହତ୍ୟା କରିଛି । ପରେ ଘର ଭିତରେ ଯାଇ ଦେଖନ୍ତିତ ସବିତା ମଧ୍ୟ ବେକରେ ରଶି ଲାଗଇ ଆତ୍ମହତ୍ୟା କରିଛନ୍ତି ।

ଘଟଣା ସ୍ଥଳେ ଗାଁ ଲୋକେ ରୁଣ୍ଡିଭୁତ ହୋଇ ଉଭୟଙ୍କୁ ଉଦ୍ଧାରକରି ଡାକ୍ତରଖାନା ନେବାକୁ ଚାହିଁଥିଲେହେଁ ସେତେବେଳକୁ ଦୁହିଁଙ୍କର ତାଙ୍କର ମୃତ୍ୟୁ ହୋଇସାରିଥିଲା । ସ୍ଥାନୀୟ ସରପଂଚଙ୍କ ପ୍ରତିନିଧି ରମେଶ ସାହୁ ଘଟଣା ସ୍ଥଳେ ପହଂଚି ପୁଲିସକୁ ଖବର ଦେଇଥିଲେ । ତଦନୁଯାୟୀ କୋରାଇ ଥାନା ଅଧିକାରୀ ରଞ୍ଜିତ ମହାନ୍ତି ଘଟଣା ସ୍ଥଳେ ପହଂଚି ବିଧିବଦ୍ଧଭାବେ ତଦନ୍ତ କରି ଶବ ବ୍ୟବଛେଦ ନିମନ୍ତେ ଦାନଗଦି ଡାକ୍ତରଖାନା ପଠାଇଛନ୍ତି । ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିଲା ବେଳେ ପିଲାଛୁଆ ହେଉନଥିବାରୁ ମନସ୍ତାପରେ ସ୍ୱାମୀ-ସ୍ତ୍ରୀ ଦୁହେଁ ଆତ୍ମ ହତ୍ୟା କରିଥିବା ପରିବାର ପକ୍ଷରୁ କୁହାଯାଉଥିଲା ବେଳେ ସବିତାଙ୍କ ବାପଘର ପକ୍ଷରୁ ତାଙ୍କ ଝିଅର ପିଲାପିଲି ହେଉନଥିବାରୁ ତାଙ୍କ ଝିଅକୁ ମାରି ଦିଆଯାଇଥିବା ଅଭିଯୋଗ କରିଛନ୍ତି । ଏନେଇ ପୁଲିସ ଏକ ମାମଲା ରୁଜୁ କରି ବିଧିବଦ୍ଧ ଭାବେ ତଦନ୍ତ ଜାରି ରଖିଛନ୍ତି । ( ରଶ୍ମିରେଖା ମଲ୍ଲିକଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version