No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୬ ଜୁଲାଇ ସୋମବାର ) ନୟାଗଡ :- ରୋଟାରୀ ଗ୍ରୀନ ମିଶନ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ନୟାଗଡ ରୋଟାରୀ କ୍ଲବ ତରଫରୁ ଗମ୍ଭାରୀଡିହି ଗ୍ରାମରେ ୩୦୦ ଫଳ ଚାରା ସ୍ଥାନୀୟ ସରପଞ୍ଚ ଙ୍କ ସହାୟତା ଓ କ୍ଲବ ଅଧ୍ୟକ୍ଷ ଧିରେନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମ ବାସିଙ୍କୁ ବଣ୍ଟନ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ରୋଟାରିଆନ ଆରିଫ ଖାନ ଏବଂ ସହାୟତା କରିଥିଲେ ରୋଟାରିଆନ ପ୍ରସନ୍ନ ବସନ୍ତିଆ, ଆଦିତ୍ୟ ମିଶ୍ର ଓ କ୍ଲବ କୋଷାଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ରଥ । (ରିପୋର୍ଟ -ରାମକୃଷ୍ଣ ରଥ)
No Result
View All Result