• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଜିର ରାଶିଫଳ, 9 ଏପ୍ରିଲ 2020, ଗୁରୁବାର

Proprietor Abhimanyu Maharana by Proprietor Abhimanyu Maharana
April 8, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଆଜିର ରାଶିଫଳ, 9 ଏପ୍ରିଲ 2020, ଗୁରୁବାର
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ (ଓଡଶା ତାଜା ନ୍ୟୁଜ୍‌) ଆଜିର ରାଶିଫଳ 9-4-2020 ଏପ୍ରିଲ , ଗୁରୁବାର : – ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ ।

ବୃଷ :- କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମିଥୁନ :– ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କର୍କଟ :- ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ସିଂହ :- କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

କନ୍ୟା :- ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ହରାଇଥିବା ଧନ ପ୍ରାପ୍ତି ହେବ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା :- କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସି ପ୍ରଶଂସିତ ହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବିଚ୍ଛା :- ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ :– ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର :- ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ :- ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପରିବାରରେ ମନୋମାଳିନ୍ୟ ବା ଯେଉଁପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମୀନ :- ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ପରିବାରରେ ଆଦର୍ଶବାଦୀ ହେଲେବି ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version