• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀବାସୀଙ୍କ ବିକାଶରେ ବିଜେପି ଇର୍ଷାନ୍ୱିତ : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
July 27, 2021
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ପୁରୀବାସୀଙ୍କ ବିକାଶରେ ବିଜେପି ଇର୍ଷାନ୍ୱିତ : ବିଜେଡି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଜୁଲାଇ ମଙ୍ଗଳବାର) ଭୁବନେଶ୍ୱର :- ଦେଶର ପ୍ରଥମ ଡ୍ରିଙ୍କ୍‍-ଫ୍ରମ-ଟ୍ୟାପ୍‍ ପ୍ରକଳ୍ପ ପୁରୀରେ କାର୍ଯ୍ୟକାରୀ କରିବା ସହିତ ଲସ ଆଞ୍ଜେଲସ୍‍ ଓ ସିଙ୍ଗାପୁର ଭଳି ବିଶ୍ୱ ମାନଚିତ୍ରରେ ଓଡିଶା ସ୍ଥାନ ପାଇଥିବାବେଳେ ସୁଜଳ ଯୋଜନାକୁ ସମାଲୋଚନା କରିବା ରାଜ୍ୟ ବିଜେପି ପାଇଁ ଖଟା ଅଙ୍ଗୁରର ପରିସ୍ଥିତି ସୃଷ୍ଟି କରିଛି । ପୁରୀବାସୀଙ୍କ ବିକାଶରେ ବିଜେପି ଇର୍ଷାନ୍ୱିତ ହୋଇ ଏଭଳି ସମାଲୋଚନା କରୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି । ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ ବିଜେପି ନେତା ଗୋଲକ ମହାପାତ୍ର ନିଜକୁ ପ୍ରଥମେ ଜଣେ ଓଡିଆ ଓ ପରେ ବିଜେପି ଦଳର ବୋଲି ଆମେ ଭାବିଥିଲୁ ।

ସେହିଭଳି ଜଣେ ଓଡିଆ ଭାବେ ସେ ପୁରୀ ଲୋକଙ୍କ ପାଇଁ ଓଡିଶାର ଏଭଳି ଜାତୀୟ ସଫଳତାରେ ଗର୍ବ ଅନୁଭବ କରୁଥିବେ ବୋଲି ଆଶା କରୁଥିଲୁ । କିନ୍ତୁ ଦୁର୍ଭାଗ୍ୟବଶତଃ ପୁରୀରେ କାର୍ଯ୍ୟକାରୀ ହୋଇଥିବା ଏହି ଐତିହାସିକ ପ୍ରକଳ୍ପକୁ ନେଇ ସେ ମିଥ୍ୟା, ଭିତ୍ତିହୀନ ତଥା ମନଗଢା ବିବୃତ୍ତି ଦେବା ସହିତ ଶସ୍ତା ରାଜନୀତି ଉପରେ ଧ୍ୟାନ ଦେଉଛନ୍ତି ।
ଏଥିରୁ ଜଣାପଡୁଛି ଯେ ଶ୍ରୀ ମହାପାତ୍ର ଏବଂ ଓଡିଶା ବିଜେପି ପୁରୀ ଏବଂ ପୁରୀବାସୀଙ୍କ ବିକାଶରେ ଇର୍ଷାନ୍ୱିତ ଏବଂ ଅସହିଷ୍ଣୁ ହୋଇ ପଡିଛନ୍ତି । ପୁରୀ ଏବଂ ଏହାର ଲୋକଙ୍କ ପ୍ରତି ତାଙ୍କର ନକରାତ୍ମକ ମନୋଭାବରୁ ସେମାନେ ପୁରୀ ଲୋକଙ୍କ ପାଇଁ ସୁଜଳ ଯୋଜନା ମାଧ୍ୟମରେ ହୋଇଥିବା ଭଲ କାର୍ଯ୍ୟକୁ ନିଚ୍ଚା ଦେଖାଇବାକୁ ଚେଷ୍ଟା କରୁଛନ୍ତି ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 12, 2026
  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026
ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

June 12, 2026
 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 12, 2026
  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version