• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଲିଥିନ୍ କଟକଣା ଅଧପନ୍ତରିଆ

Proprietor Abhimanyu Maharana by Proprietor Abhimanyu Maharana
July 28, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପଲିଥିନ୍ କଟକଣା ଅଧପନ୍ତରିଆ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଜୁଲାଇ ବୁଧବାର ) ହିଞ୍ଜିଳିକାଟୁ :- ଏକକ ବ୍ୟବହୃତ ପଲିଥିନ୍ ନିଷେଧକୁ ପ୍ରାୟ ଅଢେଇ ବର୍ଷ ବିତିବାକୁ ଯାଉଥିବା ବେଳେ ଏହାର କଟକଣା ଏକ ପ୍ରକାର ଅଧପନ୍ତରିଆ । କଟକଣା ଲାଗୁର ୧ବର୍ଷ ପର୍ଯ୍ୟନ୍ତ ହିଂଜିଳିକାଟୁ ପୌର ପ୍ରଶାସନ ପକ୍ଷରୁ ସ୍ଥାନୀୟ ପୌରାଂଚଳର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢାଉ ଯୋଗୁଁ ଦୋକାନ ବଜାରରେ ପଲିଥିନ୍ ବିକ୍ରି ଓ ବ୍ୟବହାର ଦେଖିବାକୁ ମିଳୁନଥିବା ବେଳେ ଏବେ ଧିରେ ଧିରେ କାୟାବିସ୍ତାର କରିବାରେ ଲାଗିଲାଣି । ଯଦିଓ ପଲିଥିନ୍ ବ୍ୟବହାର କମିଛି କିନ୍ତୁ ବିଭିନ୍ନ ଶୁଖିଲା ଖାଦ୍ୟ ସାମଗ୍ରୀ ସକାଶେ ଦେଶୀ ବିଦେଶୀ କମ୍ପାନୀ ମାନଙ୍କ ଜରି ବ୍ୟବହାରରେ କୌଣସି ପ୍ରକାର ପରିବର୍ତନ ଘଟିନଥିବା ଦେଖିବାକୁ ମିଳୁଛି । ୨୦୧୯ ମସିହା ଗାନ୍ଧୀଜୟନ୍ତିରୁ ଏକକ ବ୍ୟବହୃତ ପଲିଥିନ୍ ବନ୍ଦ ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେବା ପରେ ଓଡ଼ିଶା ସମେତ ସମଗ୍ର ଦେଶରେ ଏହି ନିୟମ ଲାଗୁ କରାଯାଇଛି । ଗାନ୍ଧୀଜୟନ୍ତି ପରେ ପରେ ସରକାରୀ କଳ ତତ୍ପର ହୋଇ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢାଉ କରିବା ଫଳରେ ହିଂଜିଳିକାଟୁ ପୌରାଂଚଳର କୌଣସି ବି ବ୍ୟବସାୟିକ ପ୍ରତିଷ୍ଠାନରେ ପଲିଥିନ୍ ଦେଖିବାକୁ ମିଳିନଥିଲା । କିନ୍ତୁ ଧିରେ ଧିରେ ବ୍ୟବସାୟୀ ଓ ଗ୍ରାହକ ମାନେ ପଲିଥିନ୍ ବ୍ୟବହାର କରିବା ଆରମ୍ଭ କରିଦେଲେଣି ।

ପାର୍ବଣ ସମୟରେ ବିପୁଳ ପରିମାଣରେ ପଲିଥିନ୍ କାରବାର ହୋଇଥିବା ବେଳେ ବିନା ଭୟରେ ଏବେ ବ୍ୟବସାୟିକ ପ୍ରତିଷ୍ଠାନ ମାନେ ବିକ୍ରି ଓ ବ୍ୟହାର କରୁଥିବା ଦେଖିବାକୁ ମିଳୁଛି । ତେବେ ଜରିମାନା ଭୟରେ କେତେକ ବ୍ୟବସାୟିକ ଅନୁଷ୍ଠାନ ପଲିଥିନ୍‌ର ବିକଳ୍ପ ଭାବେ କାଗଜ ମୁଣି ବ୍ୟବହାର କରୁଥିବାର ଦେଖିବାକୁ ମିଳୁଛି । କିନ୍ତୁ ବିଭିନ୍ନ ଖାଦ୍ୟ ସାମଗ୍ରୀ ସକାଶେ ବ୍ୟବହୃତ ଜରି ଉପରେ କୌଣସି କଟକଣା ନଥିବାରୁ ତାହା ମୁଣ୍ଡବିନ୍ଧାର କାରଣ ହୋଇଛି । ବିଭିନ୍ନ କମ୍ପାନୀର ବିସ୍କେଟ ଠାରୁ ଆରମ୍ଭ କରି ବିଭିନ୍ନ ଦେଶୀ ବିଦେଶୀ କମ୍ପାନୀର ଶୁଖିଲା ଖାଦ୍ୟ, ନୁଡ଼ୁଲ୍ସ ଇତ୍ୟାଦି ପାଇଁ ବ୍ୟବହୃତ ଜରି ଗାଁ ଠାରୁ ଆରମ୍ଭ କରି ସହର ଯାଏଁ ପରିବେଶ ପ୍ରଦୁଷଣ କରୁଛି । ଜରି ଗୋଟାଳି ମାନେ ପୂର୍ବଭଳି ଆଉ ଏହାକୁ ନେଉନଥିବାରୁ ଏବଂ ଏହାକୁ କେହି ଖରିଦ କରୁନଥିବାରୁ ଏହା ଏକ ମୁଖ୍ୟ ସମସ୍ୟା ପାଲଟିଛି । ଫଳରେ ପଲିଥିନ୍ କଟକଣାକୁ ଏହା ଏକ ପ୍ରକାର ଉପହାସ କରିବାରେ ଲାଗିଲେଣି । ଅନୁରୂପ ଭାବେ ବିଭିନ୍ନ ଦୁଗ୍ଧ କମ୍ପାନୀ ଗୁଡ଼ିକ ବ୍ୟବହାର କରୁଥିବା ପଲିଥିନ୍ ବି ସହରରେ ଉଡ଼ି ବୁଲୁଛି । ଅବଶ୍ୟ ଜରି ଗୋଟାଳି ମାନେ ଏହାକୁ ନେଇ ବିକ୍ରି କରୁଥିବା ଦେଖିବାକୁ ମିଳୁଛି । ନିୟମ ଲାଗୁ ହେବା ପରେ ସରକାରୀ କଳ ପଲିଥିନ୍‌ କଟକଣାକୁ ଯେଭଳି କଡ଼ାକଡ଼ି ଭାବେ ପାଳନ କରୁଥିଲେ ତାହା ଆଉ ଦେଖିବାକୁ ମିଳୁନାହିଁ ।

କେତେବେଳେ କାଁ ଭାଁ କେତୋଟି ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢାଉ କରି କାମ ସାରି ଦେଉଥିବା ଦେଖିବାକୁ ମିଳୁଛି । ସ୍ଥାନୀୟ ପୈରପ୍ରଶାସନର ଏଭଳି ଲୋକ ଦେଖାଣିଆ ଚଢାଉ ପରେ ହିଂଜିଳିକାଟୁ ପୌରାଂଚଳର ବ୍ୟବସାୟୀ ମାନେ ପଲିଥିନ ବିକ୍ରି କରିବା ଆରମ୍ଭ କରିଦେଲେଣି । ସେହିଭଳି ଏକକ ବ୍ୟବହୃତ ପ୍ଳାଷ୍ଟିକ ପାଣି ବୋତଲ ଉପରେ କୌଣସି କଟକଣା ନଥିବାରୁ ସହର ସାରା ଏବେ ଜରିମୁଣା ଭଳି ପ୍ଳାଷ୍ଟିକ ବୋତଲ ଗଡ଼ୁଛି । ଏକକ ବ୍ୟବହୃତ ପଲିଥିନ୍ ଓ ପ୍ଳାଷ୍ଟିକ ସାମଗ୍ରୀ ଉପରେ କଟକଣା ଲଗାଇବା ପାଇଁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର ପର୍ଯ୍ୟନ୍ତ ସମସ୍ତେ ଘୋଷଣା କରିଥିବା ବେଳେ ଏହା କେଉଁଠୁ ଆସୁଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ହାଟ ବଜାରରେ ଛୋଟ ଛୋଟ ବ୍ୟବସାୟୀକ ଉପରେ ଚଢାଉ କରିବା ଅପେକ୍ଷା ଏହାକୁ ପ୍ରସ୍ତୁତ କରୁଥିବା କାରଖାନା ଉପରେ ଚଢାଉ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ପ୍ରକୃତ ସୁଫଳ ମିଳିପାରିଥାନ୍ତା ବୋଲି ଅଂଚଳର ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି ।   ( ରିପୋର୍ଟ: ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version