• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳ ପର୍ଯ୍ୟବେକ୍ଷକଙ୍କ ଦିନିକିଆ ନୂଆଗାଁ ଗସ୍ତ : ବିଜେଡିର କାର୍ଯ୍ୟକାରିଣୀ ବୈଠକରେ ସଂଗଠନକୁ ସୁଦୃଢ କରିବାକୁ ଆହ୍ୱାନ

Proprietor Abhimanyu Maharana by Proprietor Abhimanyu Maharana
July 30, 2021
in ଓଡ଼ିଶା, କନ୍ଧମାଳ, ରାଜନୀତି, ହୋମ୍
0
କନ୍ଧମାଳ ପର୍ଯ୍ୟବେକ୍ଷକଙ୍କ ଦିନିକିଆ ନୂଆଗାଁ ଗସ୍ତ : ବିଜେଡିର କାର୍ଯ୍ୟକାରିଣୀ ବୈଠକରେ ସଂଗଠନକୁ ସୁଦୃଢ କରିବାକୁ ଆହ୍ୱାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜୁଲାଇ ଶୁକ୍ରବାର ) ବରଗଡ଼ :- ପଞ୍ଚାୟତିରାଜ, ପାନୀୟଜଳ, ଆଇନ୍, ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ତଥା କନ୍ଧମାଳ ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଓ ବଡ଼ମ୍ବା ବିଧାୟକ ତଥା କନ୍ଧମାଳ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ ମିଶ୍ର ଦିନିକିଆ କ.ନୂଆଗାଁ ଗସ୍ତ ରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ,କ.ନୂଆଗାଁ, ତୁମୁଡ଼ିବନ୍ଧ ଓ କୋଟଗଡ଼ ଚାରୋଟି ବ୍ଲକର ବିଜେଡ଼ି ନେତା ଙ୍କ ସହ ଆଲୋଚନା କରି ଫେରିଯାଇଛନ୍ତି l ଏହି ଆଲୋଚନାରେ ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବର୍ତ୍ତମାନ ଠାରୁ ସଙ୍ଗଠନକୁ ସୁଦୃଢ଼ କରିବାକୁ କର୍ମୀ ଓ ନେତାଙ୍କୁ ପରାମର୍ଶ ଦେଇଥିଲେ l

ପର୍ଯ୍ୟବେକ୍ଷକଙ୍କ ନିର୍ଦ୍ଦେଶ ଅନୁଯାୟୀ ବର୍ତ୍ତମାନ ଠାରୁ ରଣନିତୀ ଆରମ୍ଭ କଲେଣି ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ବିଧାୟକ ଓ ନେତୃବୃନ୍ଦ । ଆଗାମୀ ଦିନରେ ଦଳ ଆହୁରି ସୁଦୃଢ଼ ହେବ ଏବଂ ଆଗାମୀ ପଞ୍ଚାୟତ ନିର୍ବାଚନରେ ମଧ୍ୟ ଆମ ନିର୍ବାଚନ ମଣ୍ଡଳୀରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ଓ ତୁମୁଡ଼ିବନ୍ଧ ବ୍ଲକ୍ ସଭାପତି ପ୍ରମୋଦ କୁମାର ସାହୁ ପ୍ରକାଶ କରିଛନ୍ତି । ଏଥିରେ ଶତାଧିକ କର୍ମୀ ଉପସ୍ଥିତ ରହି ମନ୍ତ୍ରୀ ପ୍ରତାପ ଜେନା ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ

କୋଟଗଡ ଅଂଚଳର ବରିଷ୍ଠ କର୍ମୀ ତଥା ସାଂସଦ ପ୍ରତିନିଧି ମନୋଜ ସାବତ, ଷ୍ଟିଫାନ ମାଝୀ , ସୁରୁଦା ପାଟମାଝୀ, ବାଲିଗୁଡା ଅଞ୍ଚଳର ଲୋକନାଥ ପାଢ଼ୀ , ବିଭିନ୍ନ ବ୍ଲକ ର ପଞ୍ଚାୟତ ପ୍ରତିନିଧି , ଜିସାୟ ମଣ୍ଡଳ , ଜହନ ବାରିକ, ନଳିନୀ ପ୍ରଧାନ, ରାନୁବାଲା ମହାନ୍ତି ,ବଙ୍ଗାଳି ବଡ଼ସେଠ , ତୁମୁଡିବନ୍ଧ ସରପଞ୍ଚ ମୟନ୍ତି ପାଟମାଝୀ, ଏବଂ ବାଲିଗୁଡା ନିର୍ବାଚନ ମଣ୍ଡଳୀ ର ଯୁବ ନେତା ପ୍ରମୋଦ ସାହୁ ଉପସ୍ଥିତ ଥିଲେ l (ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

September 19, 2026
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

September 19, 2026
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version