• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୁଆ ଆଡ୍ଡା ଉପରେ ଚଢ଼ାଉ ; ୪ ଗିରଫ , ୫୧ ହଜାର ୨ ଶହ ଟଙ୍କା ସମେତ ୫ ମୋଟର ସାଇକେଲ ଓ ୫ ମୋବାଇଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
July 30, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜୁଆ ଆଡ୍ଡା ଉପରେ ଚଢ଼ାଉ ; ୪ ଗିରଫ , ୫୧ ହଜାର ୨ ଶହ ଟଙ୍କା ସମେତ ୫ ମୋଟର ସାଇକେଲ ଓ ୫ ମୋବାଇଲ ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଜୁଲାଇ ଶୁକ୍ରବାର ) ହିଞ୍ଜିଳିକାଟୁ :- ଶୁକ୍ରବାର ରାତିରେ ହିଞ୍ଜିଳି ଥାନା ଚୈତନ୍ୟପଡା ଗ୍ରାମ ନିକଟସ୍ଥ ଏକ ବ୍ରଏଲର କୁକୁଡ଼ା ଫାର୍ମରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୁଲିସ ଅତର୍କିତ ଚଢ଼ାଉ କରିଛି । ଚଢ଼ାଉ ବେଳେ ପୁଲିସ ପଞ୍ଝାରେ ୪ ଜୁଆଡି ପଡ଼ିଥିବା ବେଳେ ସେମାନଙ୍କ ନିକଟରୁ ୫୧ ହଜାର ୨ ଶହ ଟଙ୍କା ଓ ୫ଟି ମୋଟର ସାଇକେଲ ଓ ୫ଟି ମୋବାଇଲ ଫୋନକୁ ହିଞ୍ଜିଳି ପୁଲିସ ବାହିନୀ ଜବତ କରିଛି । ଗିରଫ ଜୁଆଡି ମାନେ ହେଲେ ବ୍ରହ୍ମପୁର ଅଞ୍ଚଳର ନିଳାଞ୍ଚଳ ମହାରଣା, ହିଞ୍ଜିଳି ଥାନା ଦୁର୍ବନ୍ଧ ଗ୍ରାମର ବୃନ୍ଦାବନ ସାହୁ, ପାଟପୁର ଥାନା ଖଲିଙ୍ଗି ଗ୍ରାମର ବୁଲୁ ସାହୁ ଓ କଙ୍କୋରଡା ଗ୍ରାମର କାହ୍ନୁ ବରଡ । ଏ ନେଇ ହିଞ୍ଜିଳି ଥାନାରେ ନଂ- ୩୯୬/୨୧ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି । ପ୍ରକାଶ ଯେ, ଗତ କିଛି ଦିନ ଧରି ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମାଞ୍ଚଳରେ ବେଆଇନ ଜୁଆ ଆଡ୍ଡା ଗଢ଼ି ଉଠିଥିଲା । ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିଜ୍ରେଶ ରାୟଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ଥାନାରେ ଜୁଆ ଆଡ୍ଡା ଚଢ଼ାଉ ପାଇଁ ଏକ ସ୍ବତନ୍ତ୍ର ଫୋର୍ସ ଗଠନ କରାଯାଇଛି ।

ଗତ କିଛି ଦିନ ଧରି ସ୍ଥାନୀୟ ପୁଲିସ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମାଞ୍ଚଳରେ ଜୁଆ ଆଡ୍ଡା ଉପରେ ଚଢ଼ଉ କରାଯାଇଥିଲା । ପୁଲିସ ପ୍ରଶାସନ ପକ୍ଷରୁ ଅତର୍କିତ ଚଢ଼ାଉ ପରେ ଜୁଆଡି ମାନେ ଗାଁ ସାହି, କୋଠଘର ପରେ ବର୍ତ୍ତମାନ ନିକାଞ୍ଚନ ଗ୍ରାମ୍ୟ ଜଙ୍ଗଲ ଓ ବିଲମାଳ ଅଞ୍ଚଳକୁ ସୁରକ୍ଷିତ ଜୁଆ ଆଡ୍ଡା ସ୍ଥଳ ଭାବେ ବାଛି ନିର୍ଭୟରେ ଜୁଆର ଆସର ଜମାଉଛନ୍ତି । ଶୁକ୍ରବାର ରାତିରେ ସ୍ଥାନୀୟ ଥାନା ଚୈତନ୍ୟପଡା ଗ୍ରାମ ନିକଟସ୍ଥ ଏକ ବ୍ରଏଲର କୁକୁଡ଼ା ଫାର୍ମରେ ଜୁଆ ଆଡ୍ଡା ଚାଲିଥିବା ବେଳେ କୈାଣସି ସୁତ୍ରରୁ ପୁଲିସ ଖବର ପାଇ ଅତର୍କିତ ଚଢ଼ାଉ କରିଥିଲା । ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ନେତୃତ୍ୱରେ ଥାନା ଏସଆଇ ବାସୁଦେବ ଭୋଇ, ରାଘବ ପ୍ରଧାନ, ଗୋପାଳ କୃଷ୍ଣ ଆଗୁପାତ୍ର, ଏଏସଆଇ ରାଜନ ବିଷୋୟୀ, ହାବିଲଦାର ପ୍ରମୋଦ କୁମାର ଗନ୍ତାୟତ, କନେଷ୍ଟବଳ ବସନ୍ତ ଉପାଧ୍ୟାୟ, ସରୋଜ କୁମାର ରଣସିଂହ, ଅନନ୍ତ ରଣସିଂହ, ପିଏସ ଦଳେଇ ଓ ଓଏପିଏଫ ଫୋର୍ସ ଅଂଶ ଗ୍ରହଣ କରିଥିଲେ । ଆଗାମୀ ଦିନରେ ସ୍ଥାନୀୟ ଥାନା ଅଞ୍ଚଳରୁ ଜୁଆ ଆଡ୍ଡା ଉପରେ ଚଢ଼ଉ ଜୋରଦାର କରାଯିବ ବୋଲି ଥାନା ଆଇଆଇସି ଦାସ କହିଛନ୍ତି ।    ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version