• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କାଜୁ ଜଙ୍ଗଲକୁ ନେଇ ୨ ମୃତ ୨୦ ଆହତ, ୬ ଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

Proprietor Abhimanyu Maharana by Proprietor Abhimanyu Maharana
April 10, 2020
in Uncategorized, ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
କାଜୁ ଜଙ୍ଗଲକୁ ନେଇ ୨ ମୃତ ୨୦ ଆହତ, ୬ ଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର
Share on FacebookShare on TwitterWhatsapp

ରଣପୁର ବ୍ଲକ, ରିପୋର୍ଟ (ଓଡଶା ତାଜା ନ୍ୟୁଜ୍‌) ଚାନ୍ଦପୁର 10.4.2020 ଶୁକ୍ରବାର : – ରଣପୁର, ସମଗ୍ର ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ନେଇ ଚିନ୍ତିତ ରହିଥିବା ବେଳେ ଓଡିଶା ସମେତ ସାରା ଭାରତରେ ଏବେ ଲକ୍ ଡାଉନ ଚାଲିଛି । ଲୋକମାନେ ଘରୁ ବାହାରିବା କଟକଣା ଥିଲା ବେଳେ ଜନଜୀବନ ହୋଇ ଯାଇଛି ପୁରାପୁରି ଠପ୍ । ଏପରି ଏକ ବିପଦ ସମୟରେ ରଣପୁର ବ୍ଲକ ଚାନ୍ଦପୁର ଥାନା ଅନ୍ତର୍ଗତ ରାଇପଡା ଗ୍ରାମରେ କାଜୁ ଜଙ୍ଗଲକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଥିବା ଜଣାଯାଇଛି । ଅଭିଯୋଗ ଅନୁଯାୟୀ, ରାଇପଡା ଗ୍ରାମର ବେଣୁଧର ପ୍ରଧାନ ଓଡିଶା କାଜୁ ଉନ୍ନୟନ ନିଗମ ଠାରୁ କଦମ ଝୋଲା କାଜୁ ବଗିଚାକୁ ନିଲାମ ଆଣିଥିଲେ । ପରେ ସେ ଏହି ବଗିଚାରେ କାଜୁ ତଦାରଖ କରିବା ପାଇଁ ୮ ଜଣଙ୍କୁ ନିଯୁକ୍ତି ଦେଇଥିଲେ । ଏବେ କାଜୁ ସଂଗ୍ରହ ସମୟ ହୋଇଥିବାରୁ ସମ୍ପୃକ୍ତ ବ୍ୟକ୍ତିମାନେ ନିୟମିତ କାଜୁ ବଗିଚାରୁ କାଜୁ ସଂଗ୍ରହ କରିଥାଆନ୍ତି ।

ଆଜି ପୂର୍ବଭଳି କାଜୁ ବଗିଚାରେ କାଜୁ ସଂଗ୍ରହ କଲା ବେଳେ ଆଜି ରାଇପଡା ଗ୍ରାମର ୪୦ ଜଣ ଲୋକ ସଂଘ ବଦ୍ଧ ହୋଇ ହାତରେ ଖଣ୍ଡା, ଭୁଜାଲି ଓ ଠେଙ୍ଗା ଧରି ଅତର୍କିତ ଭାବେ କାଜୁ ବଗିଚାରେ କାମ କରୁଥିବା ଲୋକମାନଙ୍କୁ ଅତର୍କିତ ଭାବେ ଆକ୍ରମଣ କରିବା ସହ କାଜୁ ବଗିଚାକୁ ନଷ୍ଟ କରି ଦେଇଥିଲେ । ଯାହା ଫଳରେ ଦୁଇ ଗୋଷ୍ଠି ମଧ୍ୟରେ ସଂଙ୍ଘର୍ଷ ହୋଇଥିଲା । ପରେ ଆହତମାନଙ୍କୁ ଟାଙ୍ଗୀ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏହି ସଂଘର୍ଷରେ ଦୁର୍ଗା ପ୍ରଧାନ (୫୦) ଓ ବିରଂଚି ପ୍ରଧାନ(୫୫) ଅତ୍ୟଧିକ ଗୁରୁତର ଭାବେ ଆହତ ହୋଇଥିଲେ । ଯାହା ଫଳରେ ଦୁର୍ଗା ପ୍ରଧାନ ଟାଙ୍ଗୀ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ବେଳେ ବିରଂଚି ଭୁବନେଶ୍ୱର ଡାକ୍ତରଖାନାରେ ମୃତ୍ୟୁବରଣ କରିଥିବା ଜଣାଯାଇଛି । ଏଥି ସହ ଅନ୍ୟ ୫ ଗୁରୁତର ଭୁବନେଶ୍ୱର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାଯାଇଛି । ଘଟଣା ସ୍ଥଳ ଏବେ ବି ଉତ୍ତେଜନା ପୂର୍ଣ୍ଣ ଥିବା ବେଳେ ପୋଲିସ ଏକ ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିବା ଜଣାଯାଇଛି । ଏହି ଘଟଣାରେ ନୟାଗଡ ଆରକ୍ଷୀ ଅଧିକାରୀ ଚାନ୍ଦପୁର ଥାନାକୁ ଆସି ତଦନ୍ତ କରି ଫେରି ଯାଇଛନ୍ତି । ଏହି ଘଟଣାରେ ଗ୍ରାମର ଜଣେ ପ୍ରଭାବଶାଳୀ ବ୍ୟକ୍ତି ସମ୍ପୃକ୍ତି ଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ରିପୋର୍ଟ ଲେଖା ହେବା ସୁଦ୍ଧା ପୋଲିସ କାହାକୁ ଗିରଫ କରି ନ ଥିବା ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version