• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପରଜଙ୍ଗ ବ୍ଲକ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ, ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
July 31, 2021
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ପରଜଙ୍ଗ ବ୍ଲକ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ, ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୩୧ ଜୁଲାଇ ଶନିବାର) ଢେଙ୍କାନାଳ :-  ଗ୍ରାମ୍ୟ ନିର୍ମାଣ ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ପରଜଙ୍ଗ ନିର୍ବାଚନ ମଣ୍ଡଳୀ ର ପିଡ଼ବ୍ଲୁ ରାସ୍ତା ସାଆନ୍ଦା ତଳବେରଣା ଠାରୁ ପାଣି ଗେଙ୍ଗୁଟିଆ ପର୍ଯ୍ୟନ୍ତ, ଜାତୀୟ ରାଜପଥ ୫୩ ନମ୍ବର ଶୁଣ୍ଢି ତଇଳା ଠାରୁ ଭୟା କୋଆଳୋ କୁଣ୍ଢେଇ ଖୋଲ ପର୍ଯ୍ୟନ୍ତ, ଲୋଧଣୀ ହାଇ ସ୍କୁଲ ଛକ ଠାରୁ କୁମୁସି ପର୍ଯ୍ୟନ୍ତ, ଜାତୀୟ ରାଜପଥ ମୁକ୍ତାପଶି ଠାରୁ ଭୟା ବଡଝରା କାମରଦା ପର୍ଯ୍ୟନ୍ତ ରାସ୍ତାର ଢେଙ୍କାନାଳ ସାଂସଦ ମହେଶ ସାହୁ, ପରଜଙ୍ଗ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ ଙ୍କ କରକମଳରେ ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଥିଲା,

ଏହି ରାସ୍ତା ହେବା ଦ୍ୱାରା ପରଜଙ୍ଗ ଓ କଙ୍କଡାହାଡ଼ ବ୍ଲକ ର ସମସ୍ତ ଗ୍ରାମାଞ୍ଚଳ ସହିତ ସଂଯୋଗ ହୋଇ ପାରିବ, ଯାହା ଫଳରେ ଗମନାଗମନ ର ଆଉ କୌଣସି ସମସ୍ୟା ରହିବ ନାହିଁ, ଓ ସମସ୍ତ ଅଞ୍ଚଳ ର ରାସ୍ତାର ଦୂରତା କମି ପାରିବ, ରାଜ୍ୟ ସରକାର ଓ ମାନ୍ୟବର ପରଜଙ୍ଗ ବିଧାୟକ ଙ୍କ କରକମଳ ରେ ଅଞ୍ଚଳର ବେଶ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ ହୋଇ ପାରୁଅଛି, ଯାହା ଫଳରେ ଅଞ୍ଚଳ ବାସୀ ଙ୍କ ମଧ୍ୟରେ ଖୁସିର ଉତ୍ସବ ଦେଖିବା ପାଇଁ ମିଳୁଅଛି, ରାଜ୍ୟ ସରକାର ସବୁବେଳେ ପରଜଙ୍ଗ ନିର୍ବାଚନ ମଣ୍ଡଳୀର ସମୃଦ୍ଧି ବିକାଶ ଓ ଉର୍ଣ୍ଣତୀ ପାଇଁ ସଂକଳ୍ପବଦ୍ଧ,

ଆଜିର ଏହି କାର୍ଯ୍ୟକ୍ରମ ରେ ଅନ୍ୟ ସଂମାନିତ ଅତିଥି ପରଜଙ୍ଗ ବ୍ଲକ ଅଧ୍ୟକ୍ଷ ଅକ୍ଷୟ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ମମତା ପାଣି, ବିଜେଡି ଜିଲ୍ଲା ସମ୍ପାଦକ ଗୌତମ ପାଣି, ବ୍ଲକ ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ଯୁବଶକ୍ତି ଅଧ୍ୟକ୍ଷ ହିମାଂଶୁ ଭୂଷଣ ବାରିକ, ପରଜଙ୍ଗ ସରପଞ୍ଚ ପ୍ରିୟଜୀତ ସାମଲ, ବଡଝରା ସରପଞ୍ଚ ବିମଳ ସାହୁ, ମୁକ୍ତାପଶି ସରପଞ୍ଚ ରଞ୍ଜନ ସେଠୀ, କଲଦା ସରପଞ୍ଚ ଦିଲ୍ଲୀପ ସାହୁ, ସୋସିଆଲ ମିଡ଼ିଆ ତରଣୀ ସେନ ପ୍ରମୁଖ ଉପସ୍ଥିତ ଥିଲେ।(ରିପୋର୍ଟ୍, ଅମର ରଞ୍ଜନ ଦାସ), ଢେଙ୍କାନାଳ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version