• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହାଇଟେକ୍ ଗ୍ରୁପର ଅଧ୍ୟକ୍ଷ ଡ. ତ୍ରିପତି ପାଣିଗ୍ରାହୀଙ୍କ ଉପସ୍ଥିତିରେ ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକରେ – ବିଜେଡିର ମହାମିଶ୍ରଣ ପର୍ବ ଅନୁଷ୍ଠିତ  

Proprietor Abhimanyu Maharana by Proprietor Abhimanyu Maharana
July 31, 2021
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ହାଇଟେକ୍ ଗ୍ରୁପର ଅଧ୍ୟକ୍ଷ ଡ. ତ୍ରିପତି ପାଣିଗ୍ରାହୀଙ୍କ ଉପସ୍ଥିତିରେ ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକରେ – ବିଜେଡିର ମହାମିଶ୍ରଣ ପର୍ବ ଅନୁଷ୍ଠିତ  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୩୧ ଜୁଲାଇ ଶନିବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଗୋଷାଣୀ ବ୍ଲକରେ ବିଜୁ ଜନତା ଦଳର ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । । ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ପାରଳା ସ୍ୱାଭିମାନ ମଞ୍ଚର ଅଧ୍ୟକ୍ଷ ଡ. ତିରୁପତି ପାଣିଗ୍ରାହୀଙ୍କ ପୁଅ ରୂପେଶ ପାଣିଗ୍ରାହୀ ଗତ କିଛି ଦିନ ତଳେ ବିଜେଡିରେ ସାମିଲ ହୋଇଥିଲେ । ଡ. ତିରୁପତି ପାଣିଗ୍ରାହୀ ଗତ ବିଧାନ ସଭା ନିର୍ବାଚନରେ ପାରଳା ବିଧାନ ସଭା ଆସନରୁ ସ୍ୱାଧିନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦିତା କରି ଦ୍ୱିତୀୟ ସ୍ଥାନ ହାସଲ କରିଥିଲେ ।

ଡ.ପାଣିଗ୍ରାହୀଙ୍କ ଗୋଷାଣୀ ବ୍ଲକରେ ରହିଥିବା ସମର୍ଥକମାନେ ଏହି ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହୋଇଥିଲେ । ନୂତନ ଭାବେ ବିଜେଡିରେ ଯୋଗ ଦେଇଥିବା ରୂପେଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏହି ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାର ସମସ୍ତ ତୁଙ୍ଗନେତା ଉପସ୍ଥିତଥିଲେ । ସଭାର ପରିଚାଳନା କରିଥିଲେ ଜିଲ୍ଲା ସଭାପତି ପ୍ରଦୀପ କୁମାର ନାୟକ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ପାରଳାଖେମୁଣ୍ଡି ନଗର ସଭାପତି ସୂର୍ଯ୍ୟନାରାୟଣ ରାଜଗୁରୁ ।

ଏହି ମହାମିଶ୍ରଣ ପର୍ବରେ ହାଇଟେକ୍ ଗ୍ରୁପର ଅଧକ୍ଷ ଡ.ତିରୁପତି ପାଣିଗ୍ରାହୀ ପ୍ରଥମ ଥରପାଇଁ ବିଜେଡ଼ିର ଦଳୀୟ ସଭାରେ ପ୍ରତ୍ୟକ୍ଷ ଭାବରେ ଉପସ୍ଥିତଥିଲେ । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପାରଳା ରାଜକୁମାରୀ କଲ୍ୟାଣୀଦେବୀ, ଜିଲ୍ଲା ଯୁବ ବିଜେଡି ସଭାପତି ଏସ୍‌.ଲିଙ୍ଗରାଜୁ, ବରିଷ୍ଠ ବିଜେଡି ନେତା ବସନ୍ତ ଦାସ, ଲକ୍ଷ୍ମୀକାନ୍ତ ପରିଚ୍ଛା ପ୍ରମୁଖଉପସ୍ଥିତଥିଲେ (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

September 19, 2026
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

September 19, 2026
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version