• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଗଷ୍ଟ ମାସ ୧ ତାରିଖରେ କାହିଁକି ସମ୍ବଲପୁରୀ ଦିବସ ପାଳନ କରାଯାଏ

Proprietor Abhimanyu Maharana by Proprietor Abhimanyu Maharana
August 1, 2021
in ଓଡ଼ିଶା, ସମ୍ବଲପୁର, ହୋମ୍
0
ଅଗଷ୍ଟ ମାସ ୧ ତାରିଖରେ କାହିଁକି ସମ୍ବଲପୁରୀ ଦିବସ ପାଳନ କରାଯାଏ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ଅଗଷ୍ଟ ରବିବାର ) ସମ୍ବଲପୁର :- ଅଗଷ୍ଟ ମାସ ୧ ତାରିଖରେ କାହିଁକି ସମ୍ବଲପୁରୀ ଦିବସ ପାଳନ କରାଯାଏ ହୁଏତ ବହୁତ ଲୋକ ଜାଣନ୍ତି ନାହିଁ ।  ତେଣୁ ଆସନ୍ତୁ ଜାଣିବା କାହିଁକି ସମ୍ବଲପୁରୀ ଦିବସ ପାଳିତ ହୁଏ । ସମ୍ବଲପୁରୀ ଭାଷା ସାହିତ୍ୟର ଜନକ ସ୍ୱର୍ଗତଃ କବି ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିବସ ଭାବେ ପାଳନ କରାଯାଏ। ସମ୍ବଲପୁର ଭାଷା ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ତାଙ୍କ ଜନ୍ମଦିନକୁ ୨୦୧୩ରୁ ଏହି ଦିବସ ଭାବେ ପାଳନ କରାଯାଉଛି । ପ୍ରତିବର୍ଷ ଏହି ଅବସରରେ ପୂରା ପଶ୍ଚିମାଞ୍ଚଳ ଉତ୍ସବମୁଖର ହୋଇପଡ଼େ। ସମ୍ବଲପୁରିଆ ଭାବେ ଗର୍ବ କରୁଥିବା ପ୍ରତିଟି ମଣିଷ ଏହିଦିନ ସମ୍ବଲପୁରୀ ବସ୍ତ୍ର ଏବଂ ସମ୍ବଲପୁରୀ ଖାଦ୍ୟ ଗ୍ରହଣ କରି ଏହି ଦିବସ ପାଳନ କରିଥାନ୍ତି । ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ ।

ଚଳିତ ବର୍ଷ କରୋନା ମହାମାରୀ ଏହି ଉତ୍ସବକୁ ଫିକା କରି ଦେଇଛି । ସମ୍ବଲପୁରୀ ଦିନକୁ ଘରେ ରହି ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହାସହ ସମ୍ବଲପୁରୀ ଦିବସ କାର୍ଯ୍ୟକ୍ରମ ମଞ୍ଚରେ ଆୟୋଜିତ ହୋଇପାରୁନାହିଁ । ସମ୍ବଲପୁରୀ ଭାଷା, ସଂସ୍କୃତି, କଳା ଏବଂ ଐତିହ୍ୟ ସ୍ୱତନ୍ତ୍ର । ଏହାକୁ ଆହୁରି ପ୍ରଚାର ପ୍ରସାର କରି ଏହି ଦିବସର ଉଦ୍ଦେଶ୍ୟ । ବିଶେଷ କରି ସମ୍ବଲପୁରୀ ନୃତ୍ୟର ଆଦର ଖୁବ୍‌ ବେଶୀ  । ଦେଶ ବିଦେଶରେ ଏହା ପରିଚିତ । ସମ୍ବଲପୁରୀ ଲୋକଗୀତ କାନରେ ପଡ଼ିଲେ ମତୁଆଲା ହୋଇଥାନ୍ତି ଲୋକ । ଗୀତର ତାଳେ ତାଳେ ନାଚି ଉଠେ ପାଦ। ଏହି ଦିବସରେ ସ୍ଥାନେ ସ୍ଥାନେ ଲୋକ ସମ୍ବଲପୁରୀ ନୃତ୍ୟ କରିଥାନ୍ତି ।

ସମ୍ବଲପୁରୀ ସଙ୍ଗୀତରେ ଢୋଲ ,ମାଦଳ , ନିସାନ, ତାସା, ପାଖୋଜ, ବଂଶୀ, ବୀର, କାହାଳି, ଗିନି, ଏକତାରା, ମହୁରୀ, ଘୁଲଗୁଲା, ଘୁଙ୍ଗୁର, ଝାଞ୍ଜ ଇତ୍ୟାଦି ବାଦ୍ୟଯନ୍ତ୍ର ବ୍ୟବହାର ହୋଇଥାଏ। ତେଣୁ ଏଠାକାର ସଙ୍ଗୀତର ସ୍ୱତନ୍ତ୍ରତା ବାରି ହୋଇପଡ଼େ  । କେବଳ ଏତିକି ନୁହେଁ ସମ୍ବଲପୁରୀ ଭାଷା ମଧ୍ୟ ମଧୁର । ରାଜ୍ୟବ୍ୟାପୀ ଲୋକେ ସମ୍ବଲପୁରୀ ଭାଷାକୁ ଆଦର କରିଥାନ୍ତି। ଏଠିକାର ପର୍ବ ମଧ୍ୟ ସବୁଠୁ ନିଆରା। ଶୀତଲ ଷଷ୍ଠୀ, ନୂଆଖାଇ, ଭାଇଜୋଊତିଆ, ପୁଅଜୋଊତିଆ ଆଦି ପର୍ବ ସମ୍ବଲପୁର ବଡ଼ ପର୍ବ । ଏହି ପର୍ବକୁ ବେଶ ଧୁମଧାମରେ ପାଳନ କରିଥାନ୍ତି ସମ୍ବଲପୁରବାସୀ  । ଏହାଛଡ଼ା ସମ୍ବଲପୁରୀ ଶାଢ଼ିରବି ସାରାଦେଶରେ ଆଦର ରହିଛି। ନାରୀମାନଙ୍କ ପ୍ରଥମ ପସନ୍ଦ ସମ୍ବଲପୁରୀ ଶାଢ଼ି କହିଲେ ମଧ୍ୟ ଭୁଲ ହେବ ନାହିଁ । ବହୁ ପୁରାତନ ସମୟରୁ ସମ୍ବଲପୁରୀ ଶାଢ଼ିର ଚାହିଦା ରହିଛି  । (ଶ୍ରୀଯୁକ୍ତ ବିଭୁ ପ୍ରସାଦ ନାୟକ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version