• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଯୁବ ବିଜେଡିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ସାମାଜିକ ଦାୟିତ୍ୱ ଗ୍ରହଣ କରନ୍ତୁ ।

Proprietor Abhimanyu Maharana by Proprietor Abhimanyu Maharana
April 11, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଯୁବ ବିଜେଡିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ସାମାଜିକ ଦାୟିତ୍ୱ  ଗ୍ରହଣ କରନ୍ତୁ ।
Share on FacebookShare on TwitterWhatsapp

ଭୁବନେଶ୍ଵର, ରିପୋର୍ଟ (ଓଡଶା ତାଜା ନ୍ୟୁଜ୍‌) ଯୁବ ବିଜେଡି 11.4.2020 : – ଯୁବ ବିଜେଡିର ପ୍ରତ୍ୟେକ କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ସାମାଜିକ ଦାୟିତ୍ୱ ଭାବେ ଗ୍ରହଣ କରନ୍ତୁ ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓଡିଶାର ସମସ୍ତ ଜନସାଧାରଣଙ୍କୁ ଧର୍ଯ୍ୟ ଓ ଶୃଙ୍ଖଳା ସହ ମହାମାରୀ କରୋନା ବିପିକୁ ମୁକାବିଲା କରୁଥିବାରୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ମହାମାରୀ ସମଗ୍ର ବିଶ୍ୱରେ ଏକ ଭୟାବହ ଦୁର୍ବିପାକର ରୂପ ନେଇ ସମଗ୍ର ମାନବ ସମାଜ ଉପରେ ନିଜର ଦୁର୍ବାର ପ୍ରହାର କରି ଚାଲିଛି । ଏପରି ଘଡିସନ୍ଧି ମୁର୍ହୂରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଯୁଦ୍ଧରେ ସାରା ଦେଶ ପାଇଁ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ସ୍ୱରୂପ ସର୍ବପ୍ରଥମେ ଲକ୍ଡାଉନ୍ ନିଷ୍ପତି ନେଇଥିଲେ, ଏଥି ସହ ମୋ ଜୀବନ କାର୍ଯକ୍ରମ ଜାରୀକରି ସଚେତନା ମାଧ୍ୟମରେ ସମସ୍ତଙ୍କୁ ଶପଥ କରାଇଥିଲେ, ଯୁଦ୍ଧକାଳିନ ଭିିରେ ରାଜ୍ୟରେ ଦେଶର ପ୍ରଥମ କୋଭିଡ୍-୧୯ ସ୍ୱତନ୍ତ୍ର ହସ୍ପିଟାଲ୍ ପ୍ରସ୍ତୁତ କରି ସମଗ୍ର ବିଶ୍ୱରେ ଉଦାହାରଣ ସୃଷ୍ଟି କରିଛନ୍ତି । ରାଜ୍ୟବାହାରେ ଫସି ରହିଥିବା ଓଡିଆ ଭାଇମାନେ କିପରି ସେଠାରେ ଅସୁବିଧାରେ ନରହିବେ ସେଥିପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି ଓ ଆମରାଜ୍ୟରେ ରହିଥିବା ଅନ୍ୟରାଜ୍ୟର ସମସ୍ତ ଅସହାୟ ଲୋକମାନଙ୍କୁ ଅତିଥିଭାବେ ଗ୍ରହଣ କରି ସେମାନଙ୍କର ସମସ୍ତ ଦାୟିତ୍ୱ ମଧ୍ୟ ନେଉଛନ୍ତି, କେବଳ ଏତିକି ନୁହେଁ ପ୍ରତିଦିନ ସ୍ଥିତିର ସମୀକ୍ଷାକରି ଏହାର ମୁକାବିଲା ପାଇଁ ଅହରହ ଉଦ୍ୟମ ମଧ୍ୟ ଜାରି ରଖିଛନ୍ତି । ଓଡିଶାର ସାଢେ ୪କୋଟି ଲୋକଙ୍କୁ ସେ ସର୍ବଦା ନିଜର ପରିବାର ରୂପେ ଗ୍ରହଣ କରିଆସିଛନ୍ତି ତେଣୁକରି ସମସ୍ତ ଦଳୀୟ କର୍ମୀ, ନେତା ତଥା ନିର୍ବାଚିତ ପ୍ରତିନିଧି ମାନଙ୍କୁ ସେ ଅନୁରୋଧ ରଖିଛନ୍ତି କି ସମସ୍ତେ ନିଜ ନିଜ ଅଞ୍ଚଳର ଦାୟିତ୍ୱ ନିଜେ ନିଅନ୍ତୁ ଯେପରି ନିଜ ଅଳରେ କୌଣସି ବ୍ୟକ୍ତିଙ୍କୁ ଭୋକିଲା ରହିବାକୁ ଦେବେ ନାହିଁ । ପ୍ରତି ଭୋକିଲା ବ୍ୟକ୍ତିଙ୍କୁ ନିଜ ପରିବାରର ସଦସ୍ୟ ଭାବେ ବିବେଚନା କରି ଏଭଳି ଦୁଖଃଦ ସମୟରେ ଭିନ୍ନକ୍ଷମ, ବୃଦ୍ଧ, ବୃଦ୍ଧା ଓ ଅସହାୟ ଲୋକଙ୍କ ପାଖରେ ଛିଡାହୋଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରନ୍ତୁ । ଏଥିସହିତ ରକ୍ତ ଆବଶ୍ୟକ କରୁଥିବା ରୋଗୀ ବିଶେଷ ଭାବେ ଥାଲେସେମିଆ ରୋଗୀମାନଙ୍କ ଯେପରି ଅସୁବିଧା ନହୁଏ ସେଥିପାଇଁ ଆବଶ୍ୟକ ସ୍ଥଳେ ନିକଟସ୍ଥ ରକ୍ତଭଣ୍ଡାରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତଦାନ କରନ୍ତୁ । ଏହାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରନ୍ତୁ କିନ୍ତୁ ନିଜପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା ସହିତ, ଯେପରି ବାହାରକୁ ବାହାରିଲା ବେଳେ ମାସ୍କ ବ୍ୟବହାର କରନ୍ତୁ, ସଂଘରୋଧ ପ୍ରତି ଧ୍ୟାନ ଦିଅନ୍ତୁ, ସାମାଜିକ ଦୂରତ୍ୱ ବଜାୟ ରଖନ୍ତୁ ଓ ଘରକୁ ଫେରିଲେ ସାବୁନ୍ରେ ଭଲ ଭାବରେ କୋଡିଏ ସେକେଣ୍ଡ ପର୍ଯ୍ୟନ୍ତ ହାତଧୁଅନ୍ତୁ । ଏହି ପରିପ୍ରେକ୍ଷୀରେ ମୁଁ ବିଶେଷ ଭାବେ ଯୁବଜନତାର ସମସ୍ତ ରାଜ୍ୟକର୍ମର୍କା, ଜିଲ୍ଲା ସଭାପତି, ନିର୍ବାଚନ ମଣ୍ଡଳୀ, ବ୍ଲକ ଏବଂ ପଂଚାୟତ ସଭାପତିଙ୍କ ସହ କମିଟିର କର୍ମର୍କା ତଥା ଯୁବକର୍ମୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ନିବେଦନକୁ ଏକ ସାମାଜିକ ଆହ୍ୱାନ ଭାବେ ଗ୍ରହଣ କରିବାକୁ ଅନୁରୋଧ ଜଣାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version