• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈଦ୍ୟେଶ୍ୱର ଗୋପୀନାଥପୁର ସେତୁକୁ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ନାମରେ ନାମିତ କରିବାକୁ ବାଙ୍କୀ ବିଜେପି ପକ୍ଷରୁ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
August 5, 2021
in ଓଡ଼ିଶା, କଟକ, ଦେଶ, ହୋମ୍
0
ବୈଦ୍ୟେଶ୍ୱର ଗୋପୀନାଥପୁର ସେତୁକୁ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ନାମରେ ନାମିତ କରିବାକୁ ବାଙ୍କୀ ବିଜେପି ପକ୍ଷରୁ ଦାବୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ଅଗଷ୍ଟ ଗୁରୁବାର) ବାଙ୍କୀ :-ବାଙ୍କୀ ନିର୍ବାଚନି ମଣ୍ଡଳୀ ବୈଦ୍ୟେଶ୍ୱର -ବଡମ୍ବା ନିର୍ବାଚନି ମଣ୍ଡଳୀକୁ ସଂଯୋଗ କରୁଥିବା ସେତୁକୁ ବିଦ୍ୟାରତ୍ନ ଙ୍କ ନାମରେ ନାମିତ କରିବାକୁ ବାଙ୍କୀ ବିଜେପି ବିଧାୟକ ପାର୍ଥି ତଥା ବିଜେପି ରାଷ୍ଟ୍ରୀୟ କୃଷକମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଶୁଭ୍ରାଂଶୁ ମୋହନ ପାଢ଼ୀ ଦାବି କରିଛନ୍ତି । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପ୍ରମୁଖ ସଂଗ୍ରାମୀ ଦେଶପ୍ରେମୀ ଜନନାୟକ ସତ୍ୟନିଷ୍ଠ ସମ୍ବାଦପତ୍ର ସଂପାଦକ ,ଲେଖକ ସର୍ବପରି ଓଡ଼ିଶା ଜନନୀଙ୍କ ମହାନବରପୁତ୍ର ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ସହିତ ବାଙ୍କୀର ବୈଦ୍ୟେଶ୍ୱର ଜନ୍ମଭୂମି, ବଡମ୍ବାର ଗୋପୀନାଥପୁର ପ୍ରଥମ କର୍ମଭୂମି ଓ ସିଂହନାଥ ପୀଠ ପଣ୍ଡିତଜିଙ୍କର ସମ୍ମାନ ଭୂମି ନିବିଡ ସଂପର୍କ ଥିବାରୁ ଦୀର୍ଘତମ ମହାନଦୀ ସେତୁଟିର ନାମ ବିଦ୍ୟାରତ୍ନ ସେତୁ ରଖାଯିବା ସଂପୁର୍ଣ୍ଣ ଯଥାର୍ଥ ବୋଲି ଶ୍ରୀ ପାଢ଼ୀ କହିବା ସହିତ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଙ୍କୁ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

May 10, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

May 10, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version