• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫୫ନଂ ଜାତୀୟ ରାଜପଥ ଆନନ୍ଦନଗର ଛକରେ ସଡ଼କ ଦୁର୍ଘଟଣା : ଟ୍ରକ ଧକ୍କାରେ ସ୍କୁଟି ଚାଳକ ଗୁରୁତର – ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
August 8, 2021
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
୫୫ନଂ ଜାତୀୟ ରାଜପଥ ଆନନ୍ଦନଗର ଛକରେ ସଡ଼କ ଦୁର୍ଘଟଣା : ଟ୍ରକ ଧକ୍କାରେ ସ୍କୁଟି ଚାଳକ ଗୁରୁତର – ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୮ ଅଗଷ୍ଟ ରବିବାର ) ଢେଙ୍କାନାଳ :- ଜିଲ୍ଲା ୫୫ନଂ ଜାତୀୟ ରାଜପଥ ଆନନ୍ଦନଗର ଛକ ଠାରେ ସଡ଼କ ଦୁର୍ଘଟଣା । ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ସ୍କୁଟି ଚାଳକ ଗୁରୁତର । ଘଟଣାରୁ ପ୍ରକାଶ, କଟକ ଜିଲ୍ଲା ରାଜା ଆଠଗଡ଼ ଅନ୍ତର୍ଗତ ଖୁଣ୍ଟୁଣୀ ଅଂଚଳର ଶରତ କୁମାର ମିଶ୍ର (୬୫) ନିଜର ସ୍କୁଟି (OD06-E-1689)କୁ ଧରି ଢେଙ୍କାନାଳ ଅଭିମୁଖେ ଆସୁଥିବା ବେଳେ ଦିବା ୧୨ଟା ସମୟରେ ୫୫ନଂ ଜାତୀୟ ରାଜପଥ ଆନନ୍ଦନଗର ଛକ ଠାରେ କଟକ ଆଡୁ ଆସୁଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କା ଦେଇଥିଲା ।

ଫଳରେ ସ୍କୁଟି ଚାଳକ ଜଣଙ୍କ ରାସ୍ତା ଉପରେ ଛିଟିକି ପଡ଼ିଥିଲେ ।  ତାଙ୍କର ଅଣ୍ଟା ହାଡ଼ ଭାଙ୍ଗି ଯାଇଥିବା ବେଳେ ଡାହାଣ ପଟ ଗୋଡ଼ ପାଦରେ ଗଭୀର ଆଘାତ ଲାଗିଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ସେବାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡ଼ାକ୍ତରଖାନାକୁ ପଠାଇ ଦିଆଯାଇଛି ।

ଖବରପାଇ ଘଟଣା ସ୍ଥଳରେ ଟାଉନ୍ ପୋଲିସ୍ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକଟିକୁ ଅଟକ ରଖିଛି । ତେବେ ଏ ଘଟଣାକୁ ନେଇ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ସ୍କୁଟି ଚାଳକଙ୍କ ଝିଅ ରାମେଶ୍ଵରପୁର ଅଂଚଳର ଦମୟନ୍ତୀ ଦେବତା (୩୦) ।  ଅଭିଯୋଗ ଅନୁଯାୟୀ ପୋଲିସ ଟାଉନ୍ ଥାନାରେ ୩୧୭/୨୧ ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି । (ରିପୋର୍ଟ୍, ଅମର ରଞ୍ଜନ ଦାସ), ଢେଙ୍କାନାଳ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version