• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଟକରୁ ଏକ କେଜି ୧୫୯ ଗ୍ରାମ ବ୍ରାଉନସୁଗାର ଜବତ – ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ

Proprietor Abhimanyu Maharana by Proprietor Abhimanyu Maharana
August 9, 2021
in ଅପରାଧ, ଓଡ଼ିଶା, କଟକ, ମହାନଗର, ହୋମ୍
0
କଟକରୁ ଏକ କେଜି ୧୫୯ ଗ୍ରାମ ବ୍ରାଉନସୁଗାର ଜବତ – ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ସୋମବାର) କଟକ :- ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି । କଟକରୁ ଏକ କେଜି ୧୫୯ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏହି ଘଟଣାରେ ୬ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଯୋଗ୍ୟ, କୌଣସି ବିଶେଷ ସୂତ୍ରରୁ ଖବର ପାଇ ରବିବାର ଅପରାହ୍ନରେ କଟକ ଲାଲବାଗ ଥାନା ପୁଲିସ ଓ ସ୍ପେଶାଲ ସ୍କ୍ୱାଡର ଏକ ମିଳିତ ଦଳ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଛି ।

ଗିରଫ ହୋଇଥିବା ଅଭିଯୁକ୍ତଙ୍କ ନାଁରେ ଅନ୍ୟାନ୍ୟ ମାମଲା ମଧ୍ୟ ରହିଛି । ଅଭିଯୁକ୍ତମାନେ ଜବତ ବ୍ରାଉନସୁଗାରକୁ ଜଗତସିଂହପୁର ଓ ପୁରୀ ଭଳି ଅନ୍ୟ କେତେକ ସ୍ଥାନକୁ ପଠାଇଥାଆନ୍ତେ । ଏହାସହ ସେମାନେ ଜଳେଶ୍ୱରରୁ ବ୍ରାଉନସୁଗାର ଆଣି କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀ ଆଦି ଅଞ୍ଚଳକୁ ପଠାଇଥାଆନ୍ତି । ଏହି ଘଟଣାରେ ଅଧିକ ତଦନ୍ତ କରାଯିବ ବୋଲି ମଧ୍ୟ ପୁଲିସ କମିଶନର କହିଛନ୍ତି ।

ଏତେ ପରିମାଣରେ ବ୍ରାଉନସୁଗାର ଜବତ ହେବା ଏକ ବଡ ସଫଳତା ବୋଲି ମଧ୍ୟ କହିଛନ୍ତି । ଗତ ୫ ମାସ ମଧ୍ୟରେ ୪ କେଜି ୨୮୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଟ୍ୱିନ ସିଟିରୁ ପ୍ରାୟ ୬ କେଜି ୩୦୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି । କଟକ ଓ ଭୁବନେଶ୍ୱରକୁ ବ୍ରାଉନସୁଗାର ମୁକ୍ତ କରିବା ପାଇଁ କମିଶନରରେଟ ପୁଲିସର ଏଭଳି ଅଭିଯାନ ଜାରି ରହିବ ବୋଲି ମଧ୍ୟ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

May 10, 2026
ଅପରେସନ ସିନ୍ଦୂର ପ୍ରଥମ ବାର୍ଷିକ ପାଳିତ।

ଅପରେସନ ସିନ୍ଦୂର ପ୍ରଥମ ବାର୍ଷିକ ପାଳିତ।

May 10, 2026
Malabar Gold & Diamonds unveils its Bridal Show Campaign at its Bhubaneswar Showroom

Malabar Gold & Diamonds unveils its Bridal Show Campaign at its Bhubaneswar Showroom

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

ଶ୍ରୀମନ୍ଦିର ରେ ଚତୃର୍ଦ୍ଧାମୂର୍ତ୍ତି ଙ୍କ ଦର୍ଶନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version