• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦସ୍ଥ ମଣିନାଗ ମନ୍ଦିର ପ୍ରାଙ୍ଗଣରେ ଏକ ବିଜୁ ଜନତା ଦଳର – କର୍ମକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
August 11, 2021
in ଓଡ଼ିଶା, ରାଜନୀତି, ହୋମ୍
0
ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦସ୍ଥ ମଣିନାଗ ମନ୍ଦିର ପ୍ରାଙ୍ଗଣରେ ଏକ ବିଜୁ ଜନତା ଦଳର – କର୍ମକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଛି
Share on FacebookShare on TwitterWhatsapp

ରଣପୁର ଓ ଚାନ୍ଦପୁର ଜୋନର ଜିଲ୍ଲାପରିଷଦ କାହିଁକି ଦେଲେନି ଯୋଗ …?

1. ରଣପୁର ନିର୍ବାଚନ ମଣ୍ଡଳୀ ରେ ଛଅ ଟି ଜିଲ୍ଲାପରିଷଦ ଜୋନ ରୁ ଦୁଇଟି ବିଜେଡି ଦଳର ଜିଲ୍ଲାପରିଷଦ ବିଜେଡି ର କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ନଦେବା ଏକ ଚର୍ଚ୍ଚା ଏବଂ ନିନ୍ଦାର ବିଷୟ ।

ଦଳ ଭୁଲିଗଲା ବିଜେଡି ର ପୂର୍ବତନ ବିଧାୟକ ଙ୍କୁ …?

2. କାର୍ଯ୍ୟକର୍ତ୍ତା ବୈଠକରେ ପୂର୍ବତନ ବିଧାୟକ ଙ୍କୁ ନ ଡାକିବା ଦଳ ପାଇଁ ଏକ ଲଜ୍ୟାକର ପରିସ୍ଥିତି ବୋଲି ରଣପୁର ରାଜନୈତିକ ମହଲ ରେ ଜୋର ଧରିଛି …

ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ମଙ୍ଗଳବାର ) ରଣପୁର ରିପୋର୍ଟ ,ଅଭିମନ୍ୟୁ :- ଆଜି ୧୦ ଅଗଷ୍ଟ ମଙ୍ଗଳବାର ସକାଳ ୧୧ ଟାରେ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦସ୍ଥ ମଣିନାଗ ମନ୍ଦିର ପ୍ରାଙ୍ଗଣରେ ଏକ ବିଜୁ ଜନତା ଦଳର କର୍ମକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଛି । ଆଗାମୀ ନିର୍ବାଚନ ପାଇଁ ରଣପୁର ନିର୍ବାଚନ ମଣ୍ଡଳୀ ର ସମସ୍ତ ବିଜେଡି କର୍ମକର୍ତ୍ତା ଙ୍କୁ ନେଇ ଚାଲିଛି ସଜବାଜ । କର୍ମକର୍ତ୍ତା ମାନଙ୍କ ବୈଠକରେ ବିଜୁ ଜନତା ଦଳର ନିର୍ବାଚନ ମଣ୍ଡଳୀ ସ୍ଥ ଏକ ଶତ କର୍ମୀ ଙ୍କ ସହ ସତ୍ୟ ନାରାୟଣ ପ୍ରଧାନ ଙ୍କ ନେତୃତ୍ୱରେ ଜିଲ୍ଲା ସଭାପତି ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ଉପସ୍ଥିତି ରେ

ଏବଂ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ଙ୍କ ବର୍ତ୍ତମାନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ସେଥିରେ ରଣପୁର ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତା ମାନେ ସେମାନଙ୍କ ର ଆବଶ୍ୟକୀୟ ବିଚାର ରଖିଛନ୍ତି । ରଣପୁର ବ୍ଲକ ସଭାପତି ପାଣ୍ଡବ ସେଠି ସଭାପତିତ୍ୱ କରିଥିବା ବେଳେ ସମସ୍ତ ମହିଳା , ଛାତ୍ର , ଯୁବ ସଭାପତି ଙ୍କ ସହ ପୁର୍ବତନ ଅଧକ୍ଷ ଦେବାଶିଷ ପଟ୍ଟନାୟକ ,ସଚୀ କାନ୍ତ ଷଡ଼ଙ୍ଗୀ,କିଶୋର ଚନ୍ଦ୍ର ପଟ୍ଟନାୟକ,ସ୍ୱର୍ଣ୍ଣ ପ୍ରକାଶ ରାଉତରାୟ,ନର୍ମଦା ରାୟ

ସ୍ୱରାଜ ମହାନ୍ତି ତତ୍ ସହିତ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ବରିଷ୍ଠ ନେତା ତଥା ଆଇନଜୀବୀ ସୁରେଶ ଚନ୍ଦ୍ର ମିଶ୍ର ଙ୍କ ସହ କନ୍ଧନୟାଗଡ଼ ର ପୂର୍ବତନ ସମିତିସଭ୍ୟ ମନୋଜ ଦାସ , ପ୍ରିୟବ୍ରତ ପ୍ରହରାଜ,ପ୍ରଭାତ ଦଳବେହେରା ଏବଂ ତତ ସଂଲଗ୍ନ ସମସ୍ତ କାର୍ଯ୍ୟକର୍ତ୍ତା ସାଙ୍ଗଠନିକ ସ୍ତରରେ କେଉଁ ଭଳି ଭାବରେ ବିନ୍ୟାର୍ଥ ହେବ ସେ ବିଷୟରେ ବିଶେଷ ଭାବେ ଆଲୋଚନା କରିଥିଲେ । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମାର୍ଗ ଦର୍ଶକ ଦେଇଥିବା ବେଳେ ସ୍ଥାନୀୟ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଏହା ଉପରେ ବକ୍ତବ୍ୟ ରଖିଥିଲେ ।

ତାଙ୍କ ବକ୍ତବ୍ୟ ରେ ଓଡ଼ଗାଁ ବ୍ଲକର ୧୮ ଟି ପଞ୍ଚାୟତକୁ କିଭଳି ଭାବେ ପାତର ଅନ୍ତର କରାଯାଉଛି ସେ ସମ୍ପର୍କରେ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ କି ଉପଭୋକ୍ତା ଓ ଖାଦ୍ୟ ସୁରକ୍ଷା କାର୍ଡ ର ବ୍ୟବସ୍ଥା କଲେ ପଞ୍ଚାମରଟି ପଞ୍ଚାୟତ ରେ କୌଣସି ଅସୁବିଧା ହେବନାହିଁ ବୋଲି ପ୍ରକାଶ କରିଥିଲେ । ପରେ ମନ୍ତ୍ରୀ ପଦ୍ମନାଭ ବେହେରା ଭୁବନେଶ୍ୱର ଫେରି ଦଳୀୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଆଗରେ ପ୍ରକାଶ କରିବା ପାଇଁ ପ୍ରତିକ୍ରିୟା ରଖିଥିଲେ

ଏହି ବକ୍ତବ୍ୟ ରେ ସମସ୍ତ କାର୍ଯ୍ୟକର୍ତା ଓ ବିଧାୟକ ସତ୍ୟ ନାରାୟଣ କରତାଳି ଯୋଗେ ସ୍ୱାଗତ କରିଥିଲେ । ଆଜିର ଏହି ବୈଠକରେ ଏକ ଶତ କର୍ମୀ ଙ୍କୁ ନେଇ ସାଙ୍ଗଠନିକ ସ୍ତରରେ ପୁନଃବିର୍ଣ୍ଣାସ୍ୟ ୱାର୍ଡ ରୁ ଜିଲ୍ଲାପରିଷଦ ଆରମ୍ଭ କରି ନିର୍ବାଚନ ମଣ୍ଡଳୀ ପର୍ଯ୍ୟନ୍ତ ଏକ ସ୍ଥିରୀକୃତ ସଙ୍ଗଠନ ହୋଇଥିଲା । ଏବଂ ଶେଷରେ ରଣପୁର ଅଧକ୍ଷା ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ହୋଇଥିଲା ।

ବିଜେଡି କର୍ମୀ ଙ୍କ ର ଘର ବାହୁଡା

ବିଜେପି ର ୧୫ ବର୍ଷ ର କର୍ମୀ ବିଜେପି ଦଳ ନେତ୍ରୀ ଙ୍କ ଉପରେ ଅସନ୍ତୋଷ ହୋଇ ଆଜି ବିଜେଡି ଦଳ ରେ ମିଶିଛନ୍ତି । ସୀମା ନାୟକ ଓ କୈଳାସ ପ୍ରଧାନ ଏହି ବୈଠକରେ ଯୋଗ ଦେଇ ବିଜେଡି ଦଳ ସହିତ ରହିବା ସହ ସମସ୍ତ ବିଜେଡି କାର୍ଯ୍ୟ ରେ ନିୟୋଜିତ ରହିବେ ବୋଲି ସଂକଳ୍ପ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version