No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୧ ଅଗଷ୍ଟ, ବୁଧବାର ) ଭୁବନେଶ୍ୱର :- ମେଷ: ଦୁଃଖ, ଯାତନା ସହ ମାନସିକ ଉଦ୍ବେଗ ଦେଖାଦେଇପାରେ। ଦୀନତା, ରୋଗ, ଶୋକ, ଘେରିଧରିବ। ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ। ଇଷ୍ଟ ମନନଶୀଳ ରହନ୍ତୁ, ସବୁ ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଦିବା ୦୩:୨୩ ଗତେ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ।
No Result
View All Result