• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବାଙ୍କୀରେ ଅବକାରୀ ବଭାଗ ପକ୍ଷରୁ ବଡ଼ ଧରଣର ଚଢ଼ାଉ : ୧୦୪୦ଲିଟର ଚୋରା ଦେଶୀମଦ ଜବତ – ୨ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
August 12, 2021
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ବାଙ୍କୀରେ ଅବକାରୀ ବଭାଗ ପକ୍ଷରୁ ବଡ଼ ଧରଣର ଚଢ଼ାଉ : ୧୦୪୦ଲିଟର ଚୋରା ଦେଶୀମଦ ଜବତ – ୨ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଗୁରବାର) ବାଙ୍କୀ :- ରାଜ୍ୟ ଅବକାରୀ ବିଭାଗ ଡେପୁଟି କମିଶନର ତଥା କଟକ ଜିଲ୍ଲା ଭାରପ୍ରାପ୍ତ ଅଧିକାରୀ ଅଧିକ୍ଷକ ରଜତ କୁମାର ପ୍ରହରାଜଙ୍କ ନିର୍ଦ୍ଦେଶ କ୍ରମେ ଆଜି ସକାଳୁ ବାଙ୍କୀ କଟକ ରାସ୍ତା ଜାତମୁଣ୍ଡିଆ ଗୋଲେଇ ଛକ ଠାରେ ଆଠଗଡ଼ ଆଡୁ ଜାତମୁଣ୍ଡିଆ ଛକ ଦେଇ ଖୋର୍ଦ୍ଧା ଯାଉଥିବା ମହିନ୍ଦ୍ରା ଭ୍ୟାନ (ନଂ ଓଡି-୦୬-ଜେ୭୬୬୧) ଗାଡ଼ିକୁ କଟକ ଜିଲ୍ଲା ଅବକାରୀ ବିଭାଗ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ସହିତ , କଟକ ,ବାଙ୍କୀ, ଆଠଗଡ଼ ଅବକାରୀ ବିଭାଗର କର୍ମଚାରୀମାନେ  ଡେପୁଟି ସୁପରିଟେଣ୍ଡେଣ୍ଟ୍ ଜଗଦିଶ୍ ସାମଲଙ୍କ ନେତୃତ୍ୱରେ ଗାଡିକୁ ଅଟକାଇଥିଲେ । ଗାଡିରେ ବାଙ୍କୀ ବ୍ଲକ ମାଳବିହାରପୁରର ହୃଷିକେଷ ସ୍ୱାଇଁ (ବାପୁନି) ୧୦୪୦ଲିଟର ଚୋରା ଦେଶୀ ମଦ ନେଇ ଯାଉଥିଲେ । 

ଅବକାରୀ ବିଭାଗ କର୍ମଚାରୀମାନେ ଗାଡିକୁ ଅଟକାଇ ମଦକୁ ଜବତ କରିବା ସହ  ଡ୍ରାଇଭର ପିଣ୍ଟୁସେଠୀ ଓ ହୃଷିକେଷ ସ୍ୱାଇଁଙ୍କୁ ଗିରଫ୍ କରିଥିଲେ । ଗାଡି ଓ ମଦକୁ ବାଙ୍କୀ ଅବକାରୀ କାର୍ଯ୍ୟାଳୟକୁ ଅଣାଯାଇଥିଲା । ଅଭିଯୁକ୍ତ ୨ଜଣଙ୍କର କରୋନା ସ୍ୱାବ୍ ସଂଗ୍ରହ କରାଯାଇ ବାଙ୍କୀ କୋର୍ଟକୁ ଚାଲାଣ କରାଯାଇଛି । ଏହି କାର୍ଯ୍ୟରେ ରାଜ୍ୟ ଅବକାରୀ ବିଭାଗର ଫ୍ଲାଇଙ୍ଗ୍  ସ୍କ୍ୱାଡ୍ ଇନିସ୍ପେକ୍ଟର ଉମାକାନ୍ତ ସ୍ୱାଇଁ , ଏସ୍‌.ଆଇ. ସଚିନ୍ ବେହେରା, କଟକ ଜିଲ୍ଲା ମୋବାଇଲ୍ ଇନିସ୍ପେକ୍ଟର ସଂଜିତ୍ ବାଲା ଓ ବାଙ୍କୀ ଅବକାରୀ ଅଧିକାରୀ ତେଲେସ୍ଫର ଲାକ୍ରା , ଏସ୍‌.ଆଇ. ଦୀପକ ସାମଲ ଓ ଆଠଗଡ଼ ବାଙ୍କୀର ଅବକାରୀ କର୍ମଚାରୀମାନେ ଏହି ଚଢ଼ଉରେ ସାମିଲ୍ ହୋଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version