No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଗୁରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମୀ ଗ୍ରାମର ଆରାଧ୍ୟ ଠାକୁରାଣୀ ମା ଡୁକୁ ଡୁଲୁ ଙ୍କ ପୀଠରେ ଗିରିପୂଜା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଦଶପଲ୍ଲା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଉପେନ୍ଦ୍ର ସାହୁ,
ବରିଷ୍ଠ ବିଜେଡ଼ି ସଂଗଠକ ତଥା ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ କୁମାର ଦଳ ବେହେରା, ଯୁବ ସଂଗଠକ ସଞ୍ଜୟ କୁମାର ସାହୁ,ପୂର୍ବତନ ସମିତି ସଭ୍ୟ ସୁବ୍ରତ କୁମାର ମିଶ୍ର, ବ୍ଲକ୍ ବିଜେଡ଼ି ଯୁବ ସଭାପତି ଶୁଭ୍ରାଂଶୁ ଶେଖର ସେନାପତି,ପଞ୍ଚାୟତ ବିଜେଡ଼ି ସଭାପତି ପ୍ରମୁଖ ଯୋଗଦେଇଥିଲେ। ବର୍ଷା ର ଆଗମନ ପାଇଁ ପ୍ରତିବର୍ଷ ପାହାଡ଼ ଉପରେ ଅବସ୍ଥିତ ମା ଙ୍କ ପୀଠରେ ଗୀରିପୂଜା ପାଳନ କରାଯାଏ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )
No Result
View All Result