No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଗୁରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସ୍ବଚ୍ଛତା ପକ୍ଷ ପାଳନ କରାଯାଇଛି।ଶିକ୍ଷା ଅଧ୍ୟାପକ ଜୟକୃଷ୍ଣ ସାହୁ ଏବଂ ଇଂରାଜୀ ଅଧ୍ୟାପକ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ସ୍ବଚ୍ଛତା ପକ୍ଷ କାର୍ଯ୍ୟକ୍ରମ କୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଉଦଘାଟନ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ ଏନ୍ ଏସ ଏସ ର ଛାତ୍ର ଛାତ୍ରୀ ଅଂଶଗ୍ରହଣ କରି ନିଜେ ଓ କିପରି ପରିବେଶ କୁ ସ୍ୱଚ୍ଛତା ରଖାଯିବ ସେ ଉପରେ ବଜାର ,ଗ୍ରାମ ପରିକ୍ରମା କରି ଲୋକମାନଙ୍କୁ ସଚେତନ କରିଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )
No Result
View All Result