• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୫ ତମ ସ୍ବାଧୀନତା ଦିବସର ଆଜାଦି କା ଅମୃତ ମହୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
August 13, 2021
in ଓଡ଼ିଶା, ବରଗଡ଼, ହୋମ୍
0
୭୫ ତମ ସ୍ବାଧୀନତା ଦିବସର ଆଜାଦି କା ଅମୃତ ମହୋତ୍ସବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଗୁରବାର ) ବରଗଡ଼ :- ୭୫ ତମ ସ୍ବାଧୀନତା ଦିବସ ର ଆଜାଦି କା ଅମୃତ ମହୋତ୍ସବ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାର ପାଳିତ ହୋଇଯାଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ବରଗଡ଼ ଏବଂ ପଦ୍ମପୁର ଉପଖଣ୍ଡ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଉଦଘାଟନ କରିଥିଲେ । ଏଥିରେ ଜିଲ୍ଲା ରେ ନିର୍ମିତ ହେଇଥିବା ଓ ନିର୍ମାଣ ଦିନ ଥିବା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ର ସଫଳ ରୂପାୟନ ସଂପର୍କରେ ଆଲୋଚନା ହେବା ସହ ଗ୍ରାମାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ,ସାମାଜିକ କାର୍ଯ୍ୟ ଧାରା ଉପରେ ଉପସ୍ଥିତ ବକ୍ତା ମାନେ ମତପ୍ରକାଶ କରିଥିଲେ ।

ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଲୋକ ସଭା ସଦସ୍ୟ ଙ୍କ ପ୍ରତିନିଧି ସୁରେଶ୍ଵର ଶତପଥୀ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ ପ୍ରମୁଖ ମଞ୍ଚାସୀନ ଥିଲେ । ଗ୍ରାମ୍ୟ ଉନ୍ନୟନ ବିଭାଗ ବରଗଡ଼ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର ମିଶ୍ର ଏବଂ ପଦ୍ମପୁର ନିର୍ବାହୀ ଯନ୍ତ୍ରୀ ଶିବାଜୀ ପଧାନ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । (ସତ୍ୟ ନାରାୟଣ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

September 26, 2026
ସିଆଇଆଇ ଓଡ଼ିଶା ମେଟାଲ୍ସ ଆଣ୍ଡ ମାଇନିଂ କନକ୍ଲେଭ୍ ୨୦୨୬ : ଭବିଷ୍ୟତ ପାଇଁ ଖଣି ଓ ଧାତୁ ଶିଳ୍ପର ରୂପରେଖ ପ୍ରସ୍ତୁତ

ସିଆଇଆଇ ଓଡ଼ିଶା ମେଟାଲ୍ସ ଆଣ୍ଡ ମାଇନିଂ କନକ୍ଲେଭ୍ ୨୦୨୬ : ଭବିଷ୍ୟତ ପାଇଁ ଖଣି ଓ ଧାତୁ ଶିଳ୍ପର ରୂପରେଖ ପ୍ରସ୍ତୁତ

September 26, 2026
ଆସୋସିଏସନ୍ ଅଫ୍ ଇଣ୍ଡିଆନ୍ ମ୍ୟାନେଜମେଣ୍ଟ ସ୍କୁଲ୍ସ (AIMS) ଓଡ଼ିଶା ଚାପ୍ଟର ଏଆଇ, ଏକାଡେମିକ୍ସ ଓ ଗବେଷଣା ସହ ଏଣ୍ଟରପ୍ରାଇଜ୍ ରିସ୍କ ମ୍ୟାନେଜମେଣ୍ଟ ଉପରେ ଏକଦିନିଆ ଏଫ୍‌ଡିପି

ଆସୋସିଏସନ୍ ଅଫ୍ ଇଣ୍ଡିଆନ୍ ମ୍ୟାନେଜମେଣ୍ଟ ସ୍କୁଲ୍ସ (AIMS) ଓଡ଼ିଶା ଚାପ୍ଟର ଏଆଇ, ଏକାଡେମିକ୍ସ ଓ ଗବେଷଣା ସହ ଏଣ୍ଟରପ୍ରାଇଜ୍ ରିସ୍କ ମ୍ୟାନେଜମେଣ୍ଟ ଉପରେ ଏକଦିନିଆ ଏଫ୍‌ଡିପି

September 26, 2026
ଶ୍ୟାମା କାଳୀ ପୂଜା ପାଇଁ ଶୁଭ ମାଟି ଅନୁକୂଳ

ଶ୍ୟାମା କାଳୀ ପୂଜା ପାଇଁ ଶୁଭ ମାଟି ଅନୁକୂଳ

September 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

September 26, 2026
ସିଆଇଆଇ ଓଡ଼ିଶା ମେଟାଲ୍ସ ଆଣ୍ଡ ମାଇନିଂ କନକ୍ଲେଭ୍ ୨୦୨୬ : ଭବିଷ୍ୟତ ପାଇଁ ଖଣି ଓ ଧାତୁ ଶିଳ୍ପର ରୂପରେଖ ପ୍ରସ୍ତୁତ

ସିଆଇଆଇ ଓଡ଼ିଶା ମେଟାଲ୍ସ ଆଣ୍ଡ ମାଇନିଂ କନକ୍ଲେଭ୍ ୨୦୨୬ : ଭବିଷ୍ୟତ ପାଇଁ ଖଣି ଓ ଧାତୁ ଶିଳ୍ପର ରୂପରେଖ ପ୍ରସ୍ତୁତ

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version