ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ରବିବାର)ବାରିପଦା :-ଆଜି ବାରିପଦା ଠାରେ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ପଚାଂୟତିରାଜ , ପାନୀୟଜଳ , ଆଇନ , ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି