• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁନ୍ଦରଗଡ଼ରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ, ଜାତୀୟ ପତାକା ଉତ୍ତୋଳନ କଲେ – ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ

Proprietor Abhimanyu Maharana by Proprietor Abhimanyu Maharana
August 15, 2021
in ଓଡ଼ିଶା, ସୁନ୍ଦରଗଡ଼, ହୋମ୍
0
ସୁନ୍ଦରଗଡ଼ରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ, ଜାତୀୟ ପତାକା ଉତ୍ତୋଳନ କଲେ – ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ
Share on FacebookShare on TwitterWhatsapp

‘‘ହକି କେବଳ ଏକ କ୍ରୀଡ଼ା ନୁହେଁ, ବରଂ ଆଜି ପାଲଟିଛି ଜୀବନଧାରା’’  – ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ

ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ରବିବାର) ସୁନ୍ଦରଗଡ଼ :- ସୁନ୍ଦରଗଡ଼ ରିଜର୍ଭ ପୋଲିସ ପଡ଼ିଆଠାରେ ୭୫ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍ ସତର୍କତା ଭିତରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ତଥା ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଡକ୍ଟର ସାହୁ ଦେଶ ଓ ରାଜ୍ୟ ସହିତ ସୁନ୍ଦରଗଡ଼ ମାଟିର ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ କରିଥିଲେ।

‘‘ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ଆଜି ବିକାଶର ଏକ ନୂଆ ଉଚ୍ଚତାରେ ପହଞ୍ଚି ପାରିଛି। ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଅନ୍ୟ ରାଜ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ୫ଟି ମନ୍ତ୍ର ଶାସନ ବ୍ୟବସ୍ଥାରେ ଅଧିକ ସ୍ୱଚ୍ଛତା ଓ ଦକ୍ଷତା ଆଣିପାରିଛି। କୋଭିଡ୍ ମହାମାରୀର ପ୍ରଥମ ଓ ଦ୍ୱିତୀୟ ଲହର ବେଳେ ସଫଳ ମୁକାବିଲା କରି ଓଡ଼ିଶା ଆଜି ଦେଶ ଏବଂ ଦେଶ ବାହାରେ ପ୍ରଶଂସିତ ହୋଇପାରିଛି ’’, କହିଥିଲେ ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ।

ମନ୍ତ୍ରୀ ଡକ୍ଟର ସାହୁ ତାଙ୍କ ଅଭିଭାଷଣରେ ଆହୁରି କହିଥିଲେ ଯେ, ‘‘ସୁନ୍ଦରଗଡ଼ ଜିଲ୍ଲା ହେଉଛି ହକିର ଅନ୍ତୁଡ଼ିଶାଳ। ହକି ଆଜି କେବଳ ଏକ ଖେଳ ହୋଇ ରହିନାହିଁ, ବରଂ ଏହା ପାଲଟିଛି ଏକ ଜୀବନଧାରା। ସୁନ୍ଦରଗଡ଼ ମାଟି ଅନେକ ହକି ତାରକାଙ୍କୁ ସୃଷ୍ଟି କରିଛି। ଏହି ହକି ଖେଳାଳିଙ୍କ ପାଇଁ ଓଡ଼ିଶା ଆଜି ଅନ୍ତର୍ଜାତୀୟ ସ୍ତରରେ ସ୍ୱତନ୍ତ୍ର ପରିଚୟ ପାଇଛି। ନିକଟରେ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ହାସଲ କରି ସମଗ୍ର ଦେଶ ପାଇଁ ଗୌରବ ଆଣିଛି। ଏହି ଅବଦାନ ପଛରେ ସୁନ୍ଦରଗଡ଼ ମାଧିର ଖେଳାଳିମାନଙ୍କ ପ୍ରମୁଖ ଅବଦାନ ରହିଛି।’’

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତିକୁ ସାରା ଦେଶ ‘ଆଜାଦି କି ଅମୃତ’ ମହୋତ୍ସବ ଭାବେ ପାଳନ କରୁଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବାକୁ ସାର୍ବଜନୀନ କରିବାକୁ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ପ୍ରଚଳନ କରିଛନ୍ତି। ସେପ୍ଟେମ୍ବର ୧ ତାରିଖରୁ ଏହା ସମଗ୍ର ରାଜ୍ୟରେ ଲାଗୁ ହେବ। ଏହି ଯୋଜନାରେ ହିତାଧିକାରୀ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲ ସହିତ ଅନୁବନ୍ଧିତ ୧୮୩ଟି ଘରୋଇ ହସ୍ପିଟାଲ ଏବଂ ରାଜ୍ୟ ବାହାରର ୧୭ଟି ହସ୍ପିଟାଲରୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟସେବା ମାଗଣାରେ ପାଇପାରିବେ ବୋଲି ମନ୍ତ୍ରୀ କହିଥିଲେ। ମହିଳାମାନଙ୍କ ପାଇଁ ଏହି ସ୍ୱାସ୍ଥ୍ୟ ଯୋଜନାରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁବିଧା ରହିଛି।

ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମନ୍ତ୍ରୀ ଡକ୍ଟର ସାହୁ ସୁନ୍ଦରଗଡ଼ର ୧୧ ଜଣ କୋଭିଡ୍ ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ର, ଏସପି ସାଗରିକା ନାଥଙ୍କ ସମେତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ଉପଜିଲ୍ଲାପାଳ ଅଭିମନ୍ୟୁ ବେହେରା, ଜିଲ୍ଲା ସଂସ୍କୃତି ତଥା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅନିଲ କେରକେଟା ଏବଂ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version