No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ରବିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ତହସିଲ ପରିସରରେ ୭୫ ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି।ତହସିଲଦାର ପ୍ରଳୟା ନନ୍ଦ ଶତପଥୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ସ୍ଵାଧୀନତା ଦିବସ ପାଳନ ର ମହତ୍ତ୍ଵ ବର୍ଣ୍ଣନା କରିଥିଲେ।
ଜାତୀୟ ପତାକା ଉତ୍ତୋଳନ ସମୟରେ ତହସିଲ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଏବଂ ଓକିଲ ମାନେ ଉପସ୍ଥିତ ଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )
No Result
View All Result