• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରାଜ୍ୟରେ ବହୁ ଚର୍ଚ୍ଚିତ ଏ.ସି.ଏ.ଫ୍.ସୌମ୍ୟ ରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁ – ଆକ୍ସନମୋଡରେ କ୍ରାଇମବ୍ରାଞ୍ଚ ୬ଜଣଙ୍କୁ ଜେରା 

Proprietor Abhimanyu Maharana by Proprietor Abhimanyu Maharana
August 17, 2021
in ଅପରାଧ, ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ରାଜ୍ୟରେ ବହୁ ଚର୍ଚ୍ଚିତ ଏ.ସି.ଏ.ଫ୍.ସୌମ୍ୟ ରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁ – ଆକ୍ସନମୋଡରେ କ୍ରାଇମବ୍ରାଞ୍ଚ ୬ଜଣଙ୍କୁ ଜେରା 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅଗଷ୍ଟ ମଙ୍ଗଳବାର ) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁର ରହସ୍ୟ ଉନ୍ମୋଚନ ପାଇଁ କ୍ରାଇମବ୍ରାଞ୍ଚ ଟିମ୍ ଆକ୍ସନ ମୋଡ୍‌ରେ କାର୍ଯ୍ୟ ଚଳାଇଛନ୍ତି । ଆଜି ୬ଜଣଙ୍କୁ ଘନ ଘନ ଜେରା କରୁଛି ଟିମ୍ । ରୋଷେୟା ମନ୍ମଥ କୁମ୍ଭ, ୨ ଏସିଏଫ କେ.ଭି.ଭାଷ୍କର ରାଓ ଓ ଗୌରୀ ରଥ, ୨ ଜଣ ୱାଚ୍‌ମ୍ୟାନ୍ ଓ ଜଣେ ଗାର୍ଡଙ୍କୁ କ୍ରାଇମ୍‌ବ୍ରାଞ୍ଚ ଜେରା କରୁଛି । ପାରଳାଖେମୁଣ୍ଡି ଥାନାରେ ଥିବା ସ୍ୱତନ୍ତ୍ର କୋଠରୀରେ ଜେରା କରାଯିବା ପରେ ପୋଲିସ ଗେଷ୍ଟ ହାଉସକୁ ନିଆଯାଇଛି । ସେଠାରେ ଏକ କୋଠରୀରେ ପଚରାଉଚରା ଚାଲିଛି ।

ତଦନ୍ତ ପୁଣି ଆରମ୍ଭରୁ ହେଉଛି । କେମିତି ସୌମ୍ୟଙ୍କ ଦେହରେ ନିଆଁ ଲାଗିଲା ସେନେଇ ରହସ୍ୟ ଉନ୍ମଚନ କରିବାରେ ଲାଗିପଡିଛନ୍ତି । ଏପରିକି ବିଦ୍ୟାଭାରତୀଙ୍କ ମୟୁରଭଞ୍ଜ କପ୍ତିପଦାକୁ ଯାଇପାରେ ଏହି ଟିମ୍ ଏହାସହ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ପାଳି ପଡିବା ନେଇ ମଧ୍ୟ ଚର୍ଚ୍ଚା ହେଉଛି । ସୌମ୍ୟଙ୍କ ମୃତ୍ୟୁ ଦୁର୍ଘଟଣା, ଆତ୍ମହତ୍ୟା ନା ହତ୍ୟା ଏହାର ଖଳତାଡ ଜାରି ରଖିଛି । ସୂଚନା ଯୋଗ୍ୟ ଯେ, ଗତ ୧୪ ତାରିଖ ଦିନ କ୍ରାଇମବ୍ରାଞ୍ଚ ଡିଏସ୍‌ପି ଜ୍ଞାନ ରଞ୍ଜନ ମିଶ୍ରଙ୍କ ନେତୃତ୍ୱ ୩ଜଣିଆ କ୍ରାଇମ ବ୍ରାଞ୍ଚ ଟିମ୍ ସହ ରାଜ୍ୟ ଫରେନ୍ସିକ ଦଳ, ଫିଙ୍ଗର ପ୍ରିଣ୍ଟ ଏକ୍ସପର୍ଟ, ଫଟୋ ଗ୍ରାଫର ସମେତ ମୋଟ ୯ଜଣ ପହଞ୍ôଚ ମୃତ ଏସିଏଫଓଙ୍କ ସରକାରୀ ବାସଭବନ ଠାରେ ପହଞ୍ଚି ୨ଘଣ୍ଟା କାଳ ତନ୍ନ ତନ୍ନ ଯାଞ୍ଚ ଆରମ୍ଭ କରିଥିଲେ   (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version