• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୃଷି କାର୍ଯ୍ୟର ତଦାରଖ ପାଇଁ ୩୦ ଜିଲ୍ଲା ରେ ୩୦ ଜଣ ନୋଡାଲ ଅଧିକାରୀ ନିଯୁକ୍ତ – ମନ୍ତ୍ରୀ ଡ.ଅରୁଣ ସାହୁ

Proprietor Abhimanyu Maharana by Proprietor Abhimanyu Maharana
April 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କୃଷି କାର୍ଯ୍ୟର ତଦାରଖ ପାଇଁ ୩୦ ଜିଲ୍ଲା ରେ  ୩୦ ଜଣ ନୋଡାଲ ଅଧିକାରୀ ନିଯୁକ୍ତ – ମନ୍ତ୍ରୀ ଡ.ଅରୁଣ ସାହୁ
Share on FacebookShare on TwitterWhatsapp
  1. କୃଷି କାର୍ଯ୍ୟର ତଦାରଖ ପାଇଁ ୩୦ ଜିଲ୍ଲା ପାଇଁ ୩୦ ଜଣ ନୋଡାଲ ଅଧିକାରୀ ନିଯୁକ୍ତ କରାଯାଇଛି । ସମସ୍ତ ଚାଷୀମାଙ୍କୁ ସୋସିଆଲ ମେଡିଆ ହ୍ଵାଟ୍ସଆପ ମାଧ୍ୟମରେ ଯୋଡିବା ପାଇଁ ନିର୍ଦେଶ ଦିଆହୋଇଛି । ଯଥାଶୀଘ୍ର ୧୦ ଲକ୍ଷ ଚାଷୀମାନଙ୍କୁ ଏ ମାଧ୍ୟମରେ ଯୋଡ଼ାଯିବା ପାଇଁ ସମସ୍ତ କ୍ଷେତ୍ର ଅଧିକାରୀ ମାନଙ୍କ ଠାରୁ ବ୍ଲକ, ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦେଶ ଦିଆ ଯାଇଛି ।

ଭୁବନେଶ୍ୱର / ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) କୃଷି ଭବନ ଭୁବନେଶ୍ୱର , ବୁଧବାର ଏପ୍ରିଲ 15.4.2020 :- ଆଜି ଭୁବନେଶ୍ୱର କୃଷି ଭବନ ଠାରେ ଆୟୋଜିତ ସଭାରେ କୃଷି କାର୍ଯ୍ୟ କିପରି କରାଯିବ ସେଥି ନିମନ୍ତେ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ସମାଜିକ ଦୁରତାକୁ ମାନି କୃଷି କାର୍ଯ୍ୟ ଆରମ୍ଭ କରାଯାଇଛି ବୋଲି ମନ୍ତ୍ରୀ ଡ଼ ସାହୁ କହିଛନ୍ତି । ସମ୍ପ୍ରତି କରୋନା ଭୁତାଣୁ ସାରା ଦେଶରେ ସମେତ ରାଜ୍ୟରେ ଲକଡାଉନ ଜାରି କରାଯାଇ ଥିବାବେଳେ କୃଷି ଓ କୃଷି କାର୍ଯ୍ୟ ନିମନ୍ତେ ଲକ ଡାଉନ କଟକଣା କୋହଳ କରାଯାଇଛି ।

ସମ୍ପ୍ରତି ରାଜ୍ୟରେ ରବି ଫସଲ ଅମଳ ହେଉଥିବା ଏବଂ ଖରିଫ ଚାଷ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଜିଲ୍ଲା ଦାୟିତ୍ୱ ରେ ଥିବା ନୋଡାଲ ଅଧିକାରୀ ମାନେ ଅଧିକା କ୍ରିୟାଶୀଳ ହେବା ପାଇଁ ମନ୍ତ୍ରୀ ଡ଼ ସାହୁ କହିଛନ୍ତି । ନୋଡାଲ ଅଧିକାରୀ ମାନେ କ୍ଷେତ୍ର ଅଧିକାରୀ ମାନଙ୍କ ସହିତ ନିରନ୍ତର ସମ୍ପର୍କ ରଖିବେ, ଯେପରି କୃଷି କ୍ଷେତରେ ଉପୁଜୁଥିବା ସମସ୍ୟାର ସମାଧାନ ଦିଗ ରେ ସମୋଚିତ ପଦକ୍ଷେପ ନିଆଯାଇ ପାରିବ । ଏଥି ନିମନ୍ତେ ତଦାରଖ ବ୍ୟବସ୍ତା କୁ ଅଧିକ ଗତିଶୀଳ କରିବା ପାଇଁ ମନ୍ତ୍ରୀ ଡ଼ ସାହୁ କହିଛନ୍ତି ।

ନୋଡାଲ ଅଧିକାରୀମାନେ ପ୍ରତିଦିନ ଜିଲ୍ଲା କୃଷି ଅଧିକାରୀମାନଙ୍କ ସହ ଯୋଗାଯୋଗ କରି ତୃଣମୂଳ ସ୍ତରର ସମସ୍ୟାର ଖବର ସଂଗ୍ରହ କରି ସମାଧାନର ପନ୍ଥା ନିଋପଣ କରିବେ ଏବଂ ସନ୍ଧ୍ୟାରେ ହ୍ଵାଟସଅପ ମାଧ୍ୟମରେ ରିପୋର୍ଟ ଦେବେ । କୃଷି କାର୍ଯ୍ୟର ତଦାରଖ ପାଇଁ ୩୦ ଜିଲ୍ଲା ପାଇଁ ୩୦ ଜଣ ନୋଡାଲ ଅଧିକାରୀ ନିଯୁକ୍ତ କରାଯାଇଛି । ସମସ୍ତ ଚାଷୀମାଙ୍କୁ ସୋସିଆଲ ମେଡିଆ ହ୍ଵାଟ୍ସଆପ ମାଧ୍ୟମରେ ଯୋଡିବା ପାଇଁ ନିର୍ଦେଶ ଦିଆହୋଇଛି । ଯଥାଶୀଘ୍ର ୧୦ ଲକ୍ଷ ଚାଷୀମାନଙ୍କୁ ଏ ମାଧ୍ୟମରେ ଯୋଡ଼ାଯିବା ପାଇଁ ସମସ୍ତ କ୍ଷେତ୍ର ଅଧିକାରୀ ମାନଙ୍କ ଠାରୁ ବ୍ଲକ, ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦେଶ ଦିଆ ଯାଇଛି ବୋଲି ମନ୍ତ୍ରୀ ଡ଼ ସାହୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version