• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମିଶନ ଚାଟଶାଳୀରେ ପାଠ ପଢିବେ ୫ ଲକ୍ଷ ଶିଶୁ

Proprietor Abhimanyu Maharana by Proprietor Abhimanyu Maharana
August 19, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ମିଶନ ଚାଟଶାଳୀରେ ପାଠ ପଢିବେ ୫ ଲକ୍ଷ ଶିଶୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଗୁରୁବାର ) କଳାହାଣ୍ଡି :- କରୋନା ଯୋଗୁଁ ଶିକ୍ଷା ବ୍ୟବସ୍ଥା ବର୍ତ୍ତମାନ ବିପର୍ଯ୍ୟୟ ହୋଇ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଆତ୍ମଶକ୍ତି ଟ୍ରଷ୍ଟ ଇଣ୍ଡିଆ, ମହିଳା ଶ୍ରବଜୀବି ମଞ୍ଚ ଓଡ଼ିଶା, ଓଡ଼ିଶା ଶ୍ରମଜୀବି ମଞ୍ଚ ଓ କଳାହାଣ୍ଡିର ନାଗରିକ ବିକାଶ ସଂଗଠନ ଦ୍ଵାରା ଶିଶୁମାନଙ୍କୁ ପାଠ ପଢ଼ାଯାଉଛି । ଏଥର ମିଶନ ଚାଟଶାଳୀରେ ଅଧିକ ୫ ଲକ୍ଷ ଶିଶୁ ମାନଙ୍କୁ ପଢାଯିବ ବୋଲି ସଂଗଠନ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।

୨୦୨୧ ଫେବୃଆରୀ ମାସଠାରୁ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ ଓ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମରେ ମୋ ଚାଟଶାଳୀ କ୍ଲାସ ଖୋଲାଯାଇ ଗ୍ରାମରେ ଥିବା ସ୍ଵେଚ୍ଛାସେବୀ ମାନଙ୍କ ଦ୍ଵାରା ଶିକ୍ଷା ଶିକ୍ଷା ପ୍ରଦାନ କରାଯାଉଥିଲା । ଏଥିରେ ରାଜ୍ୟର ୧ ଲକ୍ଷ ଶିଶୁ ସାମିଲ ହୋଇଥିଲେ ।  ଏହି କାର୍ଯ୍ୟକ୍ରମକୁ ବ୍ୟାପକ ଭାବେ ଉପଲବ୍ଧ କରାଇ ୫ଲକ୍ଷ ଛାତ୍ର ଛାତ୍ରୀଙ୍କୁ ମିଶନ ଚାଟଶାଳୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରିବାର ଶୁଭାରମ୍ଭ କରାଯାଇଛି । ଏଥିରେ ନାଗରିକ ବିକାଶ ସଂଗଠନର ଝିଲୀ ବଗର୍ତ୍ତି, ଗୀତା ବିଶି, କୁମାରୀ ହରିଜନ, କୁମାରୀ ବଗର୍ତ୍ତି ଓ ମହାସଂଘର ମହିଳା ମାନେ ଯୋଗ ଦେଇଥିଲେ । (ରିପୋର୍ଟ ପ୍ରଦୀପ କୁମାର ଗଉଡ କଳାହାଣ୍ଡି ବ୍ୟୁରୋ ଚିଫ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version