• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ – ଦିଶା 

Proprietor Abhimanyu Maharana by Proprietor Abhimanyu Maharana
August 20, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ – ଦିଶା 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଗୁରୁବାର ) ନୟାଗଡ଼ :- ଆଜି ଦିବା ଘ.୧୧.୪୫ମି. ସମୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସୃଜନ ସମ୍ମଳନୀ କକ୍ଷରେ ମାନ୍ୟବର ସାଂସଦ କଟକ ଶ୍ରୀ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶ୍ରୀ ମହତାବ ସମସ୍ତ ସଦସ୍ୟଙ୍କୁ ସ୍ୱାଗତ ଜଣାଇ ବୈଠକର ଉଦ୍ଦେଶ୍ୟ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ସର୍ବପ୍ରଥମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ ଓ ସହରାଂଚଳ) ଉପରେ ଆଲୋଚନା କରାଯାଇଥିଲା । ଏହି ଯୋଜନା ଅନର୍ଗତ ନୟାଗଡ଼ ଜିଲ୍ଲା ୨୦୨୦-୨୧ ଆର୍ଥିକ ବର୍ଷରେ ସମଗ୍ର ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାରୁ ମାନ୍ୟବର ସାଂସଦ ଖୁସି ପ୍ରକଟ କରିଥିଲେ ।

ଏହା ସଙ୍ଗେ ସଙ୍ଗେ ଏହି ଯୋଜନାରେ ଯୋଗ୍ୟ ହିତାଧିକାରୀମାନେ କିପରି ଉପକୃତ ହୋଇପାରିବେ ସେଥି ପ୍ରତି ଦୃଷ୍ଟି ଦେବାପାଇଁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ । ଭୂମିହୀନ ହିତାଧିକାରୀମାନଙ୍କୁ ତୁରନ୍ତ ସରକାରୀ ଜାଗା ଯୋଗାଇ ଦେବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା କୋଭିଡ୍‌ ମହାମାରୀକୁ ନିୟନ୍ତ୍ରଣ କରାଯାଇ ପାରିଛି ବୋଲି ପ୍ରକାଶ କରିଥିଲେ । ଜିଲ୍ଲା ସଦର ହସପିଟାଲ ଠାରେ ଏକ ଅକ୍ସିଜେନ ପ୍ଲାଂଟ୍ ର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି । ବର୍ତମାନ ଜିଲ୍ଲାରେ ଦୁଇଗୋଟି କୋଭିଡ୍ ହସପିଟାଲ ଚାନ୍ଦପୁର ଓ ଖଣ୍ଡପଡ଼ା ଠାରେ କାର୍ଯ୍ୟ କରୁଅଛି । ପ୍ରତିଦିନ ଜିଲ୍ଲାରେ ପାଖାପାଖି ୪୦୦୦ରୁ ଉର୍ଦ୍ଧ୍ୱ କୋଡ଼ିଡ୍‌ ଟେଷ୍ଟିଂ କରାଯାଉଛି ।

ଜିଲ୍ଲା ସଦର ହସପିଟାଲ ଓଝଙ ମାନ୍ୟତା ପାଇଛି । ଜିଲ୍ଲାର ବିଭିନ୍ନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କାୟାକଳ୍ପ ପୁରସ୍କାର ପ୍ରାପ୍ତ ହୋଇଛନ୍ତି । ଏହାଛଡ଼ା ନୂଆଗାଁ, ରାସଙ୍ଗ, ଚଢ଼େୟାପଲ୍ଲି, ଡମସାହି ଠାରେ ଚଐଉ କେନ୍ଦ୍ରର ନିର୍ମାଣ କାର୍ଯ୍ୟ ଚାଲୁଅଛି । ଏହା ପରେ ବନ ବିଭାଗ ଦ୍ୱାରା କରାଯାଇଥିବା ବୃକ୍ଷ ରୋପଣ ସଂପର୍କରେ ଆଲୋଚନା କରିଥିଲେ । ଖଣ୍ଡପଡ଼ା ଓ ଭାପୁର ଅଂଚଳରେ ବାରମ୍ବାର ବିଦ୍ୟୁତ୍ କାଟ ହେଉଥିବାରୁ ମାନ୍ୟବର ବିଧାୟକ ଖଣ୍ଡପଡ଼ା ଶ୍ରୀ ସୌମ୍ୟରଂଜନ ପଟ୍ଟନାୟକ ଏହାର ସମାଧାନ ଦିଗରେ ବିଦ୍ୟୁତ୍ ବିଭାଗର ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

ଏହା ପରେ ପରେ ଖାଦ୍ୟ ସୁରକ୍ଷା ଆଇନ୍ ଉପରେ ଆଲୋଚନା କରି ଜିଲ୍ଲାରେ ବର୍ତମାନ କେତେ ହିତାଧିକାରୀ ଅଛନ୍ତି ଏବଂ ସମସ୍ତ ହିତାଧିକାରୀ ଯେପରି ଠିକ ସମୟରେ ରାସନ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେବାପାଇଁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ । ପରିଶେଷରେ ଜିଲ୍ଲାପାଳ ଡା. ପୋମା ଟୁଡୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବୈଠକରେ ମାନ୍ୟବର ବିଧାୟକ ଖଣ୍ଡପଡ଼ା ଶ୍ରୀ ସୌମ୍ୟ ରଂଜନ ପଟ୍ଟନାୟକ,ମାନ୍ୟବର ବିଧାୟକ ଦଶପଲ୍ଲା ଶ୍ରୀ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ବୈଜୟନ୍ତୀମାଳା ମହାନ୍ତି, ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚ.ଡି., ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ , ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ,ଜିଲ୍ଲା ପରିଷଦର ସମସ୍ତ ସଦସ୍ୟ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ସମସ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ, ସମସ୍ତ ଲାଇନ୍ ବିଭାଗର ଅଧିକାରୀମାନେ ଯୋଗଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version