• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତାଲିବାନଙ୍କ ଦଖଲରେ ଥିବା ଆଫଗାନିସ୍ତାନରୁ ଆଶ୍ୱସ୍ତ କରିବା ଭଳି ଖବର ଆସିଛି

Proprietor Abhimanyu Maharana by Proprietor Abhimanyu Maharana
August 22, 2021
in ଓଡ଼ିଶା, ଦେଶ, ହୋମ୍
0
ତାଲିବାନଙ୍କ ଦଖଲରେ ଥିବା ଆଫଗାନିସ୍ତାନରୁ ଆଶ୍ୱସ୍ତ କରିବା ଭଳି ଖବର ଆସିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଅଗଷ୍ଟ ଶନିବାର ) ନୂଆଦିଲ୍ଲୀ :- ଆଜି ସକାଳେ କାବୁଲ ଏୟାରପୋର୍ଟରୁ ତାଲିବାନୀମାନେ ୧୫୦ ଭାରତୀୟଙ୍କୁ ଅପହରଣ କରିଥିବା ଘଟଣାରେ ନୂଆ ଟ୍ୱିଷ୍ଟ ଆସିଛି । ତାଲିବାନୀ ନିଜ ସାଙ୍ଗରେ ନେଇ ଯାଇଥିବା ୧୫୦ ଭାରତୀୟଙ୍କୁ ଏବେ ସୁରକ୍ଷିତ କାବୁଲ ଏୟାରପୋର୍ଟରେ ଛାଡ଼ି ଦେଇଛନ୍ତି । ସେମାନଙ୍କୁ ଏୟାରପୋର୍ଟରୁ ନେବା ପରେ କେବଳ ନିକଟସ୍ଥ ଗୋଟିଏ ଥାନାରେ ଜେରା କରାଯାଇଥିଲା। ଏହାପରେ ସେମାନଙ୍କୁ ଏୟାରପୋର୍ଟକୁ ଅଣା ଯାଇଥିବା ଜଣାପଡ଼ିଛି । ସେମାନେ ଏବେ ଏୟାରପୋର୍ଟରେ ଥିବାରୁ ଖୁବଶୀଘ୍ର ଭାରତ ଫେରିବେ ।

ମିଳିଥିବା ସୂଚନା ଅନୁଯାୟୀ, ଯୁଦ୍ଧ ଗ୍ରସ୍ତ ଆଫଗାନରୁ ଭାରତ ଆସିବା ଲକ୍ଷ୍ୟ ନେଇ ଶତାଧିକ ଭାରତୀୟ ଆଜି ସକାଳୁ କାବୁଲ ଏୟାରପୋର୍ଟରେ ଅପେକ୍ଷା କରିଥିଲେ । ଏମାନଙ୍କ ସହ କିଛି ଶିଖ ଆଫଗାନୀ ମଧ୍ୟ ରହିଥିଲେ। ତେବେ ଏୟାରପୋର୍ଟର ଗୋଟିଏ ଗେଟ୍‌ ନିକଟରେ ଏମାନେ ଅପେକ୍ଷା କରିଥିବା ବେଳେ ବନ୍ଧୁକଧାରୀ ତାଲିବାନୀ ସେଠାରେ ପହଞ୍ଚିଥିଲେ। ଏହାପରେ ସେମାନେ ଗୋଟିଏ ଟ୍ରକ୍‌ରେ ୧୫୦ ଜଣ ଭାରତୀୟଙ୍କୁ ନିଜ ସାଙ୍ଗରେ ନେଇଯାଇଥିଲେ। ପ୍ରଥମେ ଭାରତୀୟଙ୍କୁ ଅପହରଣ କରାଯାଇଥିବା ଖବର ପ୍ରକାଶ ପାଇଥିଲେ। ଏହାକୁ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଥିଲା। ତେବେ ତାଲିବାନର ଜଣେ ମୁଖପାତ୍ର ଏହାକୁ ଖଣ୍ଡନ କରିବା ସହ ସମସ୍ତଙ୍କୁ ନିକଟସ୍ଥ ପୁଲିସ୍‌ ଷ୍ଟେସନକୁ ପଚରାଉଚରା କରିବାକୁ ନିଆଯାଇଥିବା କହିଥିଲେ।

ଥାନାରେ ଭାରତୀୟମାନେ ପହଞ୍ଚିବା ପରେ ସେମାନଙ୍କୁ ବିଭିନ୍ନ ପ୍ରଶ୍ନ କରାଯାଇଥିଲା। ଏହାପରେ ସମସ୍ତଙ୍କର ଟ୍ରାଭେଲ ଡକ୍ୟୁମେଣ୍ଟ ଯାଞ୍ଚ କରାଯାଇଥିଲା। ସବୁ କିଛି ଯାଞ୍ଚ କରିବା ପରେ ସମସ୍ତଙ୍କୁ ଏୟାରପୋର୍ଟରେ ଛାଡ଼ି ଦିଆଯାଇଛି। ଏବେ ସେମାନେ ଏୟାରପୋର୍ଟରେ ଭାରତୀୟ ଉଦ୍ଧାରକାରୀ ବିମାନ ଅପେକ୍ଷାରେ ରହିଛନ୍ତି । ଅନ୍ୟପକ୍ଷରେ ଭାରତ ତା’ର ଉଦ୍ଧାର ଅପପରେସନ ମିଶନରେ ସାମାନ୍ୟ ପରିବର୍ତ୍ତନ କରିଛି। ପୂର୍ବରୁ ଦୁଇଥର ଭାରତ ସି-୧୭ ବିମାନ ଦ୍ୱାରା କାବୁଲରୁ ଭାରତୀୟଙ୍କୁ ସିଧାସଳଖ ସ୍ୱଦେଶ ଆଣୁଥିଲା ।

ହେଲେ ଏବେ ତାଜିକିସ୍ତାନରୁ ଅପରେସନ କରାଯାଇଛି। ଆଜି ସକାଳେ ଭାରତ ସରକାର କାବୁଲରୁ ପ୍ରଥମେ ୮୫ ଭାରତୀୟଙ୍କୁ ସି-୧୩୦ଜେ ବିମାନ ଦ୍ୱାରା ତାଜିକିସ୍ତାନ ଆଣିଥିଲେ । ସେଠାରୁ ସି-୧୭ ବିମାନରେ ସମସ୍ତଙ୍କୁ ସ୍ୱଦେଶ ଅଣାଯାଉଛି । ଆଗକୁ ମଧ୍ୟ ଏପରି ଅପରେସନ କରାଯିବ ବୋଲି ଜଣାପଡ଼ିଛି । ତାଲିବାନ କାବୁଲ ଦଖଲ କରିବା ପରେ ଭାରତ ସରକାର ଶନିବାର ସୁଦ୍ଧା ୧୫୦ ଭାରତୀୟଙ୍କୁ ସ୍ୱଦେଶ ଆଣିବାକୁ ସକ୍ଷମ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଦୂତାବାସ କର୍ମଚାରୀ ମଧ୍ୟ ରହିଛନ୍ତି । ଏବେ ବି ଆଫଗାନର ବିଭିନ୍ନ ପ୍ରାନ୍ତରେ ୧୦୦୦ରୁ ଅଧିକ ଭାରତୀୟ ଫସି ରହିଛନ୍ତି । ସେହିପରି ଆଫଗାନ ଶିଖ ଓ ହିନ୍ଦୁମାନଙ୍କୁ ମଧ୍ୟ ଭାରତ ସରକାର ସ୍ୱଦେଶ ଆଣିବେ ବୋଲି ଯୋଜନା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026
ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍‌ସିପ୍ ଅନୁଷ୍ଠିତ ହେବ

ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍‌ସିପ୍ ଅନୁଷ୍ଠିତ ହେବ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version