• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ସମ୍ବଲପୁର ଗ୍ରାମରେ  : ପୋଲିସ ଚଢ଼ାଉ – ଦେଢ଼ କୋଟି ଟଙ୍କାର ୨୧କୁଇଁଟାଲ୪୫କେଜି୯୦୦ଗ୍ରାମଗଞ୍ଜେଇ ଜବତ – ୭ମହିଳା ସମେତ୨୬ଗିରଫ

Proprietor Abhimanyu Maharana by Proprietor Abhimanyu Maharana
August 25, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ସମ୍ବଲପୁର ଗ୍ରାମରେ  : ପୋଲିସ ଚଢ଼ାଉ – ଦେଢ଼ କୋଟି ଟଙ୍କାର ୨୧କୁଇଁଟାଲ୪୫କେଜି୯୦୦ଗ୍ରାମଗଞ୍ଜେଇ ଜବତ – ୭ମହିଳା ସମେତ୨୬ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ବୁଧବାର )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ଗଞ୍ଜେଇ ଚୋରାଚାଲାଣ କାରବାରକୁ ରୋକିବା ପାଇଁ ବିଭିନ୍ନ ଯାଞ୍ଚ, ଚଢାଉ ଆଦି ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଗତକାଲି ଆର୍‌.ଉଦୟଗିରି ଏସ୍‌ଡିପିଓ ଦିଲ୍ଲୀପ କୁମାର ନାୟକଙ୍କ ତତ୍ୱାବଧାନରେ ଆର୍‌.ଉଦୟଗରି ଥାନା ଅଧିକାରୀ ରବୀନ୍ଦ୍ର କୁମାର ପଣ୍ଡା ଓ ତାଙ୍କ ଟିମ୍ ନୂଆଗଡ ବ୍ଲକ ଅନ୍ତର୍ଗତ ସମ୍ବଲପୁର ଅଞ୍ଚଳରେ ଚଡାଉ କରିଥିଲେ । ଅଭିଯୁକ୍ତମାନେ ୪ଗୋଟି ଭ୍ୟାନଯୋଗେ ଗଞ୍ଜେଇକୁ ହରିୟାନା ଚାଲଣ କରିବା ପାଇଁ ପ୍ରସ୍ତୁତ ଥିଲେ । ଏହି ଖବର ପାଇ ଆର୍‌.ଉଦୟଗିରି ଥାନା ଟିମ୍ ସେଠାରେ ପହଞ୍ଚି ଚଢଉ କରିଥିଲେ ।

୪ଗୋଟି ଭ୍ୟାନକୁ ପୋଲିସ ଯାଞ୍ଚ କରି ସେଥିରୁ ୨୧ କୁଇଣ୍ଟାଲ ୪୫ କେଜି ୯୦୦ ଗ୍ରାମ ଗଞ୍ଜେଇ ଜବତ କରିଥିଲେ । ଏଥିରେ ସମ୍ପୃକ୍ତ ଥିବା ୭ ମହିଳାଙ୍କ ସମେତ ୨୬ଜଣଙ୍କୁ ଗିରଫ ପୋଲିସ ଗିରଫ କରିଛି । ଉକ୍ତ ଗଞ୍ଜେଇ ହରିୟାନାକୁ ଚାଲାଣ ହେଉଥିବା ଗିରଫ ମାନଙ୍କ ଠାରୁ ସ୍ପଷ୍ଟ ହୋଇଥିବା ଥାନା ପକ୍ଷରୁ ସୂଚନା ମିଳିଛି । ଗିରଫ ଅଭିଯୁକ୍ତମାନେ ହରିୟାନା ଓ ପଞ୍ଜାବର ଅଞ୍ଚଳର ଅଟନ୍ତି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ପ୍ରାୟ ଦେଢ କୋଟି ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଆର୍‌.ଉଦୟଗିରି ଏସ୍‌ଡିପିଓ ଶ୍ରୀ ନାୟକ ସୂଚନା ଦେଇଛନ୍ତି । ଏନେଇ ଆର୍‌.ଉଦୟଗିରି ଥାନାରେ ୧୦୨, ୧୦୩, ୧୦୪ ଓ ୧୦୫/୨୧ରେ ୪ଗୋଟି ପୃଥକ ମାମଲା ରୁଜୁ କରାଯାଥିବା ଥାନା ସୂତ୍ରରୁ ପ୍ରକାଶ । ଗିରଫ ୨୬ଜଣଙ୍କୁ ଆଜି ପାରଳାଖେମୁଣ୍ଡି କୋର୍ଟକୁ ଚାଲାଣ କରାଯାଇଥିବା ସୂଚନା ମିଳିଛି । (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version