• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଗାମୀ ବିଧାନସଭା ଅଧିବେଶନ ଅବ୍ୟବହିତ ପୂର୍ବରୁ ସର୍ବଦଳୀୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 27, 2021
in ଓଡ଼ିଶା, ମହାନଗର, ହୋମ୍
0
ଆଗାମୀ ବିଧାନସଭା ଅଧିବେଶନ ଅବ୍ୟବହିତ ପୂର୍ବରୁ ସର୍ବଦଳୀୟ ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନିୟୁଜ୍ (୨୭ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ଆଗାମୀ ମୌସୁମୀ କାଳୀନ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ଆଜି ବିଧାନସଭା ସମ୍ମିଳନୀ କକ୍ଷରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଡ଼ଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଧାନସଭା ଅଦିବେଶନ ସଂକ୍ରାନ୍ତୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଚସ୍ପତି ଡ଼ଃ ପାତ୍ର ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରି ବିଧାନସଭା ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ସମସ୍ତ ପକ୍ଷଙ୍କ ସହଯୋଗ କାମନା କରିଥିଲେ ।

ସେପ୍ଟେମ୍ୱର ୦୧ ତାରିଖ ଠାରୁ ୦୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଟିତ ହେବାକୁ ଥିବା ଉକ୍ତ ସ୍ୱଳ୍ପକାଳୀନ ଅଧିବେଶନରେ ପ୍ରଥମାର୍ଦ୍ଧ ଅଧିବେଶନ ପୂର୍ବାହ୍ନ ୧୦.୩୦ ଠାରୁ ଅପରାହ୍ନ ୦୧.୩୦ ମିନିଟ୍ ଏବଂ ଦ୍ୱିତୀୟାର୍ଦ୍ଧ ଅପରାହ୍ନ ୦୪.୦୦ଟାରୁ ୦୬.୦୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ତେବେ ବିଧାନସଭା ଅଧିବେଶନର ପ୍ରଥମ ଦିନ ପ୍ରଥମାର୍ଦ୍ଧ ଅଦିବେଶନ ପୂର୍ବାହ୍ନ ୧୧.୦୦ଟାରୁ ଅପରାହ୍ନ ୦୧.୩୦ମିନିଟ୍ ଏବଂ ଦ୍ୱିତୀୟାର୍ଦ୍ଧ ଅପରାହ୍ନ ୦୪.୦୦ଟାରୁ ୦୬.୦୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

ମୁଲତବୀ ପ୍ରସ୍ତାବ ଉପରେ ମଧ୍ୟ ଗୃହରେ ଆଲୋଚନା କରାଯିବ ଏବଂ ସେଥିପାଇଁ ୯୦ ମିନିଟ୍ ସମୟସୀମା ନିର୍ଦ୍ଧାରିତ କରାଯାଇଛି । ଭାରତୀୟ ଜନତା ଦଳ ବିଧାୟକମାନେ ସପ୍ତାହର ୦୪ ଦିନ ଏବଂ ଭାରତୀୟ ଜାତୀୟ କଂଗ୍ରେସ ଦଳ ବିଧାୟକମାନେ ମଙ୍ଗଳବାର ଏବଂ ଶନିବାର ଦିନ ମୁଲତବୀ ପ୍ରସ୍ତାବ ଆଗତ କରିପାରିବେ । ଯଦି ନିର୍ଦ୍ଧାରିତ ଦିବସରେ କୌଣସି କାରଣ ଯୋଗୁଁ ତାହା ଆଗତ ହୋଇନପାରିଲା, ତାହାହେଲେ ସମ୍ପୃକ୍ତ ଦଳ ସେ ସୁଯୋଗ ହରାଇବେ । କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ବିଧାୟକମାନଙ୍କ ସୁରକ୍ଷା ପାଇଁ ସେମାନଙ୍କର ଆସନ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ନିରାପଦ ଦୂରତ୍ୱ ରକ୍ଷା କରି ବିଧାନସଭା ଭବନ, ଗ୍ୟାଲେରି, ବାଚସ୍ପତିଙ୍କ ଗ୍ୟାଲେରିରେ ସ୍ୱତନ୍ତ୍ର ଆସନ ବ୍ୟବସ୍ଥା ଗ୍ରହଣ କରାଯିବ । ବିଧାୟକ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ଚାହିଁଲେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଧାନସଭା ଆଲୋଚନାରେ ଅଂଶ ଗ୍ରହଣ କରିପାରିବେ । ଅତ୍ୟନ୍ତ ଆବଶ୍ୟକ ବ୍ୟତୀତ ଅନ୍ୟ ବିଧାୟକମାନଙ୍କୁ ଗୃହରେ ରିପୋର୍ଟ, ବିବରଣୀ ପ୍ରଦାନ କରାଯିବ ନାହିଁ । ବିଧେୟକ ସଂଶୋଧନ ବିଲ୍ ମନ୍ତ୍ରୀମାନଙ୍କ ଉତ୍ତର ବିଧାୟକମାନଙ୍କ ଅବଗତି ପାଇଁ ସେମାନଙ୍କ ବାସଭବନରେ ଯୋଗାଇ ଦିଆଯିବ ।

ବିଧାନସଭା ଅଧିବେଶନର ସଠିକ ରିପୋର୍ଟଂ ପାଇଁ ସାମ୍ୱାଦିକମାନଙ୍କୁ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦିଆଯିବ । ପ୍ରତ୍ୟେକ ଦିନ ଭୁବନେଶ୍ୱର ମହାନଗରନିଗମ ତରଫରୁ ବିଧାନସଭାକୁ ସାନିଟାଇଜ୍ କରାଯିବ ଏବଂ ସମସ୍ତ ବିଧାନସଭା ସଭ୍ୟ, ଅଧିକାରୀ ଏବଂ ବିଧାନସଭା ସଚ୍ଚିବାଳୟ କର୍ମଚାରୀ ଏବଂ ବିଧାନସଭାକୁ ଆଗନ୍ତୁକମାନଙ୍କର ଆର୍.ଟିପି.ସି.ଆର୍. ପରୀକ୍ଷା କରାଯିବା ସହ ସେମାନଙ୍କୁ କରୋନା ପ୍ରତିଷେଧକ କିଟ୍ ପ୍ରଦାନ କରାଯିବ । ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଭାରତୀୟ ଜନତା ଦଳ ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ, ଭାରତୀୟ ଜାତୀୟ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version