• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏସ୍‌ଟିପିଆଇ ଭୁବନେଶ୍ୱର ପରିଦର୍ଶନ କଲେ ସୁବ୍ରତ ବାଗ୍‌ଚୀ : ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମରେ ଅଧିକରୁ ଅଧିକ ଯୁବକଯୁବତୀ ସାମିଲ ପାଇଁ ପରାମର୍ଶ – ଶ୍ରୀ ବାଗ୍‌ଚୀ

Proprietor Abhimanyu Maharana by Proprietor Abhimanyu Maharana
August 28, 2021
in ଓଡ଼ିଶା, ମହାନଗର, ହୋମ୍
0
ଏସ୍‌ଟିପିଆଇ ଭୁବନେଶ୍ୱର ପରିଦର୍ଶନ କଲେ ସୁବ୍ରତ ବାଗ୍‌ଚୀ : ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମରେ ଅଧିକରୁ ଅଧିକ ଯୁବକଯୁବତୀ ସାମିଲ ପାଇଁ ପରାମର୍ଶ – ଶ୍ରୀ ବାଗ୍‌ଚୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୮ ଅଗଷ୍ଟ ଶନିବାର ) ଭୁବନେଶ୍ୱର :- ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ସୁବ୍ରତ ବାଗ୍‌ଚୀ ଭୁବନେଶ୍ୱରସ୍ଥିତ ସଫଫେୱର ଟେକ୍ନୋଲୋଜି ପାର୍କ ଅଫ୍‌ ଇଣ୍ଡିଆ (ଏସ୍‌ଟିପିଆଇ) ପରିଦର୍ଶନରେ ଯାଇଥିଲେ । ଏହି ଅବସରରେ ସେ ବାର ଜଣ ଓଡିଆ ଷ୍ଟାର୍ଟ ଅପ୍‌ଙ୍କ ସହ ଆଲୋଚନା କରିଥିଲେ । ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ବାଗ୍‌ଚୀ ଏହି ଅବସରରେ କହିଥିଲେ ଯେ ଏସ୍‌ଟିପିଆଇ ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମକୁ ପ୍ରୋତ୍ସାହନ କରୁଛି ଏବଂ ଓଡିଆ ଷ୍ଟାର୍ଟ ଅପ୍‌ମାନଙ୍କ ଦ୍ୱାରା ଉଦୀୟମାନ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ବିଶ୍ୱସ୍ତରୀୟ ସଫଫେୱର ଉତ୍ପାଦ ପ୍ରସ୍ତୁତିରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିପାରିଛି । ସେ ବାର ଜଣ ଷ୍ଟାର୍ଟ ଅପ୍‌ଙ୍କ ସହ ନିଜର ଉଦ୍ୟୋଗ ଯାତ୍ରା ବିଷୟରେ ଆଲୋଚନା କରି ଏହି ଷ୍ଟାର୍ଟ ଅପ୍‌ ଇକୋସିଷ୍ଟମରେ ଯେପରି ଅଧିକରୁ ଅଧିକ ଯୁବକଯୁବତୀ ସାମିଲ ହେବେ ସେଥିନିମନ୍ତେ ପରାମର୍ଶ ଦେଇଥିଲେ ।

ସେଠାରେ ସେ ଏସ୍‌ପିକେ-ମାକ୍‌ ଟେକ୍ନୋଲୋଜି, ଥିଙ୍କ୍‌ ର ଇନୋଭେଟିଭ ସଲୁସନ୍ସ, ଏଫ୍‌ଏକ୍ସ ୟୁଏଭି ଟେକ୍ନୋଲୋଜି, କାର୍‌ବୋନୌଟ, ଇସାମ୍‌ସ, କ୍ୱିବି୭, ପ୍ରାଇମ୍‌, ଡାରୱିନ୍‌ ଏନର୍ଜି ଏବଂ ଥିଙ୍କ୍‌ ଟ୍ୟାଙ୍କର ଏକାଡେମୀ ଷ୍ଟାର୍ଟ ଅପ୍‌ର ବିଭିନ୍ନ ଉତ୍ପାଦ ବୁଲି ଦେଖିଥିଲେ । ସୂଚନା ଥାଉ କି ରାଜ୍ୟ ସରକାରଙ୍କ ଷ୍ଟାର୍ଟ ଅପ୍‌ ଓଡିଶା ଏହି ଉଦୀୟମାନ ଯୁବ ଷ୍ଟାର୍ଟ ଅପ୍‌ ମାନଙ୍କୁ ଏସ୍‌ଟିପିଆଇର ଇନ୍‌କୁ୍ୟବେସନ ସେଣ୍ଟରଠାରେ ନିଜର ଉତ୍ପାଦ ପ୍ରସ୍ତୁତ ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଇଛନ୍ତି ।

ଏହି ଇଲେକେଫ୍ରାପ୍ରିନିୟର ପାର୍କରେ କୃଷି ଏବଂ ମତ୍ସ୍ୟ ଚାଷ, ସୌର ଉତ୍ପାଦ, ୟୁଏଭି, ଇଲୁମିନେଟେଡ ଟାଇଲ, ଟ୍ରାଇ ମୋଡ୍‌ ଡ୍ରୋନ୍‌, ସ୍‌ୟଂଚାଳିତ ୟୁଭିସି ବିଶୋଧନ ରୋବୋଟ୍‌ ଓ ଔଷଧ ବିତରଣ ଯନ୍ତ୍ର, ଅତ୍ୟାଧୁନିକ ଆଇଓଟି ପର୍ଯ୍ୟବସିତ ପାନୀୟ ଯନ୍ତ୍ର, ଭିୱାନ ଟାଇଲ ଭଳି ଉତ୍ପାଦ ଆମ ଓଡିଆ ଯୁବ ଷ୍ଟାର୍ଟ ଅପ୍‌ଙ୍କ ଦ୍ୱାରା ପ୍ରସ୍ତୁତ ହୋଇଛି । ଏହି ଗସ୍ତରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ସଚିବ ଶ୍ରୀ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version