No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅଗଷ୍ଟ ଷୋମବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସିକ୍ରିଡ଼ା ପଞ୍ଚାୟତ ଅଧିନରେ ଥିବା ଗୌଡ଼ ଚାଞ୍ଚରାପଲ୍ଲୀ ଗ୍ରାମରେ ନନ୍ଦ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,

ବିଜେଡ଼ି ସଭାପତି ସନାତନ ସାମଲ,ବରିଷ୍ଠ ବିଜେଡ଼ି ସଂଗଠକ ଦିଲ୍ଲୀପ କୁମାର ଦଳ ବେହେରା,ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ ,ସମାଜ ସେବୀ ବାମନ ଚରଣ ବାରିକ,ଯୁବ ନେତା ବିଭୂତି ଭୂଷଣ ପ୍ରଧାନ,ସୋରଡ଼ା ଓ ସିକ୍ରିଡ଼ା ପଞ୍ଚାୟତ ବିଜେଡ଼ି ସଭାପତି ପ୍ରମୁଖ ଯୋଗଦେଇଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result