• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୂର୍ବ ଶତୃତାକୁ କେନ୍ଦ୍ର କରି କାତି ମାଡ଼ କାତି ଜବତ,ଜଣେ ଗିରଫ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
April 18, 2020
in Uncategorized, ଅପରାଧ, ଓଡ଼ିଶା, ହୋମ୍
0
ପୂର୍ବ ଶତୃତାକୁ କେନ୍ଦ୍ର କରି କାତି ମାଡ଼ କାତି ଜବତ,ଜଣେ ଗିରଫ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଅଭିଯୋଗ ପାଇ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଶନିବାର ଭୋରରୁ କବିସୂର୍ଯ୍ୟନଗର ଅଂଚଳରୁ ଆକ୍ରମଣକାରୀ ଯୁବକଙ୍କୁ ଗିରଫ କରିଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।

ହିଞ୍ଜିଳିକାଟୁ, ରିପୋର୍ଟ/ଶେଷଦେବ ସାହୁ ( ଓଡିଶା ତାଜା ନ୍ୟୁଜ୍‌ ) ହିଞ୍ଜିଳିକାଟୁ, ଶନିବାର, ଏପ୍ରିଲ 18.4.2020 :- ପୂର୍ବ ଶତୃତାକୁ କେନ୍ଦ୍ର କରି ଜଣେ ଯୁବକ ପଡ଼ୋଶୀ ଘରର ଜଣେ ଯୁବକ ଶୋଇଥିବା ବେଳେ କାତିରେ ଆକ୍ରମଣ କରିଛି । ଆକ୍ରମଣରେ ଯୁବକଙ୍କ ଡ଼ାହାଣ ହାତର ୨ଟି ଆଙ୍ଗୁଠି ଛିଣ୍ଡି ଯାଇ ଗୁରୁତର ଆହତ ହୋଇଛି । ଏଭଳି ଏକ ଘଟଣା ଶୁକ୍ରବାର ଗଂଜାମ ଜିଲ୍ଲା ହିଂଜିଳି ଥାନା କୋଳିଦାସପୁର ଗ୍ରାମରେ ଘଟିଛି । ଗୁରୁତର ଆହତ ଜଣକ ସଂପୃକ୍ତ ଗ୍ରାମର ଅଗାଧୁ ରାଉତ (୨୮) ହୋଇଥିବା ବେଳେ ଆକ୍ରମଣ କାରୀ ଜଣକ ସେହି ଗ୍ରାମର ଅଲେଖ ନାହାକ (୨୫) । ଆହତ ଯୁବକଙ୍କ ବାପା ଧନୁଙ୍କ ଅଭିଯୋଗ କ୍ରମେ ହିଂଜିଳି ଥାନା ନଂ- ୧୨୪/୨୦ରେ ଏକ ମାମଲା ରୁଜୁ କରି ପୁଲିସ ଆକ୍ରମଣକାରୀ ଯୁବକଙ୍କୁ ଗିରଫ କରିଛି । ପ୍ରକାଶ ଯେ, ହିଂଜିଳି ଥାନା କୋଳିଦାସପୁର ଗ୍ରାମର ଦୁଇ ପଡ଼ୋଶୀ ଯୁବକ ସୁରଥରେ କାର୍ଯ୍ୟ କରନ୍ତି । ଗତ ୧ ବର୍ଷ ପୂର୍ବେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା । ଏଥିରେ ଉତ୍ୟକ୍ତ ହୋଇ ଅଗାଧୁ, ଅଲେଖଙ୍କ ହାତକୁ କାମୁଡ଼ି ଦେଇଥିଲା । ପରେ ଉଭୟଙ୍କ ମଧ୍ୟରେ ଶତୃତା ଲାଗି ରହିଥିଲା । ଗତ କିଛି ଦିନ ପୂର୍ବେ ଦୁହେଁ ସୁରଥରୁ ଗ୍ରାମକୁ ଫେରିଥିଲେ । ଶୁକ୍ରବାର ଅପରାହ୍ନରେ ଅଗାଧୁ ଘର ବାରଣ୍ଡାରେ ଶେଇଥିବା ବେଳେ ଅଲେଖ ଏକ କାତି ସାହାର୍ଯ୍ୟରେ ଆକ୍ରମଣ କରରିଥିଲା । ଆକ୍ରମଣରେ ଯୁବକଙ୍କ ଡ଼ାହାଣ ହାତର ୨ଟି ଆଙ୍ଗୁଠି ଛିଣ୍ଡି ଯାଇ ଗୁରୁତର ଆହତ ହୋଇଥିଲେ । ଆକ୍ରମଣ ପରେ ଯୁବକ କାତିକୁ ଏକ କୁଅ ନିକଟରେ ଫୋପାଡ଼ି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ପରିବାର ସଦସ୍ୟ ଆହତଙ୍କୁ ଉଦ୍ଧାର କରି ଚିକିିତ୍ସା ସକାଶେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତି କରିଥିଲେ । ଅଭିଯୋଗ ପାଇ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଶନିବାର ଭୋରରୁ କବିସୂର୍ଯ୍ୟନଗର ଅଂଚଳରୁ ଆକ୍ରମଣକାରୀ ଯୁବକଙ୍କୁ ଗିରଫ କରିଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version