• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବନ ବିଭାଗ ତରଫରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର : ଚାରିଜଣ ଚାଲାଣକାରୀ ଗିରଫ – ଦୁଇ ମୋଟରସାଇକେଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
September 1, 2021
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ବନ ବିଭାଗ ତରଫରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର : ଚାରିଜଣ ଚାଲାଣକାରୀ ଗିରଫ – ଦୁଇ ମୋଟରସାଇକେଲ ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ ସେପ୍ଟେମ୍ବର ବୁଧବାର) ବାଲିଗୁଡ଼ା :- ବଜ୍ରକାପ୍ତା ଚୋରାଚାଲାଣ ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନବିଭାଗ ପକ୍ଷରୁ ଚଢ଼ାଉ । ବାଲିଗୁଡା ବ୍ଲକ ମିଡ଼ିଆକିଆ ଅଞ୍ଚଳରେ ଜଣଙ୍କ ପାଖରେ ବଜ୍ରକାପ୍ତା ଥିବା ଓ ସେ ତାହା ବିକ୍ରି କରିବାକୁ ଚାହୁଁଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇଥିଲା ବନବିଭାଗ । ବାଲିଗୁଡ଼ା ବନଖଣ୍ଡର ଡିଏଫ୍ଓ ବିଶ୍ବରାଜ ପଣ୍ଡାଙ୍କ ନିର୍ଦ୍ଦେଶନାରେ ବନବିଭାଗ ପକ୍ଷରୁ ଗ୍ରାହକ ଭାବରେ ସମ୍ପୃକ୍ତ ବ୍ୟକ୍ତିସହ ଯୋଗାଯୋଗ କରାଯାଇଥିଲା । ଦେଣନେଣ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ଠିକ୍ ହୋଇଥିଲା ଉଭୟଙ୍କ ମଧ୍ୟରେ । ଏହାପରେ ଡିଏଫ୍ଓଙ୍କ ନିର୍ଦ୍ଦେଶ ଅନୁଯାୟୀ ଏକ ସ୍ବତନ୍ତ୍ର ଟିମ୍ ଗଠନ ହୋଇଥିଲା ।

ବନବିଭାଗର ଏହି ଟିମ୍ ବାଲିଗୁଡ଼ା ଥାନା ମିଡ଼ିଆକିଆ ନିକଟ ଏକ ପୋଲ ନିକଟରେ ଗ୍ରାହକ ବେଶରେ ପହଁଚିଥିଲେ । ବାଲିଗୁଡ଼ା ବନଖଣ୍ଡର ଏସିଏଫ ଡ.ରୁଦ୍ରପ୍ରସାଦ ରଥ,ବନାଞ୍ଚଳ ଅଧିକାରୀ ଉଦିତ୍ କୁମାର ପ୍ରଧାନଙ୍କ ସମେତ ୧୦ ଜଣିଆ ଏକ ସ୍ବତନ୍ତ୍ର ଟିମ୍ ପହଁଚି ଚାଲାଣକାରୀଙ୍କ ସହ ବଜ୍ରକାପ୍ତା କିଣିବା ପାଇଁ ମୁଲଚାଲ କରିଥିଲେ । ଏହାପରେ ସେମାନଙ୍କ ନିକଟରୁ ୧୦୫ ସେଣ୍ଟିମିଟର ଲମ୍ବର ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି ବନବିଭାଗ ।

ଘଟଣାରେ ଚାରିଜଣ ଚାଲାଣକାରୀଙ୍କୁ ଗିରଫ କରିବାସହ ଗୋଟିଏ ଗ୍ଲାମର ମୋଟରସାଇକେଲ ଓ ଗୋଟିଏ ଜୁପିଟର ସ୍କୁଟି ଜବତ କରିଛି ବନବିଭାଗ । ଏହି ରାକେଟରେ ଆଉ କିଏ କିଏ ସମ୍ପୃକ୍ତ ସେନେଇ ଅଧିକ ଖୋଳତାଡ଼ କରୁଛି ବନବିଭାଗ । ଗିରଫ ଚାରିଜଣଙ୍କ ମଧ୍ୟରେ ମହାସିଙ୍ଗି ଗ୍ରାମର ମହାଦେବ ବେହେରଦଳାଇ, ପାରିଗଡ଼ର ଭିମସେନ ବଡ଼ସେଠ୍,କ.ନୁଆଗାଁ ଥାନା ଅଞ୍ଚଳର ସୁକଦେବ ଦିଗାଳ ଓ ଟିକାବାଲି ପଣଷପଦର ଗ୍ରାମର ସିତାଂଶୁ ମୁଖୀ ହୋଇଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି ।
(ରିପୋର୍ଟ /ସଞ୍ଜୟ କୁମାର ପାଣିଗ୍ରାହୀ )  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version