• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଦୂରଦର୍ଶନ ମାଧ୍ୟମରେ ପାଠ ପଢିବେ ଛାତ୍ରଛାତ୍ରୀ ଓ ଅନଲାଇନ ଶିକ୍ଷା ବ୍ୟବସ୍ଥା

Proprietor Abhimanyu Maharana by Proprietor Abhimanyu Maharana
April 18, 2020
in Uncategorized, ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଦୂରଦର୍ଶନ ମାଧ୍ୟମରେ ପାଠ ପଢିବେ ଛାତ୍ରଛାତ୍ରୀ ଓ ଅନଲାଇନ ଶିକ୍ଷା ବ୍ୟବସ୍ଥା
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ଦୂରଦର୍ଶନ ମାଧ୍ୟମରେ ପାଠ ପଢିବେ, ଶନିବାର, ଏପ୍ରିଲ 18.4.2020 :- କରୋନା ନେଇ ପିଲାଙ୍କ ପାଠପଢ଼ାରେ କିପରି ବ୍ୟାଘାତ ସୃଷ୍ଟି ନହେବ ସେନେଇ ପଦକ୍ଷେପ ନିଆଯାଉଛି । ଡିଇଓ ଏବଂ ବିଇଓଙ୍କୁ ଓସେପା ଯୁଗ୍ମ ନିର୍ଦ୍ଦେଶକ ଆଜି ଚିଠି ଲେଖିଛନ୍ତି । ଡିଡ଼ି ଓଡ଼ିଆରେ କ୍ଲାସର ରେକର୍ଡ଼ ଭିଡ଼ିଓ ପ୍ରସାରିତ ହେବ । ଭିଡ଼ିଓ ଦେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବାକୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବେ ସ୍କୁଲର ପ୍ରଧାନଶିକ୍ଷକ । ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ କାର୍ଯ୍ୟକ୍ରମ ପ୍ରସାରଣ ହେବ । ସୋମବାରରୁ ଶୁକ୍ରବାର ଦିନକୁ ୨ଥର ଲେଖାଏଁ ଏହି କାର୍ଯ୍ୟକ୍ରମ ପ୍ରସାରଣ ହେବ । ଦିନ ୧୧ଟାରୁ ୧୨ଟା ଓ ୩ଟା ୩୦ରୁ ୪ଟା ୩୦ ପ୍ରସାରଣ ହେବ । ଗଣିତ, ଏସସିପି, ଏସସିଏଲ, ଇଂରାଜୀ ଓ ଭୂଗୋଳ ବିଷୟର ପ୍ରସାରଣ ହେବ । ଏହା ଛଡ଼ା ଅନ୍ୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନ ଶିକ୍ଷା ବ୍ୟବସ୍ଥା ହେବ । ଦୀକ୍ଷା ଆପ୍ ଓ ମଧୁ ଆପରୁ ଭିଡ଼ିଓ ଡାଉନଲୋଡ଼ କରିପାରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026
ରାଜ୍ୟସଭା ନିର୍ବାଚନ : ନବୀନଙ୍କ ପାଇଁ ପ୍ରତିଶୋଧ – ଦିଲ୍ଲୀପଙ୍କ ପାଇଁ କ୍ଷମତା !

ରାଜ୍ୟସଭା ନିର୍ବାଚନ : ନବୀନଙ୍କ ପାଇଁ ପ୍ରତିଶୋଧ – ଦିଲ୍ଲୀପଙ୍କ ପାଇଁ କ୍ଷମତା !

March 10, 2026
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version