• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅମରେଶ ପତ୍ରୀଙ୍କ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀର ଉଠାଜଳସେତନ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
September 3, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅମରେଶ ପତ୍ରୀଙ୍କ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀର ଉଠାଜଳସେତନ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩ ସେପ୍ଟେମ୍ବର ଶୁକ୍ରବାର) ଭୁବନେଶ୍ୱର :- ଓଡିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ଗୁରୁବାର ଦିନ ଭୁବନେଶ୍ୱର ସ୍ଥିତ ଓଏଲଆଇସି ମୁଖ୍ୟ କାର୍ଯ୍ୟାଳୟଠାରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀର ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିଛନ୍ତି । ବୈଠକରେ ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ ଉପସ୍ଥିତ ଥିଲେ । ବିଧାୟକ ଶ୍ରୀ ସାମନ୍ତରାୟ ନିଜ ନିର୍ବାଚନ ମଣ୍ଡଳୀରେ ଉଠା ଜଳସେଚନ ପ୍ରକଳ୍ପର ସ୍ଥିତି ସଂପର୍କରେ ଓ.ଏଲ୍‌. ଆଇ.ସି ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଏବଂ ନିଜ ନିର୍ବାଚନ ମଣ୍ଡଳୀର କେତେକ ସ୍ଥାନରେ ନୂତନ ଉଠାଜଳସେଚନ ପ୍ରକଳ୍ପ ସ୍ଥାପନ ପାଇଁ ପ୍ରସ୍ତାବ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସତ୍ୟବାଦୀ ଓ କଣାସ ବ୍ଲକରେ ମୋଟ ୨୫୩ ଟି ଉଠା ଜଳସେଚନ ପ୍ରକଳ୍ପ ଥିବା ବେଳେ ଓ ୨୦୭ ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ରହିଛି ଓ ୩୭ ଟି ପ୍ରକଳ୍ପ ଅସ୍ଥାୟୀ ଭାବେ ଅଚଳ ରହିଛି ଏବଂ ୯ ଟି ସ୍ଥାୟୀ ଭାବେ ଅଚଳ ରହିଛି । ସଂପ୍ରତି ଖରିଫ ଚାଷ କାର୍ଯ୍ୟ ସମୟରେ କୃଷି କ୍ଷେତ୍ରକୁ ଆବଶ୍ୟକ ପରିମାଣର ଜଳ ଯୋଗାଣକୁ ନିଶ୍ଚିତ କରିବାର ଆବଶ୍ୟକତା ରହିଥିବା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ସବୁ ଉଠାଜଳସେଚନ ପ୍ରକଳ୍ପଗୁଡିକୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିଆଯାଇ ଯୁଦ୍ଧକାଳୀନ ଭିତିରେ ଶୀଘ୍ର ଶେଷ କରିବା ପାଇଁ ନିର୍ଦ୍ଦେଶ ପରିପ୍ରେକ୍ଷୀରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରେ ନିର୍ମାଣାଧିନ ସମସ୍ତ ଉଠାଜଳସେଚନ ପ୍ରକଳ୍ପକୁ ଶୀଘ୍ର ସଂପୂର୍ଣ୍ଣ କରିବା,

ମରାମତି ଆବଶ୍ୟକ କରୁଥିବା ପ୍ରକଳ୍ପକୁ ମରାମତି ପୂର୍ବକ ସଚଳ କରି କୃଷି କ୍ଷେତ୍ରକୁ ଜଳ ଯୋଗାଣ କରିବାକୁ ସଂପୃକ୍ତ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନଙ୍କୁ ଅଧ୍ୟକ୍ଷ ଶ୍ରୀ ପତ୍ରୀ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଓ.ଏଲ୍‌.ଆଇ.ସି କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ବେଲେଶ୍ୱରନାଥ ସାହୁ, କଟକ ଅଧିକ୍ଷଣ ଯନ୍ତ୍ରୀ ମାନସ ରଞ୍ଜନ ପଟ୍ଟନାୟକ, ମୁଖ୍ୟ କାର୍ଯ୍ୟାଳୟ ଅଧିକ୍ଷଣ ଯନ୍ତ୍ରୀ (ପି.ପି.ଏଫ୍‌ ,ଏଚ୍‌.ଆର) ପ୍ରକାଶ ଚନ୍ଦ୍ର ସ୍ୱାଇଁ, ଭୁବନେଶ୍ୱର ଡିଭିଜନ ନିର୍ବାହୀ ଯନ୍ତ୍ରୀ ଶ୍ରୀ ସୁଜିତ କୁମାର ମହାନ୍ତି, ପିପିଲି ଏସ୍‌.ଡି.ଓ ନିମାଇଁ ଚରଣ ବେହେରା, ଏସ୍‌.ଡି.ଓ ଖୋର୍ଦ୍ଧା ଶ୍ରୀ ରଞ୍ଜନ କୁମାର ମାଝି, ଏଷ୍ଟିମେଟର ଶ୍ରୀ ସୁଦର୍ଶନ ଷଡଙ୍ଗୀ, ପୁରୀ ଏସ୍‌.ଡି.ଓ ଶୁକଦେବ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version