• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛତିଆ ଛେନା କାକରା ପିଠା ର ଚାହିଦା ଦେଶ ବିଦେଶରେ ବେଶ ଆଦୃତି ଲାଭ କରିଛି

Proprietor Abhimanyu Maharana by Proprietor Abhimanyu Maharana
September 5, 2021
in ଓଡ଼ିଶା, ଯାଜପୁର, ହୋମ୍
0
ଛତିଆ ଛେନା କାକରା ପିଠା ର ଚାହିଦା ଦେଶ ବିଦେଶରେ ବେଶ ଆଦୃତି ଲାଭ କରିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୫ ସେପ୍ଟେମ୍ବର ରବିବାର)  ଛତିଆ :- ବିଭିନ୍ନ ସୁସ୍ୱାଦୁ ପ୍ରକାର ର ପୀଠାର ବଜାର ପାଲଟିଛି ଛତିଆ ର ଭଟ୍ଟ ସାଗର ବଜାର ଅଞ୍ଚଳରେ । ସୂଚନା ଥାଉକି, ଯାଜପୁର ଜିଲ୍ଲା ଛତିଆ ଦେଇ ଯାଇ ଥିବା ୧୬ ନମ୍ବର ଜାତୀୟ ରାଜପଥ ର ଛତିଆ ଭଟ୍ଟ ସାଗର ବଜାର ର ଉଭୟ ପାର୍ଶ୍ଵରେ ଗଢି ଉଠିଛି ସୁନ୍ଦର ଛେନା କାକରା ର ବଜାର । ରାତି ପାହିଲେ ରାଜ୍ୟ ତଥା ରାଜ୍ୟ ବାହାରର ପଥଚାରୀ ଙ୍କ ଭିଡ ଜମେ ଏହି ଭଟ୍ଟ ସାଗର ବଜାରରେ । ତେବେ ଏହି ସୁସ୍ୱାଦୁ କାକରା ର ଚାହିଦା ଦେଶ ଓ ବିଦେଶରେ ବେଶ ବଢୁ ଥିବା କଥା କହିଛନ୍ତି କାକରା ଗ୍ରାହକ ମାନେ।

ତେବେ ଏହି କାକରା ର କ୍ଵଲିଟି ଓ ସ୍ୱତନ୍ତ୍ରତା କଣ ରହିଛି ଯାହାକି ସାଲେପୁର ରସଗୋଲା,କେନ୍ଦ୍ରାପଡା ରସା ବଳି,ପାହାଳ ମିଠା, ଭଳି ଛତିଆ କାକରା କୁ ମାନ୍ୟତା ଦେବା ଆବଶ୍ୟକ ରହିଥିବା କହିଛନ୍ତି କାକରା ପ୍ରିୟ ବିଦେଶୀ ଦେଶୀ ଗ୍ରାହକ ମାନେ । କାରଣ ଏହି କାକରାର ସ୍ୱତନ୍ତ୍ରତା ହେଉଛି ଦେଶୀ ଗୁଆ ଘିଅ , କ୍ଷୀର, ଛେନା ରେ ଏହି କାକରା ପ୍ରସ୍ତୁତ କରାଯାଉ ଥିବା କଥା କହିଛନ୍ତି ଦୋକାନୀ । ବିଶେଷ ଭାବରେ ଏହି କାକରା ୩ ରୁ ୫ ଦିନ ପର୍ଯ୍ୟନ୍ତ ତାଜା ରହିଥାଏ, କାକରା ତିଆରି କରିବା ପାଇଁ ଦେଶୀ ଗାଈ ର ଛେନା, କ୍ଷୀର,ମଇଦା,ଚିନି,ଲୁଣ, ଗୋଲମରିଚ, ଅଳେଇଚ, ଗୁଜୁରାତି ଦିଆଯାଇ ପ୍ରସ୍ତୁତ କରାଯାଏ ।

କାକରା ପ୍ରସ୍ତୁତ କରୁଥିବା ଦୋକାନୀ ୧୬ ନମ୍ବର ଜାତୀୟ ରାଜପଥ ର ଉଭୟ ପାର୍ଶ୍ଵରେ ହୋଇ ଥିବାରୁ ଜାତା ୟତ କରୁଥିବା ମାନଙ୍କୁ ଆକର୍ଷିତ କରିଥାଏ। ବାଟୋଇ ମାନେ ଏହି କାକରା କୁ ଖାଇ ଆତ୍ମସନ୍ତୋଷ ଲାଭ କରିଥାନ୍ତି, ଦିନ ଓ ରାତି ଏହି ଦୋକାନ ମାନଙ୍କରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥାଏ । ତେବେ ଛତିଆ ଭଟ୍ଟ ସାଗର ବଜାରର କାକରା ପିଠାର ଦିନକୁ ଦିନ ରାଜ୍ୟ ତଥା ଦେଶ ବିଦେଶରେ ଚାହିଦା ବଢୁ ଥିବାରୁ ଏହି କାକରା ପିଠାକୁ ସରକାର ମାନ୍ୟତା ଦେବା ପାଇଁ ବୁଦ୍ଧିଜୀବି ମାନେ ଦାବି କରି ଥିବା ଦେଖିବାକୁ ମିଳିଛି । (ଛତିଆ ରିପୋର୍ଟ ଚନ୍ଦ୍ରଶେଖର ପୃଷ୍ଟି)
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version