• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନ୍ୟବର ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଏବଂ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ଙ୍କୁ କୃତଜ୍ଞତା

Proprietor Abhimanyu Maharana by Proprietor Abhimanyu Maharana
September 6, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ମାନ୍ୟବର ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଏବଂ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ଙ୍କୁ କୃତଜ୍ଞତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୬ ସେପ୍ଟେମ୍ବର ସୋମବାର) ନୂଆଗାଁ :- ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ସୁପାରିଶ କ୍ରମେ ମାନ୍ୟବର ରାଜ୍ୟ ବିଜେଡ଼ି ସଭାପତି ତଥା ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ନୟାଗଡ ଜିଲ୍ଲା ବିଜେଡ଼ି କମିଟି ଘୋଷଣା କରାଯାଇଛି । ନୟାଗଡ ଜିଲ୍ଲା ବିଜେଡ଼ି କମିଟି ରେ ନୂଆଗାଁ ବ୍ଲକ୍ ରୁ ୬ ଜଣ ମନୋନୀତ ହୋଇଛନ୍ତି । ନୟାଗଡ ଜିଲ୍ଲା ବିଜେଡ଼ି ଉପ ସଭାପତି ଭାବେ ଦିଲ୍ଲୀପ କୁମାର ଦଳ ବେହେରା,ସାଧାରଣ ସମ୍ପାଦକ ଭାବେ ଅନ୍ତର୍ଯ୍ୟାମୀ ସ୍ୱାଇଁ,ସମ୍ପାଦକ ଭାବେ ବିଜୟ କୁମାର ଶାସମଲ୍,ସୂର୍ଯ୍ୟ ନାରାୟଣ ସାହୁ, ନିରଞ୍ଜନ ନାୟକ ଏବଂ ସାମାଜିକ ଗଣ ମାଧ୍ୟମରେ ସଞ୍ଜୟ କୁମାର ସାହୁ ମନୋନୀତ ହୋଇଛନ୍ତି ।

ନୟାଗଡ ଜିଲ୍ଲା ବିଜେଡ଼ି କମିଟି ରେ ମନୋନୀତ କରାଯାଇଥିବା ରୁ ରାଜ୍ୟ ବିଜେଡ଼ି ସଭାପତି ତଥା ଦଳ ର ସୁପ୍ରିମୋ ନବୀନ ପଟ୍ଟନାୟକ ଙ୍କ ସହିତ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଏବଂ କୃଷି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଙ୍କୁ ନବ ମନୋନୀତ ସଦସ୍ୟ ମାନେ କୃତଜ୍ଞତା ପ୍ରଦାନ କରିଛନ୍ତି  । ତତ୍ ସହିତ ତୃଣମୂଳ ସ୍ତରରୁ ଆରମ୍ଭ କରି ଜିଲ୍ଲା ସ୍ତରରେ ଦଳକୁ ଅଧିକରୁ ଅଧିକ ସୁଦୃଢ଼ କରିବା ପାଇଁ ପ୍ରଚେଷ୍ଟା ଜାରି ରହିବ ବୋଲି କହିଛନ୍ତି । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

May 16, 2026
ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

May 16, 2026
ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

May 16, 2026
ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

May 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

May 16, 2026
ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version