• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମନରେଗା ଯୋଜନାରେ ଶ୍ରମିକ ମାନଙ୍କ ମଜୁରୀ ଟଙ୍କା ମିଳିନଥିବା ନେଇ ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ଅଭିଯୋଗ

Proprietor Abhimanyu Maharana by Proprietor Abhimanyu Maharana
September 7, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ମନରେଗା ଯୋଜନାରେ ଶ୍ରମିକ ମାନଙ୍କ ମଜୁରୀ ଟଙ୍କା ମିଳିନଥିବା ନେଇ ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ଅଭିଯୋଗ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୭ ସେପ୍ଟେମ୍ବର ମଙ୍ଗଳବାର ) ବାଲିଗୁଡା :- ଦିନକୁ ଦିନ ଶ୍ରମିକ ମାନଙ୍କ ଉପରେ ଜୁଲମ ବଢ଼ିବା ସହ ମିଳୁନାହିଁ ନିଜର ପାରିଶ୍ରମିକ ଟଙ୍କା । ଏନେଇ ଶ୍ରମିକ ମାନେ ଜିଲ୍ଲା ଶ୍ରମ ଆୟୁକ୍ତ କାର୍ଯ୍ୟଳୟରେ ଅଭିଯୋଗ କଲେ ସୁଦ୍ଧା ମିଳୁନାହିଁ ନ୍ୟାୟ । ମିଳୁଛି ଖାଲି ତାରିଖ ଉପରେ ତାରିଖ । ଏପରିକି ଶ୍ରମିକଙ୍କୁ ନ୍ୟାୟ ଦେବା ବଦଳରେ ଶ୍ରମ ଅଧିକାରୀ ଶ୍ରମିକ ମାନଙ୍କୁ ଖର୍ଚ୍ଚାନ୍ତ କରାଉଥିବା ଶ୍ରମିକ ମାନେ ଅଭିଯୋଗ କରିଛନ୍ତି । ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅନ୍ତର୍ଗତ ସଲାବାଡ଼ି ଗ୍ରାମରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ଏହି ଗ୍ରାମର ଦାରାବଣ୍ଡା ଠାରୁ ଆଡିନପାଙ୍ଗା ପର୍ଯ୍ୟନ୍ତ ମନରେଗା ଯୋଜନାରେ ୨୦୨୦ ମସିହାରେ ରାସ୍ତା କାମ ହୋଇଥିଲା । ଏହି କାମରେ ଗ୍ରାମର ବହୁ ପୁରୁଷ ଓ ମହିଳା ଲୋକ କାମ କରିଥିବା ବେଳେ କିଛି କିଛି ମଜୁରୀ ଟଙ୍କା ମିଳିଥିବା ବେଳେ ୧ ଲକ୍ଷ ରୁ ଉର୍ଦ୍ଧ ମଜୁରୀ ଟଙ୍କା ଶ୍ରମିକ ମାନେ ପାଇବେ ।

ଶ୍ରମିକ ମାନଙ୍କୁ ସଠିକ ସମୟରେ ମଜୁରୀ ଟଙ୍କା ମିଳିବ କହି ଗାଁ ସାଥି ତଥା ସିମନବାଡ଼ି ପଞ୍ଚାୟତର ନାଏବ ସରପଞ୍ଚ ମୋହନ ପ୍ରଧାନ ଲୋକଙ୍କୁ କାମ କରାଇଥିଲେ । ଏହି କାମ ବାବଦକୁ ସମସ୍ତ ଟଙ୍କା ବିଲ ମଧ୍ୟ ହେଲା। ହେଲେ ଟଙ୍କାକୁ ଶ୍ରମିକ ମାନଙ୍କୁ ନଦେଇ ଗାଁ ସାଥି ମୋହନ ପ୍ରଧାନ ଆତ୍ମସାତ କରିଦେଇଥିବା ନେଇ ଶ୍ରମିକ ମାନେ ପ୍ରଥମେ ବ୍ଲକ କାର୍ଯ୍ୟଳୟରେ ଅଭିଯୋଗ କରିଥିଲେ । ବ୍ଲକ କାର୍ଯ୍ୟଳୟରେ ନ୍ୟାୟ ନପାଇବାରୁ ଶେଷରେ ଜିଲ୍ଲା ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟଳୟରେ ଗତ ନଭେମ୍ବର ମାସରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ମୋହନ ପ୍ରଧାନଙ୍କୁ ବର୍ତମାନ ପର୍ଯ୍ୟନ୍ତ ୪ ଥର ନୋଟିସ ଜାରି ହେବା ସହ ଗତ ୩ ତାରିଖରେ ବିନା ନୋଟିସରେ ଉଭୟ ପକ୍ଷକୁ ଡକାଇଥିଲେ ।

ହେଲେ ଅଭିଯୋଗ ହେବାର ୯ ମାସ ବିତିଯାଇଥିଲେ ସୁଦ୍ଧା ତଦନ୍ତ ଆଳରେ ନିରୀହ ଶ୍ରମିକ ମାନଙ୍କୁ ଶ୍ରମ କାର୍ଯ୍ୟଳୟ ଦାୟିତ୍ୱ ରେ ଥିବା ଅଧିକାରୀ ୪ ଥର ଡକାଇ ୨୦ ହଜାର ରୁ ଉର୍ଦ୍ଧ ଟଙ୍କା ଖର୍ଚ୍ଚାନ୍ତ କରାଇ ସାରିଲେଣି । ନିରୀହ ଗରିବ ଶ୍ରମିକ ମାନେ ନିଜର ପାରିଶ୍ରମିକ ଟଙ୍କା ପାଇବା ବଦଳରେ ନିଜ ଘରର ସାମାନ ବିକ୍ରି କରି ଶ୍ରମ କାର୍ଯ୍ୟାଳୟ କୁ ଦୌଡ଼ିବାକୁ ପଡୁଥିବା ଶ୍ରମିକ ସୁକେନ୍ଦ୍ର ଦିଗାଲ, ପ୍ରଶନ ପ୍ରଧାନ, ପ୍ରଶାନ୍ତ ଦିଗାଲ, ଜୁନସ ଦିଗାଲ, ସୁରେଶ ଦିଗାଲ, ରମାକାନ୍ତ ଦିଗାଲ, ଜ୍ୟୋତିରାଜ ଦିଗାଲ,ପାଦିରା ଦିଗାଲ,ବିପିନ ପ୍ରଧାନ, ପେରିତ ଦିଗାଲ ପ୍ରମୁଖ ଅଭିଯୋଗ କରିଛନ୍ତି ।

ଏଭଳିକି ଅଭିଯୋଗ ହେବାର ୯ ମାସ ବିତିଯାଇଥିଲେ ସୁଦ୍ଧା କୌଣସି ତଦନ୍ତ ମଧ୍ୟ ଆରମ୍ଭ ହୋଇନଥିବା ସହ ଘଟଣା ସ୍ଥଳକୁ ଏପର୍ଯ୍ୟନ୍ତ ଶ୍ରମ ଅଧିକାରୀ ଆସିନଥିବା ଶ୍ରମିକ ମାନେ ଅଭିଯୋଗ କରିଛନ୍ତି । ମୋହନ ପ୍ରଧାନ ଜଣେ ନାଏବ ସରପଞ୍ଚ ହୋଇଥିଲେ ସୁଦ୍ଧା ସେ କିପରି ଗାଁ ସାଥି ହୋଇ ଲୋକଙ୍କ କାମ କରାଇ ଥିବା ବିଲ ଟଙ୍କାକୁ ହଡ଼ପ କଲେ ତାହା ଏବେ ତଦନ୍ତ ସାପେକ୍ଷ ହୋଇଛି । ଏଣୁ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଶ୍ରମିକ ମାନଙ୍କୁ ନ୍ୟାୟ ପ୍ରଦାନ କରିବା ସହ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ଅଞ୍ଚଳ ବାସୀ ଦାବି କରିଛନ୍ତି । ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଏକାଧିକ ଥର ଫୋନ ଯୋଗେ ଯୋଗଯୋଗ କରିଥିଲେ ସୁଦ୍ଧା ଯୋଗାଯୋଗ ସମ୍ଭବ ହୋଇନଥିବା ବେଳେ ଗାଁ ସାଥି ମୋହନ ପ୍ରଧାନଙ୍କୁ ଉକ୍ତ ବିଷୟରେ ପଚାରିବାରୁ ସେ ଉକ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। (ରିପୋର୍ଟ,ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version