• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଭିଡ୍-୧୯ ନିୟନ୍ତ୍ରଣ ପାଇଁ ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା : କ୍ୱାରେଣ୍ଟାଇନ୍ ଅବଧି ସରିବା ପରେ ପ୍ରୋତ୍ସାହନ ରାଶି ୨ ହଜାର ଟଙ୍କା ଦିଆଯିବ ।

Proprietor Abhimanyu Maharana by Proprietor Abhimanyu Maharana
April 19, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କୋଭିଡ୍-୧୯ ନିୟନ୍ତ୍ରଣ ପାଇଁ ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା : କ୍ୱାରେଣ୍ଟାଇନ୍ ଅବଧି ସରିବା ପରେ ପ୍ରୋତ୍ସାହନ ରାଶି ୨ ହଜାର ଟଙ୍କା ଦିଆଯିବ ।
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା, ରବିବାର, ଏପ୍ରିଲ 19.4.2020 :- ଭୁବନେଶ୍ୱର, ଲକ୍ ଡାଉନ୍ ରେ ଫସି ରହିଥିବା ଓଡ଼ିଆମାନେ ରାଜ୍ୟକୁ ଫେରିବା ପୂର୍ବରୁ ସେମାନଙ୍କ ପରିବାର ଓ ବନ୍ଧୁମାନେ ନିଜ ପଞ୍ଚାୟତରେ ନାଁ ରେଜିଷ୍ଟ୍ରେସନ୍ କରିବେ । ଫେରିଲା ପରେ ସେହି ପଞ୍ଚାୟତରେ କ୍ୱାରେଣ୍ଟାଇନ୍ ରେ ରହିବେ । ସେମାନଙ୍କର ଖାଇବା, ରହିବା ଓ ଚିକିତ୍ସା ସବୁ ମାଗଣାରେ ଯୋଗାଇ ଦିଆଯିବ । କ୍ୱାରେଣ୍ଟାଇନ୍ ଅବଧି ସରିବା ପରେ ପ୍ରୋତ୍ସାହନ ରାଶି ଭାବେ ପ୍ରତ୍ୟେକଙ୍କୁ ୨ ହଜାର ଟଙ୍କା ଦିଆଯିବ । କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି । ଅନ୍ୟ ରାଜ୍ୟରେ ଅଟକି ରହିଥିବା ଲକ୍ଷ ଲକ୍ଷ ଶ୍ରମିକ, ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ରୋଗୀ ଏବଂ ପ୍ରଫେସନାଲ୍ ଙ୍କ ଦୁର୍ଦ୍ଦଶାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ରାଜ୍ୟ ସରକାରଙ୍କ ପଦକ୍ଷେପରେ ସହଯୋଗ କରିବାକୁ ଅପିଲ୍ କରିଛନ୍ତି । ଅନ୍ୟ ରାଜ୍ୟରୁ ଫେରନ୍ତା ଓଡ଼ିଆଙ୍କ ରେଜିଷ୍ଟ୍ରେସନ୍ ଓ କ୍ୱାରେଣ୍ଟାଇନ୍ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପଞ୍ଚାୟତ ଅନୁଷ୍ଠାନଗୁଡ଼ିକ ଉପରେ ଦାୟିତ୍ୱ ଛାଡ଼ିଛନ୍ତି । କୋଭିଡ୍-୧୯ ନିୟନ୍ତ୍ରଣ ପାଇଁ ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା ଦେଇଛନ୍ତି । ଏହି କାର୍ଯ୍ୟକୁ ମାନବୀୟ ଦୃଷ୍ଟିରୁ ଗ୍ରହଣ କରି ଠିକ୍ ଭାବରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଏହି ଐତିହାସିକ ପଦକ୍ଷେପ ନେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଅସାଧାରଣ ପରିସ୍ଥିତି, ଅସାଧାରଣ ସମାଧାନ ଆବଶ୍ୟକ କରେ । ପଞ୍ଚାୟତ ଏବଂ ଅର୍ବାନ୍ ଲୋକାଲ୍ ବଡି ମାନଙ୍କ ସଶକ୍ତିକରଣ ଦ୍ୱାରା ଆମେ ପରିସ୍ଥିତିକୁ ଠିକ୍ ଭାବେ ମୁକାବିଲା କରିପାରିବା । ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କୁ ଉଚିତ ସେବା ଯୋଗାଇ ଦେଇପାରିବା ଏବଂ କୋଭିଡ୍-୧୯ ବିରୁଦ୍ଧରେ ଆମ ଲଢ଼େଇକୁ ଆହୁରି ମଜବୁତ କରିପାରିବା ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଭିଡ଼ିଓ ବାର୍ତ୍ତାରେ ପୁଣି କହିଛନ୍ତି, ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version