• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନ୍ୟବର ଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ଦିବ୍ୟଶଙ୍କର ମିଶ୍ରଙ୍କ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ର ପାୱାର ସିଷ୍ଟମ୍ କଂଟ୍ରୋଲ୍‌ ସେଂଟର୍ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
September 9, 2021
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ମାନ୍ୟବର ଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ଦିବ୍ୟଶଙ୍କର ମିଶ୍ରଙ୍କ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ର ପାୱାର ସିଷ୍ଟମ୍ କଂଟ୍ରୋଲ୍‌ ସେଂଟର୍ ପରିଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୮ ସେପ୍ଟେମ୍ବର ବୁଧବାର ) ଭୁବନେଶ୍ୱର :- ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ଭୁବନେଶ୍ୱରରେ ଥିବା ପାୱାର ସିଷ୍ଟମ୍ କଂଟ୍ରୋଲ୍‌ ସେଂଟର୍ (ପିଏସ୍‌ସିସି)କୁ ନିକଟରେ ଓଡ଼ିଶାର ମାନ୍ୟବର ଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ଦିବ୍ୟ ଶଙ୍କର ମିଶ୍ର ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ତାଙ୍କ ସହିତ ଶ୍ରୀଯୁକ୍ତ ସୁବାଷ ସିଂହ, ସାଂସଦ, ଓଡ଼ିଶା ସରକାର, ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଓ ଶ୍ରୀଯୁକ୍ତ ବିକ୍ରମ ପଣ୍ଡା, ବିଧାୟକ ଉପସ୍ଥିତ ଥିଲେ । ପିଏସ୍‌ସିସି ହେଉଛି ଟିପିସିଓଡିଏଲ୍‌ର ୩୩/୧୧ କେଭି ସବ୍‌ଷ୍ଟେସନ୍‌ର ସବୁ ପ୍ରକାର ପରିଚାଳନାର ପ୍ରମୁଖ କେନ୍ଦ୍ର । ଭୁବନେଶ୍ୱର, କଟକ ଓ ପୁରୀରେ ଥିବା ମୋଟ ୯୦ଟି ୩୩/୧୧ କେଭି ସବ୍‌ଷ୍ଟେସନ୍ ମଧ୍ୟରୁ ୭୦ଟି ଏହି କେନ୍ଦ୍ରରୁ ନିୟନ୍ତ୍ରିତ ହେଉଛି । ସମ୍ପୂର୍ଣ୍ଣ ରିମୋଟ୍ ନିରୀକ୍ଷଣ ଦ୍ୱାରା ଏହା ପରିଚାଳିତ ହେଉଛି ଏବଂ ଯେକୌଣସି ପ୍ରକାର ଅସ୍ୱାଭାବିକତା ଲାଗି ବିତରଣ ନେଟ୍‌ୱର୍କର ଏହା ନିରୀକ୍ଷଣର ନିୟନ୍ତ୍ରଣ କରୁଛି ଏବଂ ନିର୍ଧାରିତ ସମୟ ସୀମା ଭିତରେ ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରିବାରେ ସହାୟକ ହେଉଛି । ପିଏସ୍‌ସିସି ସେଂଟର୍ ପକ୍ଷରୁ ବ୍ରେକର୍‌/ଆଇସୋଲେଟର୍ ଭଳି ବିଦ୍ୟୁତ ଯୋଗାଣ ଉପକରଣକୁ ରିମୋଟ୍ ପରିଚାଳନା କରାଯାଉଥିବା ବେଳେ ପରିଚାଳନା ଭିନ୍ନତାର ନିରୀକ୍ଷଣ କରାଯାଉଛି । ଲାଇନ୍ କାର୍ଯ୍ୟ କରିବା ଲାଗି ସମ୍ପୂର୍ଣ୍ଣ ସୁରକ୍ଷିତ ବୋଲି ଏହା ନିଶ୍ଚିତ କରିବା ପରେ ଏହା କ୍ଷେତ୍ର ସ୍ଥଳରେ ଥିବା ଷ୍ଟାଫ୍‌ମାନଙ୍କୁ ମରାମତି/ବ୍ରେକ୍‌ଡାଉନ୍ କାର୍ଯ୍ୟ କରିବାର ଅନୁମତି ପ୍ରଦାନ କରୁଛି ।

ଏହି ଅବସରରେ ଶ୍ରୀଯୁକ୍ତ ଏମ୍ ସେନ୍‌ବାଗମ୍‌, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍‌ କହିଛନ୍ତି ଯେ, “ଶ୍ରୀଯୁକ୍ତ ଦିବ୍ୟ ଶଙ୍କର ମିଶ୍ର ଆମର ପିଏସ୍‌ସିସି ପରିଦର୍ଶନ କରିବା ଓ ଓଡ଼ିଶା ବିତରଣର ପରିବର୍ତନ ଦିଗରେ ଆମର ଉଦ୍ୟମ ପାଇଁ ତାଙ୍କୁ ଠାରୁ ପ୍ରଶସିଂତ ହେବା ଆମ ପାଇଁ ଅତ୍ୟନ୍ତ ସମ୍ମାନର ବିଷୟ । ଆମେ ଆମ କାର୍ଯ୍ୟ କ୍ଷେତ୍ରରେ ନିରନ୍ତର ଉଦ୍ୟମ ଏବଂ ବିଭିନ୍ନ ପ୍ରଯୁକ୍ତି ଭିତ୍ତିକ ନବସୃଜନ ଜରିଆରେ ନିରବଚ୍ଛିନ୍ନ ଓ ଗୁଣାତ୍ମକ ବିଦ୍ୟୁତ ଯୋଗାଣକୁ ନିଶ୍ଚିତ କରିବା ଜାରି ରଖିବୁ ।’’ ଏହି କେନ୍ଦ୍ରର ପରିଚାଳନା କାର୍ଯ୍ୟ ବିଷୟରେ ବ୍ୟାଖ୍ୟା କରିବା ସହିତ ଅତିଥି ମହାଶୟମାନଙ୍କୁ ସୁପର୍‌ଭାଇଜରି କଂଟ୍ରୋଲ୍ ଆଣ୍ଡ୍ ଡାଟା ଆକ୍ୟୁଜିସନ୍ (ଏସ୍‌ସିଏଡିଏ) ଓ କେନ୍ଦ୍ରର ଅଟୋମେସନ୍ ଅଂଶରେ ହେଉଥିବା ପ୍ରତ୍ୟକ୍ଷ କାର୍ଯ୍ୟର ଲାଇଭ୍ ଡେମୋ ପ୍ରଦର୍ଶନ କରାଯାଇଥିଲା । ଶ୍ରୀଯୁକ୍ତ ଏନ୍ ସେନ୍‌ବାଗମ୍ ଓ ଅନ୍ୟ ବରିଷ୍ଠ ସଦସ୍ୟଙ୍କ ଉପସ୍ଥିତିରେ ପିଏସ୍‌ସିସିର ମୁଖ୍ୟ ଶ୍ରୀଯୁକ୍ତ ଚିଟ୍‌ନିସ୍ ଡେମୋ ପ୍ରଦାନ କରିଥିଲେ । ବିତରଣ କ୍ଷେତ୍ରକୁ ପ୍ରଯୁକ୍ତି ଆଣିଥିବାରୁ ମନ୍ତ୍ରୀ ଟିପିସିଓଡିଏଲ୍‌କୁ ପ୍ରଶଂସା କରିଥିଲେ ଏବଂ ବ୍ୟବସ୍ଥାକୁ ସୁଦୃଢ଼ କରିବା ଓ ଭରସାଯୋଗ୍ୟତାରେ ଉନ୍ନତି ଆଣିବା ଲାଗି ପ୍ରଯୁକ୍ତି କାର୍ଯ୍ୟକାରିତାରେ ଉନ୍ନତି ଆଣିବାକୁ ସେ ପରାମର୍ଶ ଦେଇଥିଲେ । ନୂଆ ଏବଂ ପ୍ରଭାବଶାଳୀ ପ୍ରଯୁକ୍ତି ଜରିଆରେ ବ୍ୟବସ୍ଥାରେ ଉନ୍ନତି ଆଣିବାକୁ ସେ ଟିିପିସିଓଡିଏଲ୍‌କୁ ପ୍ରୋତ୍ସାହିତ କରିଥିଲେ । ପିଏସ୍‌ସିସି ଜରିଆରେ ରିମୋଟ୍‌ ପରିଚାଳନାକୁ ପ୍ରଭବଶାଳୀ ଢଙ୍ଗରେ ପରିଚାଳନା କରୁଥିବାରୁ ସେ ଟିପିସିଓଡିଏଲ୍‌କୁ ପ୍ରଶଂସା କରିଥିଲେ ଯଦ୍ୱାରା ସୁରକ୍ଷିତ ପରିଚାଳନା ନିଶ୍ଚିତ ହୋଇପାରିଛି ଓ ପରିଚାଳନା ଉତ୍କର୍ଷ ଆଡ଼କୁ ବାଟ ଫିଟିଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version