• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରଜ୍ଞା ପୁରୁଷ ଜାନକୀ ବଲ୍ଲଭଙ୍କ ୫ମ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
April 19, 2020
in Uncategorized, ଓଡ଼ିଶା, ହୋମ୍
0
ପ୍ରଜ୍ଞା ପୁରୁଷ ଜାନକୀ ବଲ୍ଲଭଙ୍କ ୫ମ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ଜାନକୀ ବଲ୍ଲଭଙ୍କ ୫ମ ଶ୍ରଦ୍ଧାଞ୍ଜଳି , ରବିବାର, ଏପ୍ରିଲ 19.4.2020 :- ଭୁବନେଶ୍ୱର ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପୂର୍ବତନ ରାଜ୍ୟପାଳ ପ୍ରଜ୍ଞାପୁରୁଷ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ଙ୍କ ସ୍ମୃତି ଉଦେଶ୍ୟ ରେ ଆସନ୍ତା ୨୧ ତାରିଖ ରେ ହେବାକୁ ଥିବା ୫ମ ରାଜ୍ୟସ୍ତରୀୟ ଜାନକୀ ବଲ୍ଲଭ ସ୍ମୃତି କମିଟିର ସାଧାରଣ ସମ୍ପାଦକ ଡ଼ଃ.ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଏକ ପ୍ରେସ ବିବୃତି ରେ ଜଣାଇଛନ୍ତି । ଏହି ଦିନ ଆର୍ଯ୍ୟଭବନ ଠାରେ ପୂର୍ବାହ୍ନ ଆଠ ଘଣ୍ଟା ସମୟରେ ଶାନ୍ତି ଯଜ୍ଞ ଓ ସ୍ବର୍ଗତ ପଟ୍ଟନାୟକ ଶିଶୁ ଭବନ ଛକ ସ୍ଥିତ ବାସଭବନ ଠାରେ ଫଟୋ ଚିତ୍ର ରେ ପୁଷ୍ପାର୍ଘ୍ୟ ଅର୍ପଣ କରାଯିବ ଓ ଅନୁଷ୍ଠାନ ର କୋଷାଧକ୍ଷ ଡ଼ଃ ବଦ୍ରୀନାଥ ପଟ୍ଟନାୟକଙ୍କ ସଂଯୋଜନା ରେ ସନ୍ଧ୍ୟା ୬ ଘଣ୍ଟା ୩୦ ମିନିଟ ସମୟରେ ଜୁମ୍ ଭିଡିଓ ମାଧ୍ୟମ ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେବ।ଜିଲ୍ଲା ସ୍ତରୀୟ କମିଟି ମାନେ ସ୍ଵ ସ୍ଥାନ ରେ କେବଳ ଫଟୋଚିତ୍ର ରେ ପୁଷ୍ପାର୍ଘ୍ୟ ଦେଇ କାର୍ଯ୍ୟ ସମ୍ପାଦନ କରିବାକୁ ଡ଼ଃ ଜ୍ଞାନେନ୍ଦ୍ର ଙ୍କ ଅନୁରୋଧ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

March 15, 2026
ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର  ” ବିଶ୍ୱାସ ”  କାର୍ଯ୍ୟକ୍ରମ

ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

ହଜାର ହଜାର ଲୋକଙ୍କ ସମାଗମ ଆଉ ଓଡ଼ିଶାର ଗୌରବମୟ ସଂସ୍କୃତି ସହ ଦିଲ୍ଲୀରେ ଓଡ଼ିଶା ପର୍ବ ୨୦୨୬ର ସଫଳ ସମାପନ

March 15, 2026
ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର  ” ବିଶ୍ୱାସ ”  କାର୍ଯ୍ୟକ୍ରମ

ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର ” ବିଶ୍ୱାସ ” କାର୍ଯ୍ୟକ୍ରମ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version