• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୦ ଏପ୍ରିଲ, ସୋମବାର : ଜାଣନ୍ତୁ ଆପଣଙ୍କର ରାଶିଫଳ.

Proprietor Abhimanyu Maharana by Proprietor Abhimanyu Maharana
April 20, 2020
in Uncategorized, ରାଶିଫଳ, ହୋମ୍
0
୨୦ ଏପ୍ରିଲ, ସୋମବାର : ଜାଣନ୍ତୁ ଆପଣଙ୍କର ରାଶିଫଳ.
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ୨୦ ଏପ୍ରିଲ, ସୋମବାର :- ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ ମେଷ : ଦିନର ପ୍ରାରମ୍ଭରେ ଆପଣ କୌଣସି ପ୍ରକାରର ଦ୍ୱନ୍ଦ୍ୱରେ ରହିବେ। ନିଜର ମଧୁରବାଣୀ ଏବଂ ଭାଷାରେ ଆପଣ କାହାକୁ ମଧ୍ୟ ମନାଇ ପାରିବେ। ମଧ୍ୟାହ୍ନ ପରେ ଆପଣଙ୍କ ଉତ୍ସାହରେ ବୃଦ୍ଧି ହେବ ଏବଂ ମନ ପ୍ରଫୁଲ୍ଲିତ ରହିବ। ଯାତ୍ରାର ମଧ୍ୟ ଯୋଗ ଅଛି। ଧନ ସମ୍ବନ୍ଧରେ କୌଣସି ବିଶେଷ ଚର୍ଚ୍ଚା ହୋଇପାରେ।

ବୃଷ : ଆପଣଙ୍କ ଆଜିର ଦିନ ମଧ୍ୟମଫଳଦାୟୀ ରହିବ। ଦିବସର ପ୍ରାରମ୍ଭରେ ଆପଣଙ୍କୁ ଶାରୀରିକ ତଥା ମାନସିକ ରୂପରେ ଫୂର୍ତ୍ତି ଏବଂ ଆନନ୍ଦ ଅନୁଭବ ହେବ। ଆପଣଙ୍କ ସୃଜନାତ୍ମକ ଏବଂ କଳାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହୋଇପାରେ। ମଧ୍ୟାହ୍ନ ପରେ ଆପଣ କୌଣସି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ବୈଚାରିକ ସ୍ତରରେ ଆପଣ ବୁଡ଼ି ରହିବେ। ଆବଶ୍ୟକ ନିର୍ଣ୍ଣୟ ଏହି ସମୟ ନନେବାପାଇଁ ଉପଦେଶ।

ମିଥୁନ : ଆପଣଙ୍କ ଆଜିର ଦିନ ମିଶ୍ରିତ ଫଳଦାୟୀ ରହିବ। ଆଜି ଆପଣ ଚିନ୍ତାରେ ଘେରି ରହିବେ ଏବଂ ସ୍ଵାସ୍ଥ୍ୟରେ ମଧ୍ୟ ଅବନ୍ନତି ହୋଇପାରେ। ପରିବାରରେ ମଧ୍ୟ ମତଭେଦ ରହିବ, ପରନ୍ତୁ ମଧ୍ୟାହ୍ନ ପରେ ଆପଣ ସମସ୍ତ କାର୍ଯ୍ୟଗୁଡ଼ିକରେ ଅନୁକୂଳତା ଅନୁଭବ କରିବେ। ଆର୍ଥିକ ଲାଭର ସଂଭାବନା ଅଛି।

କର୍କଟ : ଦିନର ପ୍ରାରମ୍ଭରେ ଆପଣଙ୍କ ପରିବାରରେ ଖୁସିର ମାହୌଲ ରହିବ ଏବଂ ବ୍ୟାପାରରେ ସମୟ ଠିକ ରହିବ। ମହିଳାବର୍ଗଙ୍କଠାରୁ ଲାଭ ହେବାର ଯୋଗ ଅଛି। ପ୍ରିୟ ପାତ୍ରଙ୍କ ସହ ଭେଟ ହେବ। ମାନସିକ ତଥା ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ, ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନରେ ବିବିଧ ପ୍ରକାରର ଚିନ୍ତା ଆସିବ, ଯାହା କି ପାରିବାରିକ ବାତାବରଣକୁ ବିଗାଡ଼ି ପାରେ।

ସିଂହ : ଆଜିର ଦିନ ଆନନ୍ଦପୂର୍ବକ ବିତିବ। ବ୍ୟାପାର କରୁଥିବା ଲୋକଙ୍କ ପାଇଁ ଆଜିର ଦିନ ଲାଭଦାୟୀ ଅଟେ। ଧନ ବୃଦ୍ଧି ହେବ। ମହିଳାବର୍ଗଙ୍କର ଲାଭ ହେବାର ମଧ୍ୟ ସଂଭାବନା ଅଛି। ସନ୍ତାନଙ୍କ ତରଫରୁ ମଧ୍ୟ ଲାଭ ମିଳିବ। ଛୋଟ ଯାତ୍ରା ପାଇଁ ପରିସ୍ଥିତି ଅନୁକୂଳ ହେବ। ଦାମ୍ପତ୍ୟ ଜୀବନରେ ଆନନ୍ଦ ରହିବ।

କନ୍ୟା : ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଆଧ୍ୟାତ୍ମ ପ୍ରତି ଆକର୍ଷଣ ବଢ଼ିବ। କାର୍ଯ୍ୟାଳୟ କିମ୍ବା ବ୍ୟବସାୟରେ କାର୍ଯ୍ୟଭାର ଅଧିକ ରହିବ। ବିଦେଶ ଯିବାକୁ ଇଚ୍ଛୁକ ଲୋକମାନଙ୍କ ପାଇଁ ଯୋଗ ଭଲ। ମଧ୍ୟାହ୍ନ ପରେ ନୂଆ କାର୍ଯ୍ୟର ଆୟୋଜନ କରି ପାରିବେ। ରୋକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟରେ ବୃଦ୍ଧିର ସଂଭାବନା ଅଛି। ଗୃହସ୍ଥ ଜୀବନରେ ମଧୁରତା ରହିବ। ମାନ-ସମ୍ମାନ ମିଳିବ।

ତୁଳା : ଖାଦ୍ୟ-ପେୟରେ ଆଜି ବିଶେଷ ଧ୍ୟାନ ରଖିବାର ଆବଶ୍ୟକତା ଅଛି। ଦିନ ସମୟରେ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ନୁହେଁ। ଅଧିକ କାର୍ଯ୍ୟରେ ଶିଥିଲତା ଏବଂ ମାନସିକ ବ୍ୟଗ୍ରତାର ଅନୁଭବ କରିବେ। ଯାତ୍ରା ଲାଭଦାୟୀ ନୁହେଁ। ଧାର୍ମିକ କାର୍ଯ୍ୟ ହେବ। ବିଦେଶରେ ସ୍ଥିତ ସ୍ଵଜନମାନଙ୍କର ଭଲ ସମାଚାର ମିଳିବ। ବ୍ୟାପାରରେ ଆର୍ଥିକ ଲାଭ ହେବ। ନୂଆ ଆୟୋଜନ ପାଇଁ ଅନୁକୂଳ ପରିସ୍ଥିତି ହେବ।

ବିଚ୍ଛା : ଆପଣ ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରି ପାରିବେ। ପରିଜନମାନଙ୍କର ସହିତ ସାମାଜିକ ସମାରୋହରେ ଭାଗ ନେବେ। ଛୋଟ ଯାତ୍ରାର ମଧ୍ୟ ଯୋଗ ଅଛି। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ଅଛି। ମାନସିକ ରୂପରେ କିଛି ବ୍ୟଗ୍ରତା ମଧ୍ୟ ଅନୁଭବ କରିବେ। ଖାଦ୍ୟ-ପାନୀୟ ଉପରେ ବିଶେଷ ରୂପରେ ଧ୍ୟାନ ଦେବେ।

ଧନୁ : ଆଜିର ଦିନ ଶୁଭଫଳଦାୟୀ ହେବ। ଶରୀର ଏବଂ ମନ ଅସୁସ୍ଥ ରହୁଥିଲେ ମଧ୍ୟ ଆପଣ ନିଜର ଅସଂପୂର୍ଣ୍ଣ କାର୍ଯ୍ୟଗୁଡ଼ିକୁ ସଂପୂର୍ଣ୍ଣ କରି ପାରିବେ। ଆର୍ଥିକ ଆୟୋଜନ ମଧ୍ୟ ବହୁତ ଭଲ ଭାବରେ କରି ପାରିବେ। କାର୍ଯ୍ୟାଳୟରେ ସହକର୍ମିମାନଙ୍କ ସହଯୋଗ ଆପଣଙ୍କୁ ମିଳିବ। ପରିଜନ ଏବଂ ମିତ୍ରମାନଙ୍କର ଘନିଷ୍ଠତାରେ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦଦାୟୀ ରହିବ। ବ୍ୟାପାରରେ ବୃଦ୍ଧି କରି ପାରିବେ।

ମକର : ବୈଚାରିକ ସ୍ତରରେ ବିଶାଲତା ଏବଂ ମଧୁରବାଣୀରେ ଆପଣ ଅନ୍ୟଜନମାନଙ୍କୁ ପ୍ରଭାବିତ କରି ପାରିବେ। ବାଣୀର ମଧୁରତା ଆପଣଙ୍କୁ ନୂଆ ସମ୍ବନ୍ଧ ବନାଇବା ପାଇଁ ମଧ୍ୟ କାମରେ ଆସିବ। ଆର୍ଥିକ ଆୟୋଜନ ମଧ୍ୟ ଆଜି ଆପଣ ଭଲ ଭାବରେ କରି ପାରିବେ। ଆଜିର ସମ୍ପୂର୍ଣ୍ଣ ଦିନ ଆନନ୍ଦର ସହିତ ବିତିବ। ଚାକିରିରେ ସହଯୋଗ ମିଳିବ। ମଧ୍ୟାହ୍ନ ପରେ ରୋଗାକ୍ରାନ୍ତ ବ୍ୟକ୍ତିଙ୍କର ସ୍ଵାସ୍ଥ୍ୟରେ ସୁଧାର ହେବ ଏବଂ ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ।

କୁମ୍ଭ : ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟକୁ ଆତ୍ମବିଶ୍ଵାସର ସହିତ ଠିକରେ ସଂପନ୍ନ କରି ପାରିବେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ପୈତୃକ ସଂପତ୍ତି ଲାଭ ହେବ। ତଥାପି ମଧ୍ୟ ବାହନ, ବାସଗୃହ ଆଦିର କାଗଜପତ୍ର ସମ୍ବନ୍ଧିତ କାର୍ଯ୍ୟରେ ସାବଧାନପୂର୍ବକ ଆଗକୁ ବଢ଼ିବେ। ଆପଣଙ୍କ ବୈଚାରିକ ସମୃଦ୍ଧିରେ ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।

ମୀନ : ଆନନ୍ଦ ଏବଂ ଉତ୍ସାହରେ ବୃଦ୍ଧି ହେବ। କୌଟୁମ୍ବିକ ତଥା ଆର୍ଥିକ ବିଷଗୁଡ଼ିକ ଉପରେ ଆପଣ ଅଧିକ ଧ୍ୟାନ ଦେବେ। ଆପଣ କୌଣସି ମଧ୍ୟ କାର୍ଯ୍ୟକୁ ଦୃଢ ମନୋବଳ ଏବଂ ଆତ୍ମବିଶ୍ଵାସର ସହିତ କରି ପାରିବେ। ପିତୃପକ୍ଷରୁ ଲାଭ ହେବାର ମଧ୍ୟ ସଂଭାବନା ଅଛି। ପରନ୍ତୁ ଜମିବାଡ଼ି ଆଦି ବିଷୟଗୁଡ଼ିକ କାର୍ଯ୍ୟରେ ସାବଧାନ ରହିବେ। ସନ୍ତାନ ପଛରେ ଖର୍ଚ୍ଚ କରିବେ। ବିଦ୍ୟାର୍ଥୀଗଣ ବିଦ୍ୟା କ୍ଷେତ୍ରରେ ଭଲ ପ୍ରଦର୍ଶନ କରି ପାରିବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version