• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନିଷ୍ଠ ଯନ୍ତ୍ରୀ ଓ ଠିକାଦାର ଙ୍କ ମଧୁଚନ୍ଦ୍ରିକା : ଧୋଇ ହୋଇଗଲା ଇଟା ଓ କଂକ୍ରିଟ ର ୧୫୦ପୁଟ ସିମେଣ୍ଟ ପ୍ରାରୀର – ବିକାଶଶୀଳ ବଡ଼ଚଣା ର ବିକଶିତ କାମ ର ନମୁନା

Proprietor Abhimanyu Maharana by Proprietor Abhimanyu Maharana
September 13, 2021
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
କନିଷ୍ଠ ଯନ୍ତ୍ରୀ ଓ ଠିକାଦାର ଙ୍କ ମଧୁଚନ୍ଦ୍ରିକା : ଧୋଇ ହୋଇଗଲା ଇଟା ଓ କଂକ୍ରିଟ ର ୧୫୦ପୁଟ ସିମେଣ୍ଟ ପ୍ରାରୀର – ବିକାଶଶୀଳ ବଡ଼ଚଣା ର ବିକଶିତ କାମ ର ନମୁନା
Share on FacebookShare on TwitterWhatsapp

ନିମ୍ନମାନର ପାଚେରୀ କାମର ଜ୍ୱଳନ୍ତ ଉଦାହରଣ ଭଗବାନ ହିଁ ସାହାଭରସା : ଲଗାଣ ବର୍ଷାରେ ଭୁଷୁଡି ପଡ଼ିଲା ଉତ୍କଳ ବିଶ୍ୱ ବିଦ୍ୟାଳୟ ଦ୍ବିତୀୟ କ୍ୟାମ୍ପସର ସଦ୍ୟ ନିର୍ମିତ ପ୍ରାଚର

ଓଡ଼ିଶା ତାଜା ନ୍ୟୁଜ (୧୩ ସେପ୍ଟେମ୍ବର ସୋମବାର ) ବଡ଼ଚଣା :- ଯାଜପୁର ଜିଲ୍ଲା ବଡ଼ଚଣା ବ୍ଳକ ଅନ୍ତର୍ଗତ ସିହା. ଗ୍ରାମ ପଞ୍ଚାୟତ ରେ ବା ପଶ୍ଚିମ ବଡ଼ଚଣା ରେ ଲଗାଣ ବର୍ଷାରେ ଭୁଶୁଡିଲା ୧୫୦ ଫୁଟ୍ ରେ ନିର୍ମିତ ହେଉଥିବା ଉତ୍କଳ ବିଶ୍ୱ ବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସ ର ପାଚେରୀ ସାମ୍ନାକୁ ଆସିଲା ଠିକାଦାରଙ୍କ ଦ୍ବାରା ନିମ୍ନମାନର ନିର୍ମାଣ କାର୍ଯ୍ୟର ନମୁନା ଓ ପୂର୍ତ୍ତ ବିଭାଗର ଯନ୍ତ୍ରୀମାନଙ୍କ ଆଦୂରଦର୍ଶିତା । ମାତ୍ର ବର୍ଷକ ତଳେ ସମାପନ ହୋଇଥିବା ଏହି କ୍ୟାମ୍ପସ ଚତୁଃପାର୍ଶ୍ଵର ପାଚେରୀ ମଧ୍ୟରୁ ଦକ୍ଷିଣ ପୂର୍ବ କୋଣରୁ ପ୍ରାୟ ୧୫୦ଫୁଟରୁ ଉର୍ଦ୍ଧ୍ବ ଲମ୍ବର ପାଚେରୀ ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ତଳେ ଲୋଟି ଯାଇଛି । ୨୦୧୭ ମସିହାରେ ଯାଜପୁର ଜିଲ୍ଲାର ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ଗ୍ରାମର ପ୍ରାୟ ୭୦ ଏକର ପରିମିତ ଜମି ଉପରେ ଉତ୍କଳ ବିଶ୍ୱ ବିଦ୍ୟାଳୟ ଦ୍ବିତୀୟ କ୍ୟାମ୍ପସ ପ୍ରତିଷ୍ଠା ପାଇଁ କାର୍ଯ୍ୟାରମ୍ଭ ହୋଇଥିଲା ।

ପ୍ରାଥମିକ ଭାବେ ଚତୁଃପାର୍ଶ୍ଵର ପାଚେରୀ ନିର୍ମାଣ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଚାରିବାଟିଆ ପୂର୍ତ୍ତ ବିଭାଗ ଡ଼ିଭିଜନକୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ବିଭାଗର ବଡ଼ଚଣା ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ତତ୍ତ୍ଵାବଧାନରେ ଜନୈକ ଠିକାଦାରଙ୍କ ଦ୍ବାରା ନିର୍ମାଣ କାର୍ଯ୍ୟ କରାଯାଇ ବର୍ଷକ ତଳେ ସମ୍ପୂର୍ଣ୍ଣ ହୋଇଥିଲା । ଆରମ୍ଭରୁ ସ୍ଥାନୀୟ ଲୋକେ ନିମ୍ନମାନର ନିର୍ମାଣ କାର୍ଯ୍ୟ ନେଇ ଆପତ୍ତି ଉଠାଇଥିଲେ ବି କେହି କର୍ଣ୍ଣପାତ କରି ନ ଥିଲେ । ତେବେ ଆଜି ପାଚେରୀ ଭାଙ୍ଗି ପଡ଼ିବା ପରେ ନିମ୍ନମାନର ନିର୍ମାଣ କାର୍ଯ୍ୟ ମାଟି ତଳୁ ଫୁଟି ପଦାକୁ ବାହାରି ଆସିଛି । ମାତ୍ର ତିନି ଫୁଟ୍ ମାଟି ତଳୁ ହିଁ ନିମ୍ନ ମାନର କଂକ୍ରିଟ ପିଲାର ସବୁ ସ୍ଥାପନ କରାଯାଇ ଏହି ପାଚେରୀ ନିର୍ମାଣ କରାଯାଇଥିବା ଦେଖିବାକୁ ମିଳିଛି ।

ଇଟା କାନ୍ଥ ନିର୍ମାଣ ଓ ପଲସ୍ତରା କାର୍ଯ୍ୟ ବି ଅତ୍ୟନ୍ତ ନିମ୍ନ ମାନର ହୋଇଥିବା ଏବେ ପରିଲକ୍ଷିତ ହୋଇଛି । ପାଚେରୀ ଉପରି ଭାଗରେ ଲଗା ଯାଇଥିବା ଲୁହା ବାଡ଼ରେ ରଙ୍ଗ ନ ବୋଳି ଏବଂ କାଜୁ ଜଙ୍ଗଲ ମଧ୍ୟରେ ରହିଥିବା ପାଚେରୀର ବହୁ ଅଂଶକୁ ପଲସ୍ତରା କାର୍ଯ୍ୟ ନ କରି କିମ୍ୱା ରଙ୍ଗ ନ ବୋଳି ମଧ୍ୟ ଠିକାଦାର ସଂପୂର୍ଣ୍ଣ ବରାଦ ଅର୍ଥରାଶିକୁ ବିଲ୍ କରି ନେଇ ଯାଇଛନ୍ତି । ଯାହାକୁ ବିଭାଗୀୟ ଯନ୍ତ୍ରୀ ମାନେ ଅଣଦେଖା କରି ଠିକାଦାରଙ୍କୁ ବିଲ ପ୍ରଦାନ କରି ଦେଇଛନ୍ତି । ଅନ୍ୟପକ୍ଷରେ ଯେଉଁ କୋଣ ଦେଇ ସେହି ୭୦ ଏକର ପରିମିତ ଜମିରୁ ବର୍ଷାଜଳ ନିଷ୍କାସନ ହୋଇଥାଏ ସେହି ଅଞ୍ଚଳଟି ଢାଲୁ ରହିଛି ।

ମାତ୍ର ପାଚେରୀ ନିର୍ମାଣ କାର୍ଯ୍ୟ ସମୟରେ ଯନ୍ତ୍ରୀ ଓ ଠିକାଦାର ଆଦୂରଦର୍ଶୀ ରହି ସେହି ସ୍ଥାନରେ ବର୍ଷାଜଳ ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନ କରି ତାହାକୁ ଇଟା ପାଚେରୀ ମଧ୍ୟରେ ଆବଦ୍ଧ କରି ରଖିଦେବା ଫଳରେ ଦୁଇଦିନର ଲଗାଣ ବର୍ଷାରେ ସମଗ୍ର କ୍ୟାମ୍ପସର ବର୍ଷା ଜଳ ଗଚ୍ଛିତ ହୋଇ ରହିବା କାରଣରୁ ଦୁର୍ବଳ ପାଚେରୀଟି ଶେଷରେ ଭୁଶୁଡ଼ି ପଡ଼ିଥିଲା । ଏଭଳି ନିମ୍ନମାନର ନିର୍ମାଣ ଉପରେ ଯାଜପୁର ଜିଲ୍ଲାପାଳ ଏକ ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଅଞ୍ଚଳବାସୀ ଦାବୀ କରିଛନ୍ତି । ଯାହା ସାଧାରଣ ରେ ଚର୍ଚ୍ଚା ଜୋର ଧରିଛି । (ଛତିଆ ରୁ ଚନ୍ଦ୍ରଶେଖର ପୃଷ୍ଟି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version